କୁମ୍ଭୀରକୁ ବିବାହ କଲେ ମେୟର

ମେକ୍ସିକୋ,୨ା୭: ମେକ୍ସିକୋରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ସାନ ପେଡ୍ରୋ ହୁଆମେଲୁଲା ସହରର ମେୟର ଭିକ୍ଟର ହୁଗୋ ସୋସା ଏକ ପାରମ୍ପରିକ ସମାରୋହରେ ଏକ ମାଈ କୁମ୍ଭୀରକୁ ବିବାହ କରିଛନ୍ତି। ପରମ୍ପରା ଅନୁଯାୟୀ, ଏହା କରିବା ଦ୍ୱାରା ଶୁଭଫଳ ମିଳିଥାଏ। ଉଲ୍ଲେଖନୀୟ ବିଷୟ, କୁମ୍ଭୀରଟି ସ୍ଥାନୀୟ ଇତିହାସରେ ରାଜକୁମାରୀ ଭାବରେ ପରିଗଣିତ।

ମେୟର କହିଛନ୍ତି, ମୁଁ ଦାୟିତ୍ୱ ଗ୍ରହଣ କଲି। କାରଣ ଆମେ ପରସ୍ପରକୁ ଭଲପାଉ। ତୁମେ ପ୍ରେମ ବିନା ବିବାହ କରିପାରିବ ନାହିଁ, ମୁଁ ରାଜକୁମାରୀକୁ ବିବାହ କରିଛି।

ଶେଷରେ ମେୟର ତାଙ୍କ କୁମ୍ଭୀର କନ୍ୟା ସହିତ ଡ୍ୟାନ୍ସ ବି କରିଛନ୍ତି। ଏହି କାର୍ଯ୍ୟକ୍ରମ ସଂସ୍କୃତି ପାଳନ କରିଥାଏ, ଯାହା ଲୋକମାନଙ୍କୁ ଆନନ୍ଦ ଦେଇଥାଏ। ମେୟର କୁମ୍ଭୀରକୁ ଚୁମ୍ବନ ଦେଇ ସମାରୋହ ଶେଷ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ହିନ୍ଦୁଙ୍କ ସୁରକ୍ଷା ସୁନିଶ୍ଚିତ କର’, ବାଂଲାଦେଶକୁ ଭାରତ ସରକାରଙ୍କ ଦାବି

ନୂଆଦିଲ୍ଲୀ, ୨୬।୧୧: ବାଂଲାଦେଶରେ ହିନ୍ଦୁ ସନ୍ଥ ଚିନ୍ମୟ କୃଷ୍ଣ ଦାସଙ୍କ ଗିରଫଦାରିକୁ ନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ଏକ ବୟାନ ଜାରି କରାଯାଇଛି। ଚିନ୍ମୟ...

ରୁଷିଆର ସବୁଠାରୁ ବଡ଼ ଡ୍ରୋନ୍‌ ଆକ୍ରମଣ, ୟୁକ୍ରେନ୍‌ ଉପରେ ଏହାସାଙ୍ଗରେ ଛାଡ଼ିଲା ୧୮୮ ଡ୍ରୋନ୍‌

କ୍ୱିଭ୍‌,୨୬।୧୧: ୟୁକ୍ରେନ୍‌ ଉପରେ ବଡ଼ ଧରଣର ଆକ୍ରମଣ କରିଛି ରୁଷିଆ। ଏକାସାଙ୍ଗରେ ୟୁକ୍ରେନ୍‌ ଉପରେ ୧୫୦ରୁ ଅଧିକ ଡ୍ରୋନ୍‌ ଆକ୍ରମଣ କରିଛି। ଏହି ଆକ୍ରମଣରେ ୟୁକ୍ରେନ୍‌ର...

ଗୁଳି ମାରିବାକୁ ନିର୍ଦ୍ଦେଶ ଦେଲେ PCB ଅଧ୍ୟକ୍ଷ, ପାକିସ୍ତାନରେ ବଢ଼ିଲା ଉତ୍ତେଜନା; ଚାମ୍ପିଅନ୍ସ ଟ୍ରଫି ଉପରେ କଳା ବାଦଲ

ଇସଲାମାବାଦ,୨୬।୧୧: ଆସନ୍ତା ବର୍ଷ ପାକିସ୍ତାନରେ ଚାମ୍ପିୟନ୍ସ ଟ୍ରଫି ଆୟୋଜନ ହେବ। ଏହାକୁ ନେଇ ଅନିଶ୍ଚିତତା ଲାଗି ରହିଛି। ଭାରତ ସରକାର ପାକିସ୍ତାନରେ ସୁରକ୍ଷାକୁ ନେଇ ବିପଦ...

ଇସ୍କନର ଚିନ୍ମୟ ଦାସ କିଏ? ଯାହାଙ୍କ ଗିରଫ ପ୍ରତିବାଦରେ ବାଂଲାଦେଶରେ ବଢ଼ୁଛି ଉତ୍ତେଜନା…

ଢାକା,୨୬।୧୧: ଢାକା ପୋଲିସ ସୋମବାର-ନଭେମ୍ବର ୨୫ରେ ବାଂଲାଦେଶ ଇସ୍କନର ମୁଖପାତ୍ର ଚିନ୍ମୟ ଦାସଙ୍କୁ ଗିରଫ କରିଛି। ଏହା ପରେ ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି।...

ଚାଇନା-କାନାଡାର ମୁଣ୍ଡବିନ୍ଧା ବଢାଇଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୬।୧୧: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କାନାଡା ଏବଂ ଚାଇନା ମୁଣବିନ୍ଧା ବଢାଇଛନ୍ତି। ସେ ଘୋଷଣା କରିଛନ୍ତି, ସେ କାନାଡା ଏବଂ ମେକ୍ସିକୋରୁ...

ଘର ଉପରେ ଖସି ପଡିଲା କାର୍ଗୋ ବିମାନ

ବର୍ଲିନ,୨୬।୧୧: ପାର୍ସଲ ଏବଂ କ୍ୟୁରିଅର୍‌ ସେବା ଯୋଗାଉଥିବା ଜର୍ମାନୀର DHL କମ୍ପାନୀର ଏକ କାର୍ଗୋ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୂଚନା ଅନୁଯାୟୀ, ଏହି ଘଟଣା ୨୫...

ହିନ୍ଦୁ ସାଧୁଙ୍କ ଗିରଫକୁ ନେଇ ବାଂଲାଦେଶରେ ବଢୁଛି ହିଂସା, ଭାରତ ସରକାରଙ୍କୁ ସାହାଯ୍ୟ ମାଗିଲା ଇସ୍କନ

ଢାକା,୨୬।୧୧: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାର ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ଚିନ୍ମୟ ପ୍ରଭୁଙ୍କୁ ଗିରଫ କରିବା ପରେ ଉତ୍ତେଜନା ବୃଦ୍ଧି ପାଉଛି। ଚିନ୍ମୟ...

ପ୍ରେମିକାଙ୍କ ପାଇଁ ସପ୍ତାହକୁ ୧୮ ହଜାର କି.ମି. ଯାତ୍ରା

ବେଜିଂ: ନିକଟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ଖବର ସମସ୍ତଙ୍କ ହୃଦୟ ଜିତିପାରିଛି। ଅଷ୍ଟ୍ରେଲିଆରେ ପଢ଼ୁଥିବା ଚାଇନାର ଜଣେ ଛାତ୍ର ନିଜ ଅଧ୍ୟୟନ ଓ ପ୍ରେମିକାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri