ଭାରତରେ ମେଟାର ବଡ଼ କାର୍ଯ୍ୟାନୁଷ୍ଠାନ: ଫେସ୍‌ବୁ୍‌କ-ଇନ୍‌ଷ୍ଟାଗ୍ରାମରୁ ୧୭ ମିଲିୟନ୍‌ ପୋଷ୍ଟ କଲା ଡିଲିଟ୍‌

ନୂଆଦିଲ୍ଲୀ,୩।୬: ଭାରତରେ ପ୍ରମୁଖ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମେଟା ନିଜର ସୋସିଆଲ ମିଡିଆ ପ୍ଲାଟଫର୍ମରୁ ଲକ୍ଷ ଲକ୍ଷ ଖରାପ ପୋଷ୍ଟ ହଟାଇ ଦେଇଛି। ଏପ୍ରିଲ ୨୦୨୪ ପାଇଁ ଅନୁପାଳନ ରିପୋର୍ଟ ପ୍ରକାଶ କରିବାବେଳେ ମେଟା ଏହି ସୂଚନା ଦେଇଛି। ନୀତି ଉଲ୍ଲଂଘନ ହେତୁ ଫେସବୁକରେ ୧୧.୬ ମିଲିୟନ ପୋଷ୍ଟ ଡିଲିଟ କରିଛି ବୋଲି ମେଟା କହିଛି। ଏଥି ସହିତ କମ୍ପାନୀ ଇନଷ୍ଟାଗ୍ରାମରୁ ୫.୪ ନିୟୁତ ପୋଷ୍ଟ ହଟାଇ ଦେଇଛି। ଏପ୍ରିଲ ମାସରେ ଫେସବୁକରେ ୧୩ ଏବଂ ଇନଷ୍ଟାଗ୍ରାମରେ ୧୨ଟି ନୀତି ଉଲ୍ଲଂଘନ ମାମଲା ରୁଜୁ ହୋଇଥିଲା।
ମେଟା କହିଛି ଯେ, ଏପ୍ରିଲ ମାସରେ ଭାରତୀୟ ଅଭିଯୋଗ ମେକାନିଜିମ ମାଧ୍ୟମରେ ଫେସବୁକରେ ୧୭,୧୨୪ଟି ଅଭିଯୋଗ ଆସିଛି, ସେଥିମଧ୍ୟରୁ ୯,୯୭୭ଟି ମାମଲା ସମାଧାନ ହୋଇଛି। ସୋସିଆଲ ମିଡିଆ ପ୍ଲାଟଫର୍ମ ଆଇଟି ନିୟମ ୨୦୨୧ ଅନୁଯାୟୀ ଏପ୍ରିଲରେ ନିଆଯାଇଥିବା କାର୍ଯ୍ୟର ମାସିକ ରିପୋର୍ଟ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

କାଙ୍ଗାଳ ପାକିସ୍ତାନ ହାତରେ ଲାଗିଲା ଏମିତି ଭଣ୍ଡାର, ବଦଳିଯିବ ଭାଗ୍ୟ

ଇସଲାମାବାଦ,୭।୯: ପାକିସ୍ତାନର ଅନାହାର ଏବଂ ଦୁଃଖଦ ଅବସ୍ଥା ବିଷୟରେ ସମଗ୍ର ବିଶ୍ୱ ଅବଗତ ଅଛି। ପଡୋଶୀ ଦେଶରେ ପରିସ୍ଥିତି ଏପରି ଯେ ଅନେକ ଲୋକ ଏହାକୁ...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ୟୁନେସ-ମୋଦିଙ୍କ ମଧ୍ୟରେ କଥାବାର୍ତ୍ତା ପାଇଁ ଅନୁରୋଧ କଲା ବାଂଲାଦେଶ

ବାଂଲାଦେଶ,୭।୯: ବାଂଲାଦେଶ ଚଳିତ ସପ୍ତାହ ଆରମ୍ଭରୁ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମହମ୍ମଦ ୟୁନୁସ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ ସାକ୍ଷାତ ପାଇଁ ଏକ ଔପଚାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri