ମାର୍ଚ୍ଚ ୧୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର,୫।୧(ବ୍ୟୁରୋ): ମାର୍ଚ୍ଚ ୧୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏନେଇ ବୋର୍ଡ ସଭାପତି ଗୁରୁବାର ସୂଚନା ଦେଇଛନ୍ତି। ମାର୍ଚ୍ଚ ୧୦ରୁ ଆରମ୍ଭ ହୋଇ ୧୭ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ତେବେ ମାଟ୍ରିକ ପରୀକ୍ଷା ପାଇଁ ଖୁବ୍‌ଶୀଘ୍ର ଅନ୍‌ଲାଇନ୍‌ରେ ଫର୍ମ ଫିଲଅପ୍‌ ହେବ। ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମାଓବାଦୀ ପ୍ରଭାବିତ ଅଞ୍ଚଳରେ ପୋଲିସ ଷ୍ଟେଶନରେ ୨୨ଟି ନୋଡାଲ ସେଣ୍ଟର ହେବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି। ଅନ୍ୟପଟେ, ନବମ ଶ୍ରେଣୀ ପରୀକ୍ଷା ଆସନ୍ତା ଫେବୃଆରୀ ୨୦ରୁ ୨୫ ପର୍ଯ୍ୟନ୍ତ ଚାଲିବ ବୋଲି ସୂଚନା ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ପଞ୍ଚାୟତିରାଜ ଦିବସ ଏବଂ ଓଡ଼ିଶା

ପଞ୍ଚାୟତ ବ୍ୟବସ୍ଥା ଆଜିର ନୁହେଁ, କେଉଁ ଆବହମାନ କାଳରୁ ଆମ ସମାଜରେ ଏହା ପ୍ରଚଳିତ ହୋଇଆସୁଛି। ସେଥିପାଇଁ ଆମ ଗଁା ଗହଳିରେ କଥା କଥାରେ କହନ୍ତି,...

ବାଲେଶ୍ୱରରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରଶାନ୍ତଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା ଘୋଷଣା

ଭୁବନେଶ୍ୱର,୨୪।୪: ପହଲଗାମ ଆକ୍ରମଣକୁ ନେଇ ସାରା ଦେଶ ସ୍ତବ୍ଧ ହୋଇଯାଇଛି। ଏହି ଘଟଣାରେ ଓଡ଼ିଶାର ୨ଜଣ ପୁଅ ମୃତ୍ୟୁବରଣ କରିଛନ୍ତି। ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ...

ଆଜିଠାରୁ ବିଶ୍ୱବିଦ୍ୟାଳୟ, ମହାବିଦ୍ୟାଳୟରେ ଖରାଛୁଟି

ଭୁବନେଶ୍ୱର,୨୪।୪(ସୁଚିସ୍ମିତା ସାହୁ): ରାଜ୍ୟରେ ଅସହ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ଏଥିରୁ ଛାତ୍ରୀଛାତ୍ରଙ୍କୁ ସୁରକ୍ଷା ଦେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାରଠାରୁ ଉଚ୍ଚଶିକ୍ଷା ବିଭାଗ...

Terror Attack Death: ଜନ୍ମମାଟିରେ ପହଞ୍ଚିଲା ଓଡ଼ିଆ ପୁଅଙ୍କ ମର ଶରୀର

ବାଲେଶ୍ୱର,୨୪।୭: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ହେବ ଶେଷକୃତ୍ୟ। ଆଜି ଭୋରରେ ବାଲେଶ୍ୱର ଇସାଣୀରେ ପହଞ୍ଚିଛି...

Kashmir Terror Attack: ଆଉ ଜଣେ ଓଡ଼ିଆ ମୃତ

ଲାଠୋର,୨୪ା୪(ଭୁବନେଶ୍ୱର ବାରିକ): ମଙ୍ଗଳବାର ଅପରାହ୍ନରେ ଜମ୍ମୁ-କଶ୍ମୀରର ପହଲଗାମ୍‌ ଜିଲାରେ ହୋଇଥିବା ଆତଙ୍କବାଦୀଙ୍କ ଆକ୍ରମଣରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍‌ ଲାଠୋର ଗ୍ରାମର ଦିନେଶ ଅଗ୍ରୱାଲ(୪୫) ପ୍ରାଣ...

ପହଲଗାମ ଆତଙ୍କୀ ହମଲା: ଆସନ୍ତାକାଲି ସର୍ବଦଳୀୟ ବୈଠକ ଡାକିପାରନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ, ୨୩ା୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କୀ ହମଲାକୁ ନେଇ କେନ୍ଦ୍ର ସରକାର କଡ଼ା ମନୋଭାବ ଗ୍ରହଣ କରିଛନ୍ତି। ଏହି ଘଟଣାର ଗମ୍ଭୀରତାକୁ...

ପ୍ରେମ ପାହାଡ଼ରେ ମରି ପଡ଼ିଛନ୍ତି ୫ ଠେକୁଆ

ରାୟଗଡ଼ା,୨୩ା୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସଦରମହକୁମାସ୍ଥିତ ପ୍ରେମ ପାହାଡ଼ରେ ବୁଧବାର ସମୟରେ ୫ଟି ଠେକୁଆ ମରିପଡ଼ିଥିବା ଦେଖିବାକୁ ମଳିଥିଲା। ତେବେ ପ୍ରେମ ପାହାଡ଼ରେ କେବେ ଠେକୁଆଙ୍କୁ...

OSSSC ପରୀକ୍ଷା ଫଳାଫଳ ଘୋଷଣା: RI, ICDS ସୁପରଭାଇଜର, ARI, ଅମିନ ପ୍ରିଲିମ୍‌ ପରୀକ୍ଷାରେ ସମସ୍ତେ ଉତ୍ତୀର୍ଣ୍ଣ

ଭୁବନେଶ୍ୱର, ୨୩ା୪: ଓଡ଼ିଶା ସବଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ (OSSSC) ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ୨୦୨୪ ସେପ୍ଟେମ୍ବର ୨୦ରୁ ଅକ୍ଟୋବର ୮ ତାରିଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image