ଆଜିଠୁ ମାଟ୍ରିକ୍‌ ଖାତା ମୂଲ୍ୟାୟନ

କଟକ ଅଫିସ,୩ା୪: ସୋମବାରଠାରୁ ମାଟ୍ରିକ୍‌, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷାଖାତା ମୂଲ୍ୟାୟନ ଆରମ୍ଭ ହେବ। ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ରବିବାର ସବୁ ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷକମାନେ ଯୋଗଦେଇଛନ୍ତି। ଏଥିସହ ଜିଲା ଶିକ୍ଷାଧିକାରୀମାନଙ୍କ ତତ୍ତ୍ବାବଧାନରେ ପରୀକ୍ଷକମାନଙ୍କୁ ନେଇ ପ୍ରଶିକ୍ଷଣ ବୈଠକ ଅନୁଷ୍ଠିତ ହୋଇଥିଲା। ବୋର୍ଡ ଉପସଭାପତି ଡ. ନୀହାର ରଞ୍ଜନ ମହାନ୍ତିଙ୍କ ସୂଚନା ଅନୁଯାୟୀ, ମୂଲ୍ୟାୟନ ପାଇଁ ମୋଟ ୧୩ ହଜାର ପରୀକ୍ଷକଙ୍କ ତାଲିକା ପ୍ରସ୍ତୁତ କରାଯାଇଛି। ସେମାନଙ୍କ ନିଯୁକ୍ତି ବିଷୟରେ ବୋର୍ଡ ୱେବ୍‌ସାଇଟ୍‌ରେ ସୂଚନା ରହିଛି। ରାଜ୍ୟରେ ମୋଟ୍‌ ୫୫ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଥିବାବେଳେ ସବୁଠି ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି। ମୂଲ୍ୟାୟନ ପରେ କେନ୍ଦ୍ରରୁ ଅନ୍‌ଲାଇନ୍‌ରେ ମାର୍କ ପୋଷ୍ଟିଂ କରାଯିବ। ମୂଲ୍ୟାୟନ କାର୍ଯ୍ୟ ୧୦ରୁ ୧୨ଦିନ ମଧ୍ୟରେ ଶେଷ କରିବାକୁ ବୋର୍ଡ ପକ୍ଷରୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି ବୋଲି ଉପସଭାପତି ମହାନ୍ତି କହିଛନ୍ତି। ସୂଚନାଯୋଗ୍ୟ, ମାଟ୍ରିକ୍‌, ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ପାଇଁ ମୋଟ ୫ଲକ୍ଷ ୪୧ହଜାର ୨୪୭ ପରୀକ୍ଷାର୍ଥୀ ଫର୍ମପୂରଣ କରିଥିଲେ। ରାଜ୍ୟର ୩,୨୧୮ କେନ୍ଦ୍ରରେ ଏହି ପରୀକ୍ଷା ହୋଇଥିଲା। ପ୍ରଶ୍ନପତ୍ର ରଖିବା ପାଇଁ ୩୧୬ଟି ନୋଡାଲ ସେଣ୍ଟର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାଲ୍‌ କାଗଜପତ୍ରରେ ଜମି ପଞ୍ଜୀକରଣ, ଭଉଣୀଭାଇଙ୍କ ସମେତ ୪ ଗିରଫ

ବ୍ରହ୍ମପୁର,୨୩।୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପନିବନ୍ଧକ (ସବ୍‌-ରେଜିଷ୍ଟ୍ରର)ଙ୍କ କାର୍ଯ୍ୟାଳୟ-୨ରେ ନକଲି କାଗଜପତ୍ର ଦାଖଲ କରି ଏକ ଜମିକୁ ପଞ୍ଜୀକରଣ ଉଦ୍ୟମ କରୁଥିବା ୪ ଅଭିଯୁକ୍ତଙ୍କୁ ଟାଉନ...

ଅଭିନେତ୍ରୀଙ୍କଠାରୁ ୮.୨୫ ଲକ୍ଷ ଟଙ୍କା ଠକି ନେଇ ଗିରଫ ହେଲେ ଯାତ୍ରା ପାର୍ଟି ମାଲିକ

ଭୁବନେଶ୍ୱର,୨୩ା୧୨(ସୂର୍ଯ୍ୟକାନ୍ତ ବେହେରା): ଅଭିନେତ୍ରୀଙ୍କୁ ମିଥ୍ୟା ଆଶ୍ୱାସନା ଦେବା ସହ ପ୍ରତାରଣା କରି ୮ ଲକ୍ଷରୁ ଅଧିକ ଟଙ୍କା ଠକିବା ମାମଲାରେ ଲିଙ୍ଗରାଜ ପୋଲିସ ଜଣେ ଯାତ୍ରା...

ମୁକୁଳିଲେ ଭିଏଟ୍‌ନାମର ୬ ନାବିକ

ପାରାଦୀପ,୨୩।୧୨(ଶରତ ରାଉତ): ପାରାଦୀପରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍‌ଭି ଦେବୀ ଜାହାଜର୨୧ ଜଣ ଭିଏଟ୍‌ନାମ ନାବିକଙ୍କ ମଧ୍ୟରୁ ରବିବାର ସାରେ ମାତ୍ର ୬...

ଜିନ୍ନତ ହେବ ଟ୍ରାଙ୍କୁଲାଇଜ୍‌

ବାରିପଦା,୨୩ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମହାବଳ ବାଘୁଣୀ ଜିନ୍ନତକୁ ଫେରାଇ ଆଣିବାକୁ ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଟ୍ରାଙ୍କୁଲାଇଜ୍‌...

ଡବଲ ଇଞ୍ଜିନ ସରକାର ଉପରେ ବର୍ଷିଲେ ସାଗର

ଭବାନୀପାଟଣା,୨୩ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭା ଭଳି ପବିତ୍ର ଗୃହରେ ବାବା ସାହେବ ଆମ୍ବେଡକରଙ୍କ ନାମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅପମାନଜନକ ଶବ୍ଦ ବ୍ୟବହାର...

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ...

ନବୀନଙ୍କ ଉପରେ ବହିକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୧୨(ସୁନିତ୍‌ ମିଶ୍ର): ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ‘ନବୀନ ପଟ୍ଟନାୟକ- ଦ ଅଥରିଟେଟିଭ ବାୟୋଗ୍ରାଫି ରିଭାଇଜ୍‌ଡ ଆଫ୍ଟର ୨୦୨୪ ଇଲେକ୍ସନ’ ପୁସ୍ତକ ଉନ୍ମୋଚନ ହୋଇଯାଇଛି। ସେ...

ବଢ଼ିଲା ଶୀତ, ପୁଣି ଆସୁଛି ବର୍ଷା

ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): ଲଘୁଚାପଜନିତ ଅଦିନିଆ ବର୍ଷା ଛାଡିଯାଇଥିଲେ ମଧ୍ୟ ରବିବାରଠାରୁ ରାଜ୍ୟରେ ଶୀତର ପରିମାଣ ବଢ଼ିଛି। ଆସନ୍ତା ୨୪ ତାରିଖରୁ ପୁଣି ବର୍ଷା ସମ୍ଭାବନା ଥିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri