ମାନସିକ ବିକାରଗସ୍ତ ଯୁବକଙ୍କ ଉନ୍ମତକାଣ୍ଡ: ଗୁହାଳରେ ଲଗାଇଲେ ନିଆଁ, ୧୦ ଛେଳି ଜୀବନ୍ତ ଦଗ୍ଧ

ବୈପାରିଗୁଡା, ୬।୭(ଡି.ଏନ୍‌.ଏ.): କୋରାପୁଟ ଜିଲା ବୈପାରିଗୁଡା ବ୍ଲକ ଅନ୍ତର୍ଗତ ଦଣ୍ଡାବାଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ମାନସିକ ବିକାରଗସ୍ତ ଯୁବକ ଶୁକୁରାମ ଖିଲ ରବିବାର ରାତିରେ ନିଜ ଗୁହାଳରେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ଗୁହାଳରେ ଥିବା ୧୦ ଛେଳି ଜୀବନ୍ତ ଦଗ୍ଧ ହୋଇଛନ୍ତି। ପରିବାର ଲୋକେ ଏପରି ନ କରିବାକୁ ଶୁକୁରାମଙ୍କୁ ବାରଣ କରିବାରୁ ସେ ଛୁରି ଦେଖାଇ ବାହାରକୁ ତଡ଼ି ଦେଇଥିଲେ। ଶୁକୁରାମ ବିଭାହିତ ଓ ତାଙ୍କର ସ୍ତ୍ରୀ ଓ ପିଲା ଅଛନ୍ତି । ପରିବାର ଲୋକଙ୍କ କହିବାନୁସାରେ, ଗତ କିଛି ଦିନ ତଳେ ଶୁକୁରାମଙ୍କ ସ୍ବଭାବରେ ପରିବର୍ତ୍ତନ ଦେଖି ଘର ଲୋକ ତାଙ୍କୁ ବୈପାରୀଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଦିନେ ରଖିବା ପରେ ଡାକ୍ତର ମେଡିଶିନ ଦେଇ ତାଙ୍କୁ ଡିସଚାର୍ଜ କରିଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବର୍ଷ ବାସନ୍ଦ ପରେ କ୍ରିକେଟକୁ ଫେରିଲେ ଏହି ଖେଳାଳି

ଢାକା,୭ା୪: ଦୁଇ ବର୍ଷର ବାସନ୍ଦାଦେଶ ଶେଷ କରିବା ପରେ ବାଂଲାଦେଶ କ୍ରିକେଟର ନାସିର ହୋସେନ ପ୍ରତିଦ୍ୱନ୍ଦ୍ୱିତାମୂଳକ କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଆଇସିସିର ଦୁର୍ନୀତି ନିବାରଣ ନିୟମ...

ବିଚିତ୍ର ସ୍ବାସ୍ଥ୍ୟାବସ୍ଥା: ପୁଣି ଝୁଲାରେ ବୁହାହେଲେ ରୋଗୀ

ଥୁଆମୁଳ ରାମପୁର,୭।୪(ଦୁର୍ଗା କୀର୍ତ୍ତି): ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ରୋଗୀ ହେଉ ଅବା ଗର୍ଭବତୀ କେବେ ଖଟିଆରେ ବୁହାହେଉଛନ୍ତି ତ ଆଉ କେବେ...

ମଦ ଦୋକାନ ସ୍ଥାନାନ୍ତର ଦାବିକଲେ ମହିଳା

ରାୟଗଡ଼ା,୭।୪ (ଭାଗ୍ୟଶ୍ରୀ ମିଶ୍ର)- ରାୟଗଡ଼ା ସହରର ନ୍ୟୁକୋଲୋନୀଠାରେ ଥିବା ୨ଟି ବିଦେଶୀ ମଦ ଦୋକାନ ସ୍ଥାନାନ୍ତର ପାଇଁ ଦାବିକରି ଉକ୍ତ ଅଞ୍ଚଳର ମହିଳାମାନେ ସୋମବାର ଜିଲାପାଳ...

ବିଦ୍ୟୁତ ଚାଲିଗଲେ ଏଟିଏମ,ମୋବାଇଲ ନେଟୱାର୍କ ଅଚଳ : ଦୀର୍ଘଦିନ ହେଲା ସମସ୍ୟା ହେଲେ ସମାଧାନ ଶୂନ

ଦାରିଙ୍ଗବାଡି, ୭।୪ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଅଞ୍ଚଳରେ ସୋମବାର ଷ୍ଟେଟ ବ୍ୟାଙ୍କର ଏଟିଏମ୍‌ ଅଚଳ ସହ ବିଏସଏନଏଲ...

ଦୁର୍ଘଟଣାରେ ଚାଲିଗଲା ଜୀବନ

ନୂଆଗଡ଼,୭ା୪ (ଯୋଗ୍ୟବନ୍ତ ପରିଛା): ଗଜପତି ଜିଲା ସେରଙ୍ଗ ଥାନା ଅଧୀନ ଖଜୁରିପଦା ଫାଣ୍ଡି ଅନ୍ତର୍ଗତ ସୁରଙ୍ଗି ଛକଠାରେ ବାଇକ୍‌ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି। ସେ...

ଶାଳକାଠ ଚୋରାଚାଲାଣବେଳେ ମାଡ଼ିବସିଲା ବନ ବିଭାଗ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନର ବଡପଶି ନିକଟରୁ ସୋମବାର ଅପରାହ୍ନ ଏକ ଶାଳ ଗଣ୍ଡି ବୋଝେଇ (ଓଡି ୧୧ଜେ୦୧୦୨...

ରାଗିକି ନିଆଁବାଣ ହେଲେ ସନରାଇଜର୍ସ ହାଇଦ୍ରାବାଦ ମାଲିକାଣୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୪: ସନରାଇଜର୍ସ ହାଇଦ୍ରାବାଦ ପାଇଁ ଚଳିତ ଆଇପିଏଲ୍‌ ସିଜିନ୍‌ ଆରମ୍ଭ ଖରାପ ରହିଛି। ଦଳ ଲଗାତାର ୪ ମ୍ୟାଚ ହାରିଛି। ଟ୍ରାଭିସ ହେଡ, ଇଶାନ କିଷନ,...

ବାପା ସିଲେଇ ଦୋକାନ କରି ପୋଷୁଛନ୍ତି ପେଟ, ଆଇପିଏଲ୍‌ରେ ହଇଚଇ କରୁଛନ୍ତି ପୁଅ

ନୂଆଦିଲ୍ଲୀ,୭।୪: ଆଜିକାଲି ସନରାଇଜର୍ସ ହାଇଦ୍ରାବାଦର ଲେଗ ସ୍ପିନର ଜିଶାନ ଅନସାରୀଙ୍କୁ ନେଇ କ୍ରିକେଟ୍‌ ମହଲରେ ଚର୍ଚ୍ଚା ଜୋର ଧରିଛି। ଏହି ୨୫ ବର୍ଷୀୟ ଯୁବ ଲେଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image