ବାଲେଶ୍ୱରରୁ ଭୁବନେଶ୍ୱରକୁ ଗଡ଼ିଲା ମେମୁ ଟ୍ରେନ

ବାଲେଶ୍ୱର ଅଫିସ,୭।୧: ବାଲେଶ୍ବର ଷ୍ଟେଶନରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ପତାକା ଦେଖାଇ ମେମୁ ଟ୍ରେନର ଶୁଭାରମ୍ଭ କରିଛନ୍ତି। ଏହି ଟ୍ରେନ୍‌ ବାଲେଶ୍ବରରୁ ଭୁବନେଶ୍ବରକୁ ଗଡିଛି। ଏଥିରେ କେନ୍ଦ୍ର ଆଦିବାସୀ ଓ ଜଳସମ୍ପଦ ମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ ଓ ସ୍ଥାନୀୟ ବିଧାୟକ ସୌରଭ ଦାସ ମଧ୍ୟ ଉପସ୍ଥିତ ଥିଲେ । ପରେ ନୀଳଗିରି ଗୋପୀନାଥପୁର ରେଳ ଷ୍ଟେଶନରେ ଶିଳାନ୍ୟାସ କରାଯାଇଛି। ଆଉ କିଛି ମାସ ପରେ ନୀଳଗିରି ଗୋପୀନାଥପୁର ଷ୍ଟେଶନରୁ ପାସେଞ୍ଜର ଟ୍ରେନ ଚଳାଚଳ କରିବ । ଏଥିପାଇଁ ବାଲେଶ୍ବର ଏମ୍‌ପି ପ୍ରତାପ ଷଡଙ୍ଗୀ ରେଳ ମନ୍ତ୍ରୀଙ୍କ ନିକଟରେ ଦାବି ରଖିଥିଲେ । ୩ ମାସ ମଧ୍ୟରେ ଟ୍ରେନ ଚଳାଚଳ ପାଇଁ ରେଳମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ । ଏଥିଲାଗି ରେଳ ବିଭାଗ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ କାମ ଚାଲିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟୋଲଗେଟକୁ ଧକ୍କାଦେଇ ହୁହୁ ହୋଇ ଜଳିଲା କଣ୍ଟେନର: ଡ୍ରାଇଭର ଜୀବନ୍ତ ଦଗ୍ଧ, ହେଲ୍ପର ବି…

ବାଲେଶ୍ୱର,୨୪।୧୧: ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମଣନାଥ ଟୋଲଗେଟ ନିକଟରେ ଶନିବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଭାରସାମ୍ୟ...

ପରିବର୍ତ୍ତନର ସ୍ରୋତରେ ଡଙ୍ଗରିଆ

ନିଜର ନିଆରା ତଥା ଭିନ୍ନ ସଂସ୍କୃତି ଓ ପରମ୍ପରା ପାଇଁ ସାରା ବିଶ୍ୱରେ ପରିଚିତ ରାୟଗଡ଼ା ଜିଲା ଆଦିମ ଜନଜାତି ଡଙ୍ଗରିଆ କନ୍ଧ। ରାୟଗଡ଼ା ଜିଲାର...

ଅହରହ ଜଳୁଛି ଷ୍ଟ୍ରିଟ୍‌ଲାଇଟ୍‌, ପଚାରିଲେ ବିଦ୍ୟୁତ୍‌ କର୍ମଚାରୀ କହୁଛନ୍ତି…

ନିରାକାରପୁର,୨୩ା୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ରାସ୍ତା ଦୁର୍ଘଟଣା ରୋକାଯିବା ସହିତ ଦୂର ସ୍ଥାନକୁ କିଭଳି ଶୀଘ୍ର ତଥା ସୁବିଧାରେ ଯାତାୟାତ କରିପାରିବେ ସେଥିପାଇଁ ରାଜରାସ୍ତାର ଅନେକ ସ୍ଥାନରେ...

ଚନ୍ଦକା ଗଲା ଛୁଆହାତୀ, ଭାବବିହ୍ବଳ ହେଲେ ବନ କର୍ମଚାରୀ

କେନ୍ଦୁଝର,୨୩ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ମେଗାନର୍ସରୀରେ ରଖାଯାଇଥିବା ୩ମାସର ଛୁଆହାତୀକୁ ବନ ବିଭାଗର ‘ରକ୍ଷକ’ ଯାନରେ ଶନିବାର ଚନ୍ଦକା ସ୍ଥାନାନ୍ତର...

କୋଠରିରେ ତାଲା ପକାଇ ସ୍ବାମୀଙ୍କୁ ରଖିଥିଲେ ସ୍ତ୍ରୀ: ଆଠ ଦିନପରେ ହେଲେ ଉଦ୍ଧାର

ମୋହନା,୨୩ା୧୧(ମନ୍ନମଥ ମିଶ୍ର): ସ୍ବାମୀଙ୍କୁ ୮ ଦିନ ଏକ କୋଠରିରେ ତାଲା ପକାଇ ରଖିଥିଲେ ସ୍ତ୍ରୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା...

ଗାଁ ରାସ୍ତାରେ ବାଘ ପାଦ ଚିହ୍ନ: ଭୟଭୀତ ଗ୍ରାମବାସୀ

ମୋହନା,୨୩ା୧୧(ମନ୍ମଥ ମିଶ୍ର): ପୁଣି ବାଘ ଆତଙ୍କ। ଘାଟି ନିକଟ ଗାଁ ରାସ୍ତାରେ ବାଘ ପାଦ ଚିହ୍ନ ଦେଖି ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ଗଜପତି ଜିଲା ମୋହନା...

ଆସିଲା ଜିପିଆର-ଜିପିଏସ୍‌ ସର୍ଭେ ରିପୋର୍ଟ: ଏଥିରେ ରହିଛି…

ପୁରୀ,୨୩ା୧୧: ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏଏସ୍‌ଆଇ ପକ୍ଷରୁ କରାଯାଇଥିବା ଜିପିଆର୍‌-ଜିପିଏସ୍‌ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ...

ପଦାକୁ ଆସିଲା ନବଜାତ ଶିଶୁକନ୍ୟା ବିକ୍ରି: ଜେଲ ଗଲେ ୩ ଅଭିଯୁକ୍ତ

ଲାଠୋର,୨୩ା୧୧(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଁଝର ଅଞ୍ଚଳର ଏକ ନବଜାତ ଶିଶୁକନ୍ୟା ବିକ୍ରି ହେବା ନେଇ ଚର୍ଚ୍ଚା ହୋଇଥିଲା । ଏହି ଘଟଣାରେ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri