ମାର୍କ ଜୁକରବର୍ଗଙ୍କ ଘରକୁ ଆସିଲେ ନୂଆ ଅତିଥି, ଫେସବୁକରେ ଫଟୋ ଶେୟାର କରି କହିଲେ ଶିଶୁର ନାମ

ୱାଶିଂଟନ,୨୫ ।୩: ଫେସବୁକର ଫାଉଣ୍ଡର ମାର୍କ ଜୁକରବର୍ଗଙ୍କ ଘରକୁ ଆଉ ଜଣେ ନୂଆ ଅତିଥି ଆସିଛନ୍ତି । ତାଙ୍କ ପତ୍ନୀ ପ୍ରିଶିଲା ଚାଂନ ଏକ ଶିଶୁ କନ୍ୟାକୁ ଜନ୍ମ ଦେଇଛନ୍ତି । ଜୁକରବର୍ଗ ଫେସବୁକରେ ଏହାର ସୂଚନା ଦେଇଛନ୍ତି । ମାର୍କ ଫଟୋ ଶେୟାର କରି ଲେଖିଛନ୍ତି, ଓରିଲିୟା ଚାଂନ ଜୁକରବର୍ଗ, ବିଶ୍ୱକୁ ସ୍ୱାଗତ, ତୁମେ ସତରେ ଈଶ୍ୱରଙ୍କ ଆଶୀର୍ବାଦ, ମାର୍କ ଜୁକରବର୍ଗ ଓ ପ୍ରିଶିଲାଙ୍କ ଏହା ହେଉଛି ତୃତୀୟ ସନ୍ତାନ ।
ସୂଚନାଯୋଗ୍ୟ, ମାର୍କ ଜୁକରବର୍ଗ ସେପ୍ଟେମ୍ବର ୨୦୨୨ରେ ସୋସିଆଲ ମିଡିଆରେ ପ୍ରଥମଥର ପତ୍ନୀ ଗର୍ଭବତୀ ଥିବା ସୂଚନା ଦେଇଥିଲେ । ସେ କହିଥିଲେ କି ମୁଁ ତୃତୀୟ ଥର ପିତା ହେବାକୁ ଯାଉଛି । ମେଟା ସିଇଓ ପତ୍ନୀ ପ୍ରିଶିଲାଙ୍କ ଫଟୋ ଶେୟାର କରି ଏହି ସୂଚନା ଦେଇଥିଲେ । ଜୁକରବର୍ଗଙ୍କର ପୂର୍ବରୁ ଦୁଇଟି ସନ୍ତାନ ରହିଛନ୍ତି । ସେମାନେ ହେଲେ ମ୍ୟାକ୍ସ ଓ ଅଗଷ୍ଟ ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଆଖି ଦେଖାଇବାରୁ ବାଟକୁ ଆସିଲା କାନାଡା, ପୋଲିସ ଅଫିସର ସସପେଣ୍ଡ

ଓଟାଓ୍ବା,୫।୧୧: ବ୍ରମ୍ପଟନରେ ହିନ୍ଦୁ ସଭା ମନ୍ଦିର ଉପରେ ଆକ୍ରମଣ ଏବଂ ହିନ୍ଦୁମାନଙ୍କୁ ପିଟିବା ମାମଲାରେ କାନାଡା ପୋଲିସ ପ୍ରଥମ ପ୍ରମୁଖ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହି...

ଖ୍ୟାତନାମା ମ୍ୟୁଜିସିଆନ୍‌ କୁଇନ୍ସି ଜୋନ୍ସଙ୍କ ପରଲୋକ

ଓ୍ବାଶିଂଟନ,୫ା୧୧: ଆମେରିକାର କିମ୍ବଦନ୍ତୀ ସଙ୍ଗୀତକାର, ପ୍ରଯୋଜକ ତଥା କମ୍ପୋଜର କୁଇନ୍ସି ଜୋନ୍ସଙ୍କର ରବିବାର ରାତିରେ ୯୧ ବର୍ଷ ବୟସରେ ଲସ୍‌ଆଞ୍ଜେଲସ୍‌ ବାସଭବନରେ ପରଲୋକ ହୋଇଯାଇଛି। ବହୁ ପ୍ରତିଭାର...

କାନାଡା ହିନ୍ଦୁ ମନ୍ଦିରରେ ଖଲିସ୍ତାନୀଙ୍କ ଆକ୍ରମଣ

ଓଟ୍ଟାଓ୍ବା/ନୂଆଦିଲ୍ଲୀ,୫ା୧୧: କାନାଡାର ଓଣ୍ଟାରିଓ ଅନ୍ତର୍ଗତ ବ୍ରାମ୍ପ୍‌ଟନ୍‌ଠାରେ ଥିବା ହିନ୍ଦୁ ମନ୍ଦିର ଉପରେ ଖଲିସ୍ତାନୀ ଆତଙ୍କବାଦୀମାନେ ରବିବାର ଆକ୍ରମଣ କରିଛନ୍ତି। ସେଠାରେ ଥିବା ହିନ୍ଦୁମାନଙ୍କୁ ମାଡ଼ ମରାଯାଇଛି। ଏପରିକି...

ଆଜି ଆମେରିକା ରାଷ୍ଟ୍ରପତି ନିର୍ବାଚନ

ଓ୍ବାଶିଂଟନ,୫ା୧୧: ଆମେରିକାର ୪୭ତମ ରାଷ୍ଟ୍ରପତି ନିର୍ବାଚନ ଲାଗି ମଙ୍ଗଳବାର ମତଦାନ ହେବ। ଏଥିପାଇଁ ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ୍‌ ଏବଂ ଡେମୋକ୍ରାଟିକ୍‌ ପ୍ରାର୍ଥୀ କମଲା ହାରିସ୍‌ଙ୍କ...

ଭାରତ ବିରୋଧରେ ଷଡଯନ୍ତ୍ର ରହୁଛି ଏହି ଛୋଟ ଦେଶ: ପାକିସ୍ତାନ-କାନାଡ଼ାଠାରୁ ବି ନେଲା ବଡ଼ ପଦକ୍ଷେପ

କାଠମାଣ୍ଡୁ,୪।୧୧: ନିକଟରେ ନେପାଳ ଏହାର ୧୦୦ ଟଙ୍କିଆ ନୋଟକୁ ପୁନଃଡିଜାଇନ କରିବାକୁ ନିଷ୍ପତ୍ତି ନେଇଛି। ତେବେ ଏହି ନିଷ୍ପତ୍ତି ନେପାଳ ଏବଂ ଭାରତ ମଧ୍ୟରେ ତିକ୍ତତା...

କାନାଡ଼ା ସରକାରଙ୍କୁ ମୁହଁତୋଡ଼ ଜବାବ ଦେଳେ ମୋଦି: ହିନ୍ଦୁ ମନ୍ଦିର ଆକ୍ରମଣକୁ କଡ଼ା ନିନ୍ଦା

ଓଟ୍ଟାଓ୍ବା/ନୂଆଦିଲ୍ଲୀ,୪ା୧୧: କାନାଡାର ଓଣ୍ଟାରିଓ ଅନ୍ତର୍ଗତ ବ୍ରାମ୍ପ୍‌ଟନ୍‌ଠାରେ ଥିବା ହିନ୍ଦୁ ମନ୍ଦିର ଉପରେ ଖଲିସ୍ତାନୀ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ସେଠାରେ ଥିବା ହିନ୍ଦୁମାନଙ୍କୁ ମାଡ଼ ମରାଯାଇଛି। ଏପରିକି...

ପୁଣି ବଢିବ ତେଲ ଦର: ଉତ୍ପାଦନକାରୀ ଦେଶ ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୪।୧୧: ଅଶୋଧିତ ତୈଳ ଉତ୍ପାଦନ ହ୍ରାସ କରିବାକୁ ଉତ୍ପାଦନକାରୀ ରାଷ୍ଟ୍ର(ଓପେକ ପ୍ଲସ)ଗୁଡିକ ନିଷ୍ପତ୍ତି ନେବା ପରେ ତେଲ ମୂଲ୍ୟ ୨ ପ୍ରତିଶତ ବୃଦ୍ଧି ପାଇଛି। ଯେତେବେଳେ...

କମଲା ଜିତିଲେ ଅପରାଧୀଙ୍କ ପାଇଁ ଖୋଲିଦେବେ ବର୍ଡର: ଟ୍ରମ୍ପ

ଓ୍ବାଶିଂଟନ,୪।୧୧: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଉପରାଷ୍ଟ୍ରପତି କମଲା ହାରିସଙ୍କୁ ଟାର୍ଗେଟ କରି କହିଛନ୍ତି, ଯଦି କମଲା ହାରିସ ଚଳିତ ନିର୍ବାଚନରେ ବିଜୟୀ ହୁଅନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri