ସେପ୍ଟେମ୍ବର ୧୪ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ୱର,୧୦।୮(ବ୍ୟୁରୋ)-ସେପ୍ଟେମ୍ବର ୧୪ରୁ ୨୨ ଯାଏ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଅନୁଷ୍ଠିତ ହେବ। ସେହିପରି ସେପ୍ଟେମ୍ବର ୧୪ରୁ ୨୪ ଯାଏ ଓପନ ଲର୍ଣ୍ଣିଂ ସ୍କୁଲର ସପ୍ଲିମେଣ୍ଟାରୀ ପରୀକ୍ଷା ହେବ। ଏ ନେଇ ସୋମବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜାନ ଦାଶ ସୂଚନା ଦେଇଛନ୍ତି।

Share