ସାନ୍ତାଳୀ ଭାଷାରେ ଶପଥ ନେବେ ମୟୂରଭଞ୍ଜ ଏମ୍‌ପି ନବଚରଣ ମାଝି, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୨୨।୬: ନବନିର୍ବାଚିତ ଏମ୍‌ପି ମାନେ ଆସନ୍ତା ୨୪ ତାରିଖରେ ସଂସଦରେ ଶପଥ ଗ୍ରହଣ କରିବେ । ଓଡ଼ିଶାର ୨୧ ଏମ୍‌ପି ମଧ୍ୟ ଶପଥ ଗ୍ରହଣ କରିବେ । ତେବେ ଏମ୍‌ପିମାନେ ଶପଥଗ୍ରହଣ କରିବାକୁ ଆଜି ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ। ମୟୂରଭଞ୍ଜରୁ ଏମ୍‌ପି ହୋଇଥିବା ନବଚରଣ ମାଝି ଆଜି ନିଜ ମାତୃଭାଷା ସାନ୍ତାଳୀ ଭାଷାରେ ଶପଥ ନେବେ ବୋଲି ଜଣାପଡିଛି। ଏହାକୁ ନେଇ ନବଚରଣ ମାଝି କହିଛନ୍ତି, ସାନ୍ତାଳୀ ଭାଷାର ପ୍ରଚାର ପ୍ରସାର ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଆଲୋଚନା ସହ କରିବି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଏବେ…

ଭୁବନେଶ୍ୱର, ୨୬।୧୦(ସୁନିତ୍‌ ମିଶ୍ର):ଝାଡ଼ଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ଭାଜପା ତା’ର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି। ଏହି...

ଗଣମାଧ୍ୟମକୁ ନିୟନ୍ତ୍ରଣ ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ: ପରଞ୍ଜୟ

ବରିଷ୍ଠ ସାମ୍ବାଦିକ ପରଞ୍ଜୟ ଗୁହା ଠାକୁର୍ତ୍ତା ନିଜ ସାଢ଼େ ୪ ଦଶନ୍ଧିର କ୍ୟାରିୟର ଭିତରେ ଅନେକ ଛାପା ଓ ଇଲେକ୍ଟ୍ରୋନିକ୍‌ ଗଣମାଧ୍ୟମରେ କାର୍ଯ୍ୟ କରିଛନ୍ତି। ଓ୍ବେବ୍‌ସାଇଟ୍‌ଠୁ...

ଆଜି ୫ ଜିଲାରେ ସ୍କୁଲ ଛୁଟି:ଜାଣନ୍ତୁ କେଉଁ କେଉଁ ଜିଲା…

ଭୁବନେଶ୍ୱର,୨୬ା୧୦(ଶର୍ମିଷ୍ଠା ପାଣିଗ୍ରାହୀ): ବାତ୍ୟା ପାଇଁ ୩ଦିନ ସ୍କୁଲ ବନ୍ଦ ରହିଥିଲା। ଶନିବାର ସ୍କୁଲ ଖୋଲୁଛି। ମାତ୍ର ବର୍ଷା ଲାଗି ରହିଥିବାରୁ ରାଜ୍ୟର ୫ ଜିଲାରେ ସ୍କୁଲକୁ...

ଅଭିବ୍ୟକ୍ତି ସ୍ବାଧୀନତାକୁ ସଂକୁଚିତ କରୁଛି ଆଇନ: ଅନନ୍ତ ନାଥ

ସାମ୍ବାଦିକତା ଜଗତରେ ଜଣାଶୁଣା ବ୍ୟକ୍ତିତ୍ୱ ଅନନ୍ତ ନାଥ ୨୦୧୦ରେ ‘ଦି କାରାଭାନ’ ପତ୍ରିକା ପୁନଃ ଆରମ୍ଭ କରିଥିଲେ। ତାଙ୍କ ସମ୍ପାଦନାରେ ବାସ୍ତବ କାହାଣୀଗୁଡ଼ିକର ବ୍ୟାଖ୍ୟାନ ଏହି...

୨୯ରୁ ମୁଖ୍ୟମନ୍ତ୍ରୀଙ୍କ ୨ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୨୬ା୧୦(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୯ ଏବଂ ୩୦ ତାରିଖ ୨ ଦିନ ପାଇଁ ନୂଆଦିଲ୍ଲୀ ଗସ୍ତ କରିବେ। ଦିଲ୍ଲୀଠାରେ ଆୟୋଜିତ କେନ୍ଦ୍ର...

ଅତିପ୍ରବଳ ବର୍ଷା ଆଶଙ୍କା: ୪ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୬ା୧୦: ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଛି ବାତ୍ୟା ‘ଦାନା’। ଉତ୍ତର ଓଡ଼ିଶାରେ ସକ୍ରିୟ ଥିବାରୁ ପ୍ରଭାବରେ ଅତିପ୍ରବଳ ବର୍ଷା ଆଶଙ୍କା ରହିଛି। ଆଗାମୀ ୧୨...

ପୁଣି ଆସିପାରେ ଆଉ ଏକ ବାତ୍ୟା: ଏହି ଦିନ ହେବ…

ଭୁବନେଶ୍ୱର,୨୬ା୧୦(ଅନିଲ ଦାସ):ବାତ୍ୟା ‘ଦାନା’ ଶୁକ୍ରବାର ଓଡ଼ିଶା ଉପକୂଳ ଅତିକ୍ରମ କରିଯାଇଛି। ଏହାର ବେଗ ଅଧିକ ନ ଥିବାରୁ ଓଡ଼ିଶା ବିପର୍ଯ୍ୟୟରୁ ବର୍ତ୍ତିଯାଇଛି। ତେବେ ରାଜ୍ୟ ଉପରୁ...

ପ୍ରେମିକଙ୍କୁ ଗଛରେ ବାନ୍ଧି କଲେଜ୍‌ ଛାତ୍ରୀଙ୍କୁ ଗଣବଳାତ୍କାର

ନୟାଗଡ଼/ ଭାପୁର, ୨୬।୧୦(ଲୋକନାଥ ମିଶ୍ର/ ଭରତ କୁମାର ବେହେରା):ନୟାଗଡ଼ ପୋଲିସ ଜିଲାର ଫତେଗଡ଼ ଥାନା ଅନ୍ତର୍ଗତ ପିଠାଖାଇ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri