Posted inଫୁରସତ

ମୃତ୍ୟୁ ପରେ ବିବାହ

କୁଆଲାଲ୍‌ମ୍ପୁର: ବିବାହର ଠିକ୍‌ ପୂର୍ବରୁ ମାଲେସିଆର ୟାଙ୍ଗ୍‌ ଜିଙ୍ଗ୍‌ଶାନ(୩୧) ଏବଂ ଲି ଜୁଇଙ୍ଗ୍‌(୩୨) ନାମକ ଏକ ପ୍ରେମୀ ଯୁଗଳଙ୍କର ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା। ଉଭୟେ ପ୍ରାୟ ୩ ବର୍ଷ ଧରି ଲିଭ୍‌-ଇନ୍‌-ରିଲେଶନ୍‌ଶିପ୍‌ରେ ଏକାଠି ରହିଥିଲେ। ଖୁବ୍‌ଶୀଘ୍ର ଉଭୟଙ୍କର ବିବାହ କରିବାକୁ ସେମାନଙ୍କ ପରିବାରବର୍ଗ ସ୍ଥିର କରିଥିଲେ। ମୃତ୍ୟୁପରେ ସେମାନଙ୍କ ଇଚ୍ଛାକୁ ସମ୍ମାନ ଜଣାଇ ପରିବାର ପକ୍ଷରୁ ଉଭୟଙ୍କର ବିବାହ ସମ୍ପନ୍ନ କରାଯାଇଛି। କୁଆଲାଲ୍‌ମ୍ପୁରର ଏକ ହଲ୍‌ରେ ଏହି ବିବାହ ଅନୁଷ୍ଠିତ ହୋଇଯାଇଛି। ବିବାହରେ ଉଭୟ ୟାଙ୍ଗ୍‌ ଓ ଲି’ଙ୍କ ଫଟୋରେ ଫୁଲମାଳ ଚଢ଼ାଯିବା ସହ ନିକଟରେ ସେମାନଙ୍କ ଷ୍ଟାଚ୍ୟୁ ରଖାଯାଇଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲଡୋଜର-ଜେସିବି ମଧ୍ୟରେ ତଫାତ ଜାଣନ୍ତି କି? ଉତ୍ତର ନା ହୋଇଥିଲେ ଜାଣି ନିଅନ୍ତୁ…

ଆପଣ ନିଶ୍ଚିତ ଭାବେ ମାଟି ଖୋଳୁଥିବା ବେଳେ ଜେସିବି ନଚେତ ବୁଲଡୋଜରକୁ ଦେଖିଥିବେ। ହେଲେ କ’ଣ ଆପଣ ଉଭୟଙ୍କ ମଧ୍ୟରେ ଫରକ କ’ଣ ଜାଣନ୍ତି କି?...

ଡଲ୍‌ଫିନ୍‌ ହସିପାରନ୍ତି

ନୂଆଦିଲ୍ଲୀ,୫ା୧୦(ପି.ଟି.): ଡଲ୍‌ଫିନ୍‌ଗୁଡ଼ିକ ଖେଳିବା ସମୟରେ ପାଟି ଖୋଲା ରଖି ପରସ୍ପରକୁ ସେମାନଙ୍କ ଭାବନା ବ୍ୟକ୍ତ କରିଥାନ୍ତି। ଅନେକ ସମୟରେ ସେମାନଙ୍କର ଏହି ଅଭିବ୍ୟକ୍ତି ‘ହସ’ ହୋଇପାରେ ବୋଲି...

୧୦ ଟଙ୍କାର ବେଲୁନ ବି ନେଇପାରେ ଜୀବନ!

ପ୍ରୟାଗରାଜ,୪।୧୦: ପ୍ରୟାଗରାଜର ସରାଇ ଇନାୟତ ପୋଲିସ ଷ୍ଟେଶନ ଅଞ୍ଚଳର ଫତୁହାଁ ଗ୍ରାମରେ ଏକ ମାମଲା ସାମ୍ନାକୁ ଆସିଛି, ଯାହା ଶୁଣି ଲୋକମାନେ କେବଳ ଆଶ୍ଚର୍ଯ୍ୟ ହୋଇନାହାଁନ୍ତି,...

‘ଶିକ୍ଷାକ୍ଷେତ୍ରରେ ଶିକ୍ଷକମାନଙ୍କ ଭୂମିକା ଅତୁଳନୀୟ’

ଭାରତରେ ପ୍ରତିବର୍ଷ ୫ ସେପ୍ଟେମ୍ବରରେ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିନକୁ ଗୁରୁଦିବସ ବା ଶିକ୍ଷକ ଦିବସ ଭାବେ ପାଳନ କରାଯାଉଥିବାବେଳେ ଅନ୍ତର୍ଜାତୀୟ ସ୍ତରରେ ଶିକ୍ଷକ ଦିବସ ପ୍ରତିବର୍ଷ...

ଏମିତି ଏକ ଗାଁ ଯେଉଁଠି କାହାରି ଘରେ ହୁଏ ନାହିଁ ରୋଷେଇ

ଗାନ୍ଧିନଗର: ଗୁଜୁରାଟରେ ଦେଶର ଏକ ଅନନ୍ୟ ଗ୍ରାମ ଅଛି। ଏହି ଗାଁର କୌଣସି ଘରେ ଖାଦ୍ୟ ରନ୍ଧାଯାଏ ନାହିଁ। ବିଶେଷ କଥା ହେଉଛି ଏହି ଗାଁରେ...

କାହିଁକି ଭାରତୀୟ ନୋଟ୍‌ରେ ରହିଥାଏ ଗାନ୍ଧୀଙ୍କ ଫଟୋ? ଜାଣନ୍ତୁ ଏହାର ରହସ୍ୟ…

ଆପଣ ପ୍ରତି ଭାରତୀୟ ନୋଟ୍‌ରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଫଟୋ ଦେଖିଥିବେ। ସେଇଟା ୧୦ଟଙ୍କିଆ ହେଉ କି ୫୦୦ ସବୁଥିରେ ଗାନ୍ଧୀଙ୍କ ଫଟୋ ଥିବା...

ପରିବାରରେ ୭୦୦ ସଦସ୍ୟ

କାମ୍ପାଲା : ପୁରାତନ କାଳରେ ପ୍ରାୟ ସମସ୍ତଙ୍କର ପରିବାର ବଡ଼ ଥିଲା ଏବଂ ପରିବାରରେ ସମସ୍ତେ ମିଳିମିଶି ରହୁଥିଲେ। ସେତେବେଳେ ଘରର ବିଭିନ୍ନ କାର୍ଯ୍ୟକୁ ପରିବାର ସମସ୍ତ...

ବୟସ୍କଙ୍କୁ ମର୍ଯ୍ୟାଦା

ବୟସ୍କ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ, କଲ୍ୟାଣ ଏବଂ ଅଧିକାର ବିଷୟରେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ୧ ଅକ୍ଟୋବରରେ ‘ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ’ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri