ଏପ୍ରିଲ ୨୯ରୁ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ମାଟ୍ରିକ ପରୀକ୍ଷା ନେଇ ଶୁକ୍ରବାର ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ଏପ୍ରିଲ ୨୯ରୁ ଏହି ପରୀକ୍ଷା ଆରମ୍ଭ ହୋଇ ମେ’ ୬ ପର୍ଯ୍ୟନ୍ତ ଚାଲିବ। ୩ଟି ପଦ୍ଧତିରେ ଏହି ପରୀକ୍ଷା କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ସେ କହିଛନ୍ତି। ପ୍ରଥମ ପଦ୍ଧତିରେ ସମ୍ମେଟିଭ-୧ ଓ ଇଣ୍ଟରନାଲ ଆସେସମେଣ୍ଟର ୨ ଗୁଣ ହେବ। ୨ୟ ପଦ୍ଧତି- ସମ୍ମେଟିଭ-୨ର ମାର୍କ ୨ ଗୁଣ କରି ହିସାବ କରାଯିବ। ସେହିପରି ୩ୟ ପଦ୍ଧତି- ଇଣ୍ଟରନାଲ ଆସେସମେଣ୍ଟର ୨୦%, ସମ୍ମେଟିଭ-୧ରୁ ୩୦%, ସମ୍ମେଟିଭ-୨ରୁ ୫୦% ନିଆଯାଇ ମାର୍କିଂ କରାଯିବ। ସବୁ ପିଲାଙ୍କ ପାଇଁ ଏହା ବାଧ୍ୟତାମୂଳକ ରହିବ। ଯଥା ସମ୍ଭବ ପରୀକ୍ଷା ନିଜ ନିଜ ସ୍କୁଲରେ କରାଯିବ। ନିଜ ସ୍କୁଲରେ ହୋଇ ନ ପାରିଲେ ନିକଟବର୍ତ୍ତୀ ସ୍କୁଲରେ ପରୀକ୍ଷା ହେବ। ପରୀକ୍ଷା ପରିଚାଳନା ପାଇଁ ଅନ୍ୟ ସ୍କୁଲର ଶିକ୍ଷକ ନିଯୁକ୍ତ ହେବେ ବୋଲି ଶାସନ ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗଦେବେ ସୁନନ୍ଦା ଦାସ! ରାଜନୀତି ହଲଚଲ

ଭୁବନେଶ୍ୱର,୩୧।୧୦: ପଦ୍ମ ଧରିବେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ । ନଭେମ୍ବର ୩ ତାରିଖରେ ସେ ଭାଜପାରେ ମିଶିପାରନ୍ତି ବୋଲି ସୂଚନା ମିଳିଛି। ଶୁକ୍ରବାର...

ବିଜେଡିକୁ ବାହୁଡିବେ ୨୨ ଭାଜପା ନେତା, ମୁନା ଖାନ୍‌ଙ୍କ ବୟାନକୁ ନେଇ ରାଜନୀତିରେ ବଡ଼ ହଲଚଲ୍‌

ଭୁବନେଶ୍ୱର,୩୧।୧୦: ରାଜ୍ୟ ସଭା ଏମପି ମୁନା ଖାନ୍‌ଙ୍କ ବୟାନ ଏବେ ଓଡ଼ିଶା ରାଜନୀତିରେ କମ୍ପନ ସୃଷ୍ଟି କରିଛି। ଯାହାକୁ ନେଇ ରାଜନୀତି ପୁଣି ସରଗରମ ହୋଇ...

ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୧୦: ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ଅବସରରେ ସମସ୍ତଙ୍କ ଜୀବନରେ ଅଜ୍ଞାନ ଓ ଦୁଃଖର ଅନ୍ଧକାର ଦୂର ହେଉ।...

ଆଜି ଦୀପାବଳି ପାଳିଲେ ଅଶୁଭ! ଶଙ୍କରାଚାର୍ଯ୍ୟ କହିଲେ…

ପୁରୀ, ୩୧।୧(ଅଜିତ୍‌ କୁମାର ମହାନ୍ତି): କୁମାର ପୂର୍ଣ୍ଣିମା ପରେ ପୁଣିଥରେ କାଳୀପୂଜା ଓ ଦୀପାବଳି ଅମାବାସ୍ୟା ପାଳନକୁ ନେଇ ଦ୍ୱନ୍ଦ୍ୱ ଦେଖିବାକୁ ମିଳିଛି। ଚଳିତବର୍ଷ ପାଞ୍ଜି...

କୁଟ୍ଟେ, ଆଶିଷ ସିଂ ଟିକେଟ କଥା ବୁଝୁଥିଲେ: ସୁନନ୍ଦା

ଯାଜପୁର,୩୧ା୧୦(ହର୍ଷବର୍ଦ୍ଧନ ବେହେରା): ଗତ ନିର୍ବାଚନରେ ବିଜୁ ଜନତା ଦଳର ଟିକେଟ କଥା ବରିଷ୍ଠ ଅଫିସର ଡି.ଏସ. କୁଟ୍ଟେ ଓ ଆଶିଷ ସିଂହ ବୁଝୁଥିଲେ। ଏହା କହିଛନ୍ତି...

ମାଛ ଖାଇଦେବାରୁ ରୋଷେୟାଙ୍କୁ ହତ୍ୟା

ଭୁବନେଶ୍ୱର,୩୧ା୧୦: ସୂର୍ଯ୍ୟକାନ୍ତ ବେହେରା): ମାଛ ଖାଇଦେବାରୁ ଜଣେ ରୋଷେୟାଙ୍କୁ ପନିକିରେ ହାଣି ହତ୍ୟା କରାଯାଇଛି। ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଡମାଣା ଛକ ପାଖରେ ଥିବା...

ପରକୀୟା ପ୍ରୀତିରୁ ଆନାସ୍ଥେସିଆ ଦେଇ ସ୍ତ୍ରୀଙ୍କୁ ହତ୍ୟା

ଭୁବନେଶ୍ୱର,୩୧ା୧୦(ସତ୍ୟଜିତ୍‌ ରାଉତ): ଦୁଇ ପ୍ରେମିକାଙ୍କ ସହ ଥିବା ପରକୀୟା ପ୍ରୀତି ସମ୍ପର୍କ ମଝିରେ ବାଡ଼ ସାଜିଥିଲେ ସ୍ତ୍ରୀ। ଏଥିପାଇଁ ସ୍ତ୍ରୀଙ୍କୁ ସବୁଦିନ ପାଇଁ ହଟାଇବାକୁ ହୋଇଥିଲା...

ଜମି ପାଇଁ ହତ୍ୟା! ବାପା-ପୁଅ ମୃତ

ପୁରୀ, ୩୧ା୧୦: (ଅଜିତ୍‌ କୁମାର ମହାନ୍ତି): ପୁରୀରେ ବୁଧବାର ପୁଣି ୨ ଜଣଙ୍କ ମୁଣ୍ଡ ଗଡ଼ିଛି। ଏପରି ଏକ ଅଭାବନୀୟ ଘଟଣା ସଦର ଥାନା ଅନ୍ତର୍ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri