ଏସ୍‌ପିଙ୍କ ପାଖରେ ଆତ୍ମସମର୍ପଣ କଲେ ମାଓବାଦୀ

ମାଲକାନଗିରି,୨୦ା୬ (ଦୁର୍ଯ୍ୟୋଧନ ପାତ୍ର)- ଛତିଶଗଡ଼ ସୁକ୍‌ମା ଅଞ୍ଚଳର ୩ ମାଓବାଦୀ ଗୁରୁବାର ମାଲକାନଗିରି ଆରକ୍ଷୀ ଅଧୀକ୍ଷକ(ଏସ୍‌ପି)ଙ୍କ ପାଖରେ ଆତ୍ମସମର୍ପଣ କରିଛନ୍ତି। ଏମାନେ ଗାଁରେ ରହୁଥିଲେ ଓ ମାଓବାଦୀ ସଙ୍ଗଠନକୁ ସୂଚନା ଦେଉଥିଲେ। ତେବେ ସିଆରପିଏଫ୍‌ କ୍ୟାମ୍ପ ପ୍ରତିଷ୍ଠା ପରେ ସଙ୍ଗଠନଠାରୁ ଦୂରେଇ ଯାଇଥିଲେ।

ସୂଚନା ଅନୁଯାୟୀ, ଏମାନେ ଛତିଶଗଡ଼ର ମାଓବାଦୀ ସଂଗଠନର ଦକ୍ଷିଣବସ୍ତର ଡିଭିଜନରେ କାର୍ଯ୍ୟରତ ଥିଲେ। ଏମାନଙ୍କ ମଧ୍ୟରୁ ଦେବା ନାମକ ମାଓବାଦୀ ୨୦୨୦ରେ ମାଓବାଦୀ ସଂଗଠନର ଗ୍ରାମରକ୍ଷା ଦଳରେ ସାମିଲ ହୋଇଥିବା ବେଳେ ଆଡ଼ମା ମିଲିସିଆ ଭାବେ ୨୦୧୯ରେ ସାମିଲ ହୋଇଥିଲେ। ସେହିଭଳି ମୁକା ମିଲିସିଆ ଭାବେ ୨୦୧୮ରେ ସାମିଲ ହୋଇଥିଲେ।

ବର୍ତ୍ତମାନ ଉଭୟ ରାଜ୍ୟର ପୋଲିସ ଦ୍ୱାରା ବ୍ୟାପକ କୋମ୍ବିଂ, ବିଏସ୍‌ଏଫ୍‌ କ୍ୟାମ୍ପ ପ୍ରତିଷ୍ଠା ସହ କ୍ୟାଡର ମାଓବାଦୀଙ୍କ ନିର୍ଯାତନା ଯୋଗୁ ଆତ୍ମସମର୍ପଣ କରିଥିବା ଆତ୍ମସମର୍ପଣକାରୀ ମାଓବାଦୀମାନେ ପୋଲିସ ନିକଟରେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଦୀପାବଳି ପୂର୍ବରୁ ଲକ୍ଷାଧିକ ଟଙ୍କାର ବାଣ ଜବତ

ଉମରକୋଟ/ ତେନ୍ତୁଳିଖୁଣ୍ଟି, ୨୫।୧୦(ସନ୍ତୋଷ ଶତପଥୀ/ ଚିଦାନନ୍ଦ ସାହୁ): ବିନା ଲାଇସେନ୍ସରେ ବାଣ ରଖାଯାଇଥିବା ଖବରପାଇ ଉମରକୋଟ ପୋଲିସ ଏକ ଗୋଦାମରେ ଚଢ଼ାଉ କରିଛି। ସେଠାରୁ ପୋଲିସ...

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ...

ଅନାସ୍ଥା ପ୍ରସ୍ତାବରେ ପଦ ହରାଇଥିଲେ ଏନ୍‌ଏସି ଅଧ୍ୟକ୍ଷ: ହିମାଦ୍ରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭବାନୀପାଟଣା,୨୫।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଏନଏସି ଅଧ୍ୟକ୍ଷ ମୁକେଶ ଅଗ୍ରୱାଲ ଅନାସ୍ଥା ପ୍ରସ୍ତାବରେ ନିଜ ପଦ ହରାଇଥିବା ନେଇଁ ଗୁରୁବାର ଗୃହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri