କେନ୍ଦ୍ର ଗୃହମନ୍ତ୍ରୀଙ୍କ ବସ୍ତର ଗସ୍ତ ପୂର୍ବରୁ ଭୟରେ ମାଓବାଦୀ; ଶାନ୍ତି ଆଲୋଚନା ପାଇଁ କଲେ ଅପିଲ୍

ମାଲକାନଗିରି,୨।୪: କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଦେଶରେ ମାଓବାଦୀଙ୍କ ସମୁଳ ନାଶ କରିବା ପାଇଁ ନିର୍ଦ୍ଦେଶ ଦେବା ପରେ କେନ୍ଦ୍ରୀୟ ସଶସ୍ତ୍ର ବାହିନୀ ପକ୍ଷରୁ ଅଭିଯାନ ଜୋରଦାର କରାଯାଇଛି। ଫଳରେ ଗତ କିଛିଦିନ ମଧ୍ୟରେ ଅନେକ ମାଓବାଦୀ ନିପାତ ହୋଇଛନ୍ତି। ଏଭଳି ପରିସ୍ଥିତିରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବସ୍ତ୍ର ଗସ୍ତ କରିବାକୁ ଯାଉଛନ୍ତି।

ତେବେ ଶାହାଙ୍କ ଗସ୍ତ ପୂର୍ବରୁ ଶାନ୍ତି ଆଲୋଚନାକୁ ସମର୍ଥନ କରିବା ପାଇଁ ଅପିଲ୍‌ କରିଛନ୍ତି ମାଓବାଦୀ ସଂଗଠନ। ସିପିଆଇ (ମାଓବାଦୀ) କେନ୍ଦ୍ରୀୟ କମିଟି ପକ୍ଷରୁ ପ୍ରେସ୍‌ ବିଜ୍ଞପ୍ତି ଜାରି କରି ଏହି ଅପିଲ୍ କରାଯାଇଛି। ପୂର୍ବରୁ ମଧ୍ୟ ଆଲୋଚନା ପାଇଁ ଇଚ୍ଛା ପ୍ରକାଶ କରିଥି‍ବା ଏଥିରେ ଜଣାଇଛନ୍ତି। ଏଥିସହିତ ସଶସ୍ତ୍ର ବାହିନୀର ନୂଆ ଶିବିର ସ୍ଥାପନ ବନ୍ଦ ପାଇଁ ସର୍ତ୍ତ ରଖିଛନ୍ତି ମାଓ ସଂଗଠନ। ସାମରିକ କାର୍ଯ୍ୟାନୁଷ୍ଠାନ ବନ୍ଦ ପାଇଁ ମଧ୍ୟ ଦାବି ଜଣାଇବା ସହିତ ସରକାର ମାନିଲେ ମାଓବାଦୀ ଯୁଦ୍ଧବିରତି ଘୋଷଣା କରିବେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋମାଞ୍ଚକ ମ୍ୟାଚରେ ପଞ୍ଜାବ ବିଜୟୀ, ମାତ୍ର ୯୫ ସ୍କୋରରେ କୋଲକାତା ଅଲଆଉଟ୍‌

ଚଣ୍ଡିଗଡ଼,୧୫ା୪: ଚଳିତ ଆଇପିଏଲ୍‌ରେ ମଙ୍ଗଳବାର ଖେଳାଯାଇଥିବା ଏକ ରୋମାଞ୍ଚକ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ୧୬ ରନରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ପରାସ୍ତ କରିଛି। ପଞ୍ଜାବ...

ଏବର୍ଷ ମୌସୁମୀରେ କିପରି ହେବ ବର୍ଷା ? IMDର ବଡ଼ ଭବିଷ୍ୟବାଣୀ, ତାତିକୁ ନେଇ ବି କଲା ସତର୍କ

ନୂଆଦିଲ୍ଲୀ,୧୫।୪: ଆଗାମୀ ମୌସୁମୀ ଋତୁରେ ଭାରତରେ ସ୍ବାଭାବିକଠାରୁ ଅଧିକ ବୃଷ୍ଟିପାତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ମଙ୍ଗଳବାର କହିଛି। ଫଳରେ କୃଷିଭିତ୍ତିକ ଅର୍ଥନୀତି...

ନାରୀ ନିର୍ଯାତନା-ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦ: ଦାରିିଙ୍ଗବାଡ଼ିରେ କଂଗ୍ରେସର ମଶାଲ ଶୋଭାଯାତ୍ରା

ଦାରିଙ୍ଗବାଡି,୧୫।୪ (ଅରୁଣ ସାହୁ)- ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ଓ ରନ୍ଧନ ଗ୍ୟାସର ଦରବୃଦ୍ଧି ପ୍ରତିବାଦରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କଂଗ୍ରେସ ପକ୍ଷରୁ ମଶାଲ...

ପଞ୍ଚାୟତ ଉପ-ନିର୍ବାଚନ ପୂର୍ବରୁ ଅଗ୍ନିପରୀକ୍ଷା, କ’ଣ କରିବ ବିଜେଡି? କଂଗ୍ରେସ ପାଇଁ ବଡ଼ ଚ୍ୟାଲେଞ୍ଜ

ଭୁବନେଶ୍ୱର,୧୫।୪: ଲୋକପ୍ରିୟତାର ପରୀକ୍ଷା ହେବ ଉପ ନିର୍ବାଚନ। ଛୋଟ ନିର୍ବାଚନ ହେଲେ ଦେଖେଇବ ବଡ଼ ପ୍ରଭାବ। ଆଗକୁ ରାଜ୍ୟର ପ୍ରମୁଖ ୩ଦଳ ବିଜେଡି ଭାଜପା ଓ...

ବଡ଼ ଖବର: ବିଜେଡି ସଭାପତିଙ୍କ ନାଁ ଘୋଷଣା

ଭୁବନେଶ୍ୱର,୧୫।୪: ବଡ଼ ଖବର। ବିଜେଡିକୁ ମିଳିଛି ୧୮ ସଭାପତି। ଅର୍ଥାତ ୧୮ ଜିଲାକୁ ମିଳିଲା ବିଜେଡି ସଭାପତି । ବିଜେଡି ସାଗଂଠନିକ ନିର୍ବାଚନରେ ୧୮ ଜିଲାର ସଭାପତି...

ଜନସଂଖ୍ୟା ବିସ୍ଫୋରଣ ଏକ ସମସ୍ୟା ଓ ଆହ୍ବାନ ଶୀର୍ଷକ ଆଲୋଚନାଚକ୍ର

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜ ଅର୍ଥନୀତି ବିଭାଗ ପକ୍ଷରୁ ମଙ୍ଗଳବାର ଭାରତର ଜନସଂଖ୍ୟା ବିସ୍ଫୋରଣ...

ଚାଷୀଙ୍କ ଚେତାବନୀ ସମାବେଶ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ରଣହୁଙ୍କାର

ବରଗଡ଼, ୧୫।୪(ପ୍ରେମାନନ୍ଦ ଖମାରୀ): ଜୟ କିସାନ ଆନ୍ଦୋଳନ ଏବଂ ପଶ୍ଚିମ ଓଡିଶା କୃଷକ ସଂଗଠନ ସମନ୍ବୟ ସମିତିର ମିଳିତ ଆହ୍ୱାନରେ ଆଜି ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ...

ଫାଟିଲା ଗ୍ୟାସ ଟାଙ୍କି: ଜଳିଗଲା…

ପୁରୀ,୧୫।୪: ପୁରୀ ଜିଲା କୃଷ୍ଣପ୍ରସାଦ ପଣାଯାତ୍ରା ବେଳେ ଅଘଟଣ ଘଟିଛି। ପଣାଯାତ୍ରା ପଡିଆରେ ୫ ଦୋକାନ ଜଳି ଯାଇଛି। ହଠାତ୍‌ ଗ୍ୟାସ ଟାଙ୍କି ଅଗ୍ନିକାଣ୍ଡ ଘଟିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image