ଫେବୃୟାରୀ ୨୦ରୁ ମାଟ୍ରିକ ପରୀକ୍ଷା

କଟକ,୨୭ା୭: ଆସନ୍ତାବର୍ଷ ଫେବୃୟାରୀ ୨୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷା ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ଚାଲିବ। ମାଟ୍ରିକ ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା  ହେବା ନେଇ ମଧ୍ୟ ବୋର୍ଡ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି।

ବୋର୍ଡ ସୂଚନାନୁଯାୟୀ, ମାଟ୍ରିକ ପରୀକ୍ଷା ଶେଷ ହେବା ପରେ ମାର୍ଚ୍ଚ ୧୨ରୁ ଖାତାଦେଖା ଆରମ୍ଭ ହେବା। ଏହା ଅତିକମ୍‌ରେ  ୧୨ ଦିନ ଚାଲିବ। ପରୀକ୍ଷା ସମ୍ପର୍କରେ ବିସ୍ତୃତ ବିବରଣୀ ପରେ ଘୋଷଣା ହେବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।

 

Share