ଋତୁସ୍ରାବ ପାଇଁ ମହିଳା କର୍ମଚାରୀଙ୍କୁ ମିଳିବ ଛୁଟି, ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୧୧।୧୧: ମହିଳା ସରକାରୀ କର୍ମଚାରୀଙ୍କୁ ଅତିରିକ୍ତ ଛୁଟି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଋତୁସ୍ରାବ ପାଇଁ ବାର୍ଷିକ ୧୨ ଦିନର ଅତିରିକ୍ତ ଛୁଟି ନେଇ ଅର୍ଥ ବିଭାଗ ସୂଚନା ଦେଇଛି।ସରକାରୀ ମହିଳା କର୍ମଚାରୀ ୫୫ ବର୍ଷ ବୟସ ପୂରଣ ଯାଏ ଛୁଟି ନେଇପାରିବେ। ଗୋଟିଏ ମାସର ଦିନଟିଏ ଛୁଟି ଉକ୍ତ ମାସରେ ହିଁ ନେବାକୁ ପଡ଼ିବ। ଅଣ-ଉପଲବ୍ଧ ଛୁଟି ପରବର୍ତ୍ତୀ ମାସକୁ ଯାଇପାରିବ ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

୪୧.୯୪ ଲକ୍ଷ ଟଙ୍କାର ଅନିୟମିତତା: ୨ ପୂର୍ବତନ ପାକ୍ସ ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ବରଗଡ଼, ୨୯।୩(ପ୍ରେମାନନ୍ଦ ଖମାରୀ) – ଏକ ବଡ ଧାରଣର ଆର୍ଥିକ ଅନିୟମିତତା ମାମଲାରେ ଶନିବାର ଭିଜିଲାନ୍ସ ବରଗଡ଼ ଜିଲା କନସିଂହା ପ୍ରାଥମିକ କୃଷି ସମବାୟ ସମିତି(ପ୍ୟାକ୍ସ)ର...

ପୁରୀ ବାର୍‌ ଆସୋସିଏଶନ୍‌ରେ ଚାଲୁରହିଛି ମତଦାନ

ପୁରୀ,୨୯ା୩: ଶନିବାର ରାଜ୍ୟର ୧୫୬ ବାର୍‌ରେ ନିର୍ବାଚନ ଅନୁଷ୍ଠିତ ହେଉଛି। କାର୍ଯ୍ୟରତ ଆଇନଜୀବୀମାନେ ଏହି ନିର୍ବାଚନରେ ଭାଗ ନେଇଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ପୁରୀ ବାର୍‌...

ଚାକିରି ଛାଡିଲେ ପାଣ୍ଡିଆନଙ୍କ ସ୍ତ୍ରୀ Sujata Karthikeyan, ଆଗକୁ କରିବେ କ’ଣ?

ଭୁବନେଶ୍ୱର,୨୯।୩: ସୁଜାତା କାର୍ତ୍ତିକେୟନଙ୍କୁ ନେଇ ବଡ଼ ଖବର। IAS ଚାକିରିରୁ ଅବସର ନେଇଛନ୍ତି ସୁଜାତା କାର୍ତ୍ତିକେୟନ। ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ୨୦୦୦ବ୍ୟାଚର ଆଇଏଏସ ଅଧିକାରୀ। ତେବେ...

ଓକିଲ ସଂଘ ନିର୍ବାଚନ: ପୂର୍ବାହ୍ନ ୧୧ଟା ସୁଦ୍ଧା ୫୦% ମତଦାନ

ଖୋର୍ଦ୍ଧା,୨୯ା୩(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା କୋର୍ଟ ପରିସରରେ ଖୋର୍ଦ୍ଧା ଜିଲା ଓକିଲ ସଂଘର ମତାମତ ଚାଲିଛି। ୩୬୧ ମତଦାତା ରହିଥିବା ବେଳେ ପୂର୍ବାହ୍ନ ୧୧ଟା ସୁଦ୍ଧା ୫୦%...

ଭୁବନେଶ୍ୱର ବାର୍‌ କାଉନସିଲ ନିର୍ବାଚନ ପାଇଁ ଚାଲିଛି ମତଦାନ: ୨୫ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୪୧୦୫ ଭୋଟର

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ୨୦୨୫-୨୬ବର୍ଷ ପାଇଁ ଶନିବାର ଭୁବନେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଆରମ୍ଭ ହୋଇଛି। ଶନିବାର ସକାଳ ୭ଟା ୩୦ରୁ ଭୋଟିଂ ଆରମ୍ଭ...

ବିଭିନ୍ନ ଦାବି ନେଇ ଡିଏଭି ମହାବିଦ୍ୟାଳୟର ତାଲା ପକାଇଲେ କର୍ମଚାରୀ

ଟିଟିଲାଗଡ଼,୨୯ା୩(ଶରତ ମିଶ୍ର): ଟିଟିଲାଗଡ଼ ଡିଏଭି ସ୍ବୟଂ ଶାସିତ ମହାବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ବିଭିନ୍ନ ଦାବି ନେଇ ଶନିବାର ମହାବିଦ୍ୟାଳୟର ଗେଟ୍‌ ସମ୍ମୁଖରେ ଧାରଣା ଦେଇଛନ୍ତି।...

VRS ନେଲେ ସୁଜାତା କାର୍ତ୍ତିକେୟନ

ଭୁବନେଶ୍ୱର,୨୯।୩: ସୁଜାତା କାର୍ତ୍ତିକେୟନଙ୍କୁ ନେଇ ବଡ଼ ଖବର। IAS ଚାକିରିରୁ ଅବସର ନେଇଛନ୍ତି ସୁଜାତା କାର୍ତ୍ତିକେୟନ। ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ୨୦୦୦ବ୍ୟାଚର ଆଇଏଏସ ଅଧିକାରୀ। କେନ୍ଦ୍ର...

କୋଟିଆରେ ଆନ୍ଧ୍ର କରୁଛି E-KYC, ଓଡ଼ିଶା ବ୍ଲକ ପ୍ରଶାସନ ନିକଟରେ ନାହିଁ ଖବର

ପଟ୍ଟାଙ୍ଗି,୨୯ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମବାସୀଙ୍କ ନିକଟରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟର ସରକାରୀ କର୍ମଚାରୀ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image