Categories: ଖେଳ

ପୁରୁଷ ହକି ବିଶ୍ୱକପ୍‌: ନ୍ୟୁଜିଲ୍ୟାଣ୍ଡକୁ ୪-୦ରେ ଗୋଲରେ ହରାଇଲା ନେଦରଲ୍ୟାଣ୍ଡ୍ସ

ରାଉରକେଲା,୧୬।୧: ରାଉରକେଲା ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯାଇଥିବା ପୁରୁଷ ହକି ବିଶ୍ୱକପ୍‌ର ମ୍ୟାଚ୍‌ରେ ନେଦରଲ୍ୟାଣ୍ଡ୍ସ ବିଜୟୀ ହୋଇଛି। ୪-୦ରେ ଗୋଲରେ ନେଦରଲ୍ୟାଣ୍ଡ୍ସ ନ୍ୟୁଜିଲ୍ୟାଣ୍ଡକୁ ପରାସ୍ତ କରିଛି। ଚଳିତ ବିଶ୍ୱକପରେ ଏହା ନେଦରଲ୍ୟାଣ୍ଡ୍ସର ଦ୍ୱିତୀୟ ବିଜୟ। ପ୍ରଥମ ମ୍ୟାଚ୍‌ରେ ଦଳ ମାଲେସିୟାକୁ ସମାନ ୪-୦ ଗୋଲରେ ହରାଇଥିଲା।

Share