ଭାଜପାର ମାଷ୍ଟର ଗେମ୍‌: ପାର୍ବଣରେ ନୂଆ ପ୍ଲାନ୍‌, ହାତେଇ ନେବକି…

ଭୁବନେଶ୍ୱର,୨୮।୯: ଧରାପୃଷ୍ଠକୁ ଆସୁଛନ୍ତି ମା’ ଜଗତଜନନୀ ଦୁର୍ଗା। ଏନେଇ ଚଳଚଞ୍ଚଳ ହୋଇଉଠୁଛି ପୂଜା ମଣ୍ଡପ। ଏହି ପରିପ୍ରେକ୍ଷୀରେ ଭାଜପା ଏକ ବଡ଼ ମାଷ୍ଟର ପ୍ଲାନ୍‌ ପ୍ରସ୍ତୁତ କରିଛି। ପାର୍ବଣରେ ସମସ୍ତ ପୂଜା ପେଣ୍ଡାଲରେ ଭାଜପା କ୍ୟାମ୍ପ ପକାଇବ। ଏନେଇ ଦଳ ପକ୍ଷରୁ ସୂଚନା ଦିଆଯାଇଛି। ଏହାର ମୁଖ୍ୟ ଉଦ୍ଦେଶ୍ୟ ଭାଜପା ସଙ୍ଗଠନକୁ ସୁଦୃଢ଼ କରିବା ସହ ଯୁବବର୍ଗଙ୍କୁ ଆକୃଷ୍ଟ କରି ନୂତନ ସଦସ୍ୟତା ସଂଗ୍ରହ କରିବ।

ତେବେ କେବଳ ପୂଜ ମଣ୍ଡପ ନୁହେଁ, ଭାଜପା ସମସ୍ତ କଲେଜ, ବିଶ୍ବବିଦ୍ୟାଳୟ ଆଗରେ ମଧ୍ୟ ଷ୍ଟଲ ପକାଇବ। ଏଥିରେ ଯୁବ ଭୋଟରଙ୍କୁ ଆକୃଷ୍ଟ କରିବା ସହ ସଦସ୍ୟତା ସଂଗ୍ରହ କରିବ। ଏପରିକି ସଦସ୍ୟତା ସଂଗ୍ରହ ନେଇ ଭାଜପା ଯୁବମୋର୍ଚ୍ଚା ପକ୍ଷରୁ କର୍ମଶାଳାର ମଧ୍ୟ ଆୟୋଜନ କରାଯାଉଛି।

ଏହି ପରିପ୍ରେକ୍ଷୀରେ ଶନିବାର ଭାଜପା ପକ୍ଷରୁ ସମ୍ବଲପୁର, ବରଗଡ଼ରେ ସଦସ୍ୟତା ସଂଗ୍ରହ ଅଭିଯାନକୁ ବ୍ୟାପକ କରାଯାଇଛି। ଏଥିରେ ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ଏମ୍‌ପି ବୈଜୟନ୍ତ ପଣ୍ଡା ଯୋଗ ଦେଇ ଯୁବବର୍ଗଙ୍କୁ ଭାଜପାର ସଦସ୍ୟତା ଗ୍ରହଣ କରିବାକୁ ଉତ୍ସାହିତ କରୁଛନ୍ତି। ସେ ଭାଜପା କର୍ମକର୍ତ୍ତାଙ୍କୁ ଉତ୍ସାହିତ କରିବା ସହ ସଙ୍ଗଠନକୁ ମଜଭୂତ କରିବାକୁ ଗୁରୁମନ୍ତ୍ର ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ବଞ୍ଚିଲେ ଚାଷ ବଞ୍ଚିବ

ବରଗଡ଼୍‌,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲରେ ଶନିବାର ସମାଜବାଦୀ ଚିନ୍ତାନାୟକ କିଶନ ପଟ୍ଟନାୟକଙ୍କ ଶ୍ରାଦ୍ଧବାର୍ଷିକୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠିତ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ

ସମ୍ବଲପୁର, ୨୮ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ବଡ଼ଡୁଙ୍ଗୁରୀ ଗ୍ରାମରେ ୨୦୨୦ ନଭେମ୍ବର ୮ ରେ ଘଟିଥିବା ନାବାଳିକା ବଳାତ୍କାର ମାମଲାର ରାୟ...

ନର୍ସିଂ ଆନ୍ଦୋଳନକୁ ନେଇ ବଡ଼ ଖବର, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୮।୯: ନର୍ସିଂ ଆନ୍ଦୋଳନକୁ ନେଇ ବଡ଼ ଖବର। ଆନ୍ଦୋଳନ ପ୍ରତ୍ୟାହୃତ ପାଇଁ ନର୍ସିଂ ସଂଘ ରାଜି ହୋଇଥିବା ସୂଚନା ଦେଲେ ମୁକେଶ ମହାଲିଙ୍ଗ। ନର୍ସିଂ ସଂଘ...

ମୋହନ ସରକାରଙ୍କ ବଡ଼ ଘୋଷଣା, ବଢିଲା ଅବଧି…

ଭୁବନେଶ୍ୱର,୨୮।୯: ଲୋକସେବା ଭବନରେ ଶନିବାର ଅନୁଷ୍ଠିତ ହୋଇଯାଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୬ଟି...

ଥମୁନି ଦାଦନ ଦୁଃଖ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ଥୁଆମୁଳ ରାମପୁର,୨୮।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡିରେ ପୁଣି ଦାଦନ ଦୁଃଖ। ପରିବାର ପ୍ରତିପୋଷଣ ପାଇଁ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଏକ ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି...

ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି: ଗୋପାଳକ ଓ ଦୁଗ୍ଧଚାଷୀଙ୍କୁ ମିଳିବ…

ଭୁବନେଶ୍ୱର,୨୮।୯: ଲୋକସେବା ଭବନରେ ଶନିବାର ଅନୁଷ୍ଠିତ ହୋଇଯାଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୬ଟି...

ଆର୍‌ଏସ୍‌ପିରେ ବଡ଼ ଧରଣର ବିସ୍ଫୋରଣ

ରାଉରକେଲା,୨୮।୯(ସଙ୍ଗୀତା ଜେନା): ରାଉରକେଲା ଇସ୍ପାତ କାରଖାନା (ଆର୍‌ଏସ୍‌ପି)ର ଷ୍ଟିଲ୍‌ ମେଲ୍‌ଟିଂ ଶପ୍‌ (ଏସ୍‌ଏମ୍‌ଏସ୍‌)-୧ କନଭର୍ଟରରେ ଶନିବାର ବିସ୍ପୋରଣ ଘଟିଛି। ଫଳରେ ୪ଜଣ ସ୍ଥାୟୀ ଏବଂ ଜଣେ...

ଭିଜିଲାନ୍ସ ଚଢ଼ାଉ, ଜଣାପଡିଲା ମନରେଗା ଯୋଜନାର ସତ!

କେସିଙ୍ଗା,୨୮।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଭିଜିଲାନ୍ସ ବିଭାଗ ପକ୍ଷରୁ କେସିଙ୍ଗା ବ୍ଲକ କଶ୍ରୁପଡା ପଞ୍ଚାୟତର ଘଣ୍ଟଶଳା ଗ୍ରାମରେ ମନେରେଗା ଯୋଜନାରେ ହୋଇଥିବା କାମର କେସ ରେକର୍ଡ ଭିଜିଲାନ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri