Posted inଖେଳ

ଟୁର୍‌ ଡି’ ଫ୍ରାନ୍ସରେ ମାଟେଜଙ୍କ ପ୍ରଥମ ବିଜୟ

ପ୍ୟାରିସ, ୩ା୭: ଟୁର୍‌ ଡି’ ଫ୍ରାନ୍ସର ସାଇକେଲ ରେସ୍‌ର ୭ମ ଷ୍ଟେଜ୍‌ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭିର୍ଜନଠାରୁ ଲି’ କ୍ରେସଟ ୨୪୯.୧ କିଲୋମିଟର ଦୂରତା ବିଶିଷ୍ଟ ଏହି ରେସ୍‌ରେ ବାହାରିନ୍‌ ଭିକ୍ଟୋରିୟସ ଟିମ୍‌ର ମାଟେଜ ମୋହୋରିକ୍‌ ୫ ଘଣ୍ଟା ୨୮ ମିନିଟ ଓ ୨୦ ସେକେଣ୍ଡ ଟାଇମିଂରେ ଜିତିଛନ୍ତି। ସ୍ଲୋଭେନିଆର ଏହି ରାଇଡର ଜାସ୍ପର ଷ୍ଟୁଇଭେନ୍‌ଙ୍କଠାରୁ ୧ ମିନିଟ୍‌ ୨୦ ସେକେଣ୍ଡ ଆଗରେ ରହି ପ୍ରଥମ ସ୍ଥାନ ଅଧିକାର କରିଥିଲେ। ଟୁର ଡି’ ଫ୍ରାନ୍ସରେ ଏହା ହେଉଛି ତାଙ୍କର ପ୍ରଥମ ବିଜୟ। ଓଭରଅଲ୍‌ ଲିଡର ମାଥ୍ୟୁ ଭାନ୍‌ ଡର୍‌ ପୋଏଲ ୧ ମିନିଟ ୪୦ ସେକେଣ୍ଡ ପଛରେ ଚତୁର୍ଥ ହୋଇଥିଲେ ହେଁ ଓଭରଅଲ ଲିଡର ଭାବେ ୟଲୋ ଜର୍ସି ବଜାୟ ରଖିପାରିଛନ୍ତି। ଏଥିସହିତ ସେ ଗତଥରର ଚାମ୍ପିୟନ ଟାଡେଜ୍‌ ପୋଗାକାରଙ୍କଠାରୁ ଅଗ୍ରଣୀ ବ୍ୟବଧାନ ବୃଦ୍ଧି କରିପାରିଛନ୍ତି। ତୃତୀୟ ସ୍ଥାନ ଅଧିକାର କରିଥିଲେ ମାଗ୍ନସ କୋର୍ଟ। ୫ମରୁ ୧୦ମ ସ୍ଥାନ ଯଥାକ୍ରମେ କାସ୍ପର ଆସ୍‌ଗ୍ରୀନ, ଫ୍ରାଙ୍କ୍‌ ବୋନାମୋର, ପ୍ୟାଟ୍ରିକ୍‌ କୋନାର୍ଡ, ଓଉଟ ଭାନ୍‌ ଆର୍ଟ, ବ୍ରେଣ୍ଟ ଭାନ୍‌ ମୋଏର ଓ


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୋଟିଏ ଭୁଲ୍‌ ପାକିସ୍ତାନକୁ ପଡ଼ିବ ଭାରି: ଭାରତକୁ ମିଳିପାରେ ଚାମ୍ପିଅନ୍ସ ଟ୍ରଫି ଆୟୋଜନ ଦାୟିତ୍ୱ

ନୂଆଦିଲ୍ଲୀ,୧୫।୧୧: ଚାମ୍ପିଅନ୍ସ ଟ୍ରଫି ମାମଲା ଏବେ ଏକ ଭିନ୍ନ ମୋଡ଼ ନେଇଛି। ଏହି ଆଇସିସି ଟୁର୍ନାମେଣ୍ଟ ବର୍ତ୍ତମାନ ପାକିସ୍ତାନରେ ନୁହେଁ, ବରଂ ଭାରତରେ ଆୟୋଜିତ ହୋଇପାରିବ।...

ରବି ଶାସ୍ତ୍ରୀଙ୍କ ଚେତାବନୀ, କହିଲେ ‘ନିଜ ସାମ୍ରାଜ୍ୟକୁ ଫେରିଛନ୍ତି ରାଜା’

ନୂଆଦିଲ୍ଲୀ,୧୪।୧୧: ପୂର୍ବତନ ଭାରତୀୟ କ୍ରିକେଟ ଟିମ୍‌ର ପ୍ରଶିକ୍ଷକ ରବି ଶାସ୍ତ୍ରୀ ବିରାଟ କୋହଲିଙ୍କ ସମାଲୋଚକଙ୍କୁ ଉପଯୁକ୍ତ ଉତ୍ତର ଦେଇଛନ୍ତି। ରବି ଶାସ୍ତ୍ରୀ ବିରାଟ କୋହଲିଙ୍କୁ ସମର୍ଥନ...

ଟିମ ଇଣ୍ଡିଆକୁ ଫେରିବେ ସଚିନ ତେନ୍ଦୁଲକର! ବିସିସିଆଇକୁ ବଡ଼ ପ୍ରସ୍ତାବ ଦେଲେ ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୧୪।୧୧: ଅଷ୍ଟ୍ରେଲିଆ ବିପକ୍ଷ ବର୍ଡର-ଗାଭାସ୍କର ଟ୍ରଫି ଆରମ୍ଭ ହେବାକୁ ଯାଉଛି। ଆସନ୍ତା ୨୨ ତାରିଖରୁ ପର୍ଥରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ଆରମ୍ଭ...

ଏବେ ଏହି ଦେଶ ପାଇଁ କାମ କରିବେ ସାନିଆ ମିର୍ଜା

ନୂଆଦିଲ୍ଲୀ,୧୪।୧୧: ଭାରତର ଟେନିସ ତାରକା ସାନିଆ ମିର୍ଜାଙ୍କ ଖେଳରୁ ଅବସର ନେଇଛନ୍ତି। କିନ୍ତୁ ତଥାପି ସେ ସକ୍ରିୟ ଅଛନ୍ତି। ନିକଟରେ ସାନିଆଙ୍କୁ ଦୁବାଇରେ ଏକ ଗୁରୁତ୍ୱପୂର୍ଣ୍ଣ...

ବର୍ଡର-ଗାଭାସ୍କର ଟ୍ରଫି ପୂର୍ବରୁ ଅଷ୍ଟ୍ରେଲିଆକୁ ଚେତାବନୀ ଦେଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୪।୧୧: ନଭେମ୍ବର ୨୨ରୁ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫି ୨୦୨୪ର ପ୍ରଥମ ଟେଷ୍ଟ ଆରମ୍ଭ ହେବ। ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ୍‌ ଫାଇନାଲ୍‌ ଖେଳିବାକୁ...

ଅର୍ଜୁନ ତେନ୍ଦୁଲକରଙ୍କ ଉପରେ ହେବ ଟଙ୍କା ବର୍ଷା! ଆଇପିଏଲ୍‌ ପୂର୍ବରୁ କଲେ ଚମତ୍କାର…

ନୂଆଦିଲ୍ଲୀ,୧୪।୧୧: ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଏପର୍ଯ୍ୟନ୍ତ ଆଇପିଏଲରେ କିଛି ବିଶେଷ କରିପାରି ନାହାଁନ୍ତି। ତାଙ୍କୁ ମଧ୍ୟ କମ ସୁଯୋଗ ମିଳିଛି। ଅର୍ଜୁନ...

ସେ ମୋ ରୁମ୍‌କୁ ଆସି ଏମିତି ଅନୁରୋଧ କରିଥିଲେ, ମ୍ୟାଚ୍‌ ପରେ ତିଳକ ବର୍ମାଙ୍କ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର

ସେଞ୍ଚୁରିୟନ୍‌,୧୪।୧୧: ତୃତୀୟ ଟି-୨୦ ମ୍ୟାଚରେ ଭାରତ ଦକ୍ଷିଣ ଆଫ୍ରିକାକୁ ୧୧ ରନରେ ପରାସ୍ତ କରିଛି। ଟିମ ଇଣ୍ଡିଆର ବିଜୟର ସବୁଠାରୁ ବଡ ହିରୋ ଥିଲେ ତିଲକ...

ଅନ୍ୟ ଦେଶ ପାଇଁ ଖେଳିବେ ଶିଖର ଧାଓ୍ବନ୍‌! ପୁଣି ମଇଦାନ ବର୍ଷିବ ଚୌକା-ଛକା

ନୂଆଦିଲ୍ଲୀ,୧୪।୧୧: କ୍ରିକେଟ ଛାଡିବାକୁ ଗବର୍‌ ଅର୍ଥାତ୍‌ ଶିଖର ଧାୱନଙ୍କର ଇଚ୍ଛା ନାହିଁ। ଚଳିତ ବର୍ଷ ସେ ଅଗଷ୍ଟ ମାସରେ ଅନ୍ତର୍ଜାତୀୟ କ୍ରିକେଟ ସହିତ ବିଦାୟ ନେଇଥିଲେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri