Warning: Constant DISALLOW_FILE_EDIT already defined in /var/www/html/wp-config.php on line 115
ଏମିତି ଦେଶ, ଯେଉଁଠାରେ ମାତ୍ର ୧ ଘଣ୍ଟାରେ ହୋଇଥିଲେ ୩ ରାଷ୍ଟ୍ରପତି - Dharitri
Posted inଫୁରସତ

ଏମିତି ଦେଶ, ଯେଉଁଠାରେ ମାତ୍ର ୧ ଘଣ୍ଟାରେ ହୋଇଥିଲେ ୩ ରାଷ୍ଟ୍ରପତି

ଇତିହାସରେ ଏମିତି ଅନେକ ଘଟଣା ଘଟିଯାଇଛି ଯାହାକୁ ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ତେବେ ଏମିତି ଏକ ଘଟଣା ଉତ୍ତର ଆମେରିକାର ମେସ୍କିକୋ ଦେଶରେ ଘଟିଛି ଯାହାକୁ ଶୁଣିଲେ ଯେକେହିବି ଆଶ୍ଚର୍ଯ୍ୟ ହୋଇଯିବେ। ସେଠାରେ ମାତ୍ର ୧ ଘଣ୍ଟା ମଧ୍ୟରେ ୩ଜଣ ରାଷ୍ଟ୍ରପତି ହୋଇଥିଲେ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହା ସତ। ମେସ୍କିକୋ ଦେଶର ୧୪ତମ ସର୍ବବୃହର ରାଷ୍ଟ୍ର। ବିଶ୍ୱର ସବୁଠାରୁ ସୁନ୍ଦର ଦେଶ ଭାବେ ମଧ୍ୟ ଏହା ଜଣାଯାଏ। ତେବେ ୧୦୬ ବର୍ଷ ପୂର୍ବେ ଅର୍ଥାତ୍‌ ୧୯୧୩ ମସିହା ଫେବୃଆରୀ ୧୯ର ଘଟଣା। ସେତେବେଳେ ରାଷ୍ଟ୍ରପତି ଥିଲେ ଫ୍ରାନ୍‌ସିସ୍‌କୋ ଆଈ ମୈଡେରୋ। ସେ ରାଷ୍ଟ୍ରପତି ପଦରୁ ହଟିବାର ମାତ୍ର ୧ ଘଣ୍ଟା ମଧ୍ୟରେ ପେଡ୍ରୋ ଲାସ୍କୁରିନ୍‌ ରାଷ୍ଟ୍ରପତି ହେଲେ। କିନ୍ତୁ ସେ ମାତ୍ର କିଛି ମିନିଟ ମଧ୍ୟରେ ନିଜ ପଦରୁ ଇସ୍ତଫା ଦେଲେ। ଏହା ପରେ ଭିକ୍ଟୋରିଆନୋ ହୁଏର୍ଟା ରାଷ୍ଟ୍ରପତି ହେଲେ। ସେ ମାତ୍ର ୨୬ ମିନିଟ ପାଇଁ ରାଷ୍ଟ୍ରପତି ହୋଇଥିଲେ। ଯାହାକି ଏକ ବିଶ୍ୱ ରେକର୍ଡ।


Enter your email to get our daily news in your inbox.

All Right Reserved By Dharitri.Com

ରହସ୍ୟମୟୀ ଆଇଲାଣ୍ଡ, ଯେଉଁଠିକୁ ଥରେ ଗଲେ ମଣିଷ ଜୀବନ୍ତ ଫେରେନାହିଁ: ଜାଣନ୍ତୁ

ଦୁନିଆରେ ଅନେକ ରହସ୍ୟମୟ ଆଇଲାଣ୍ଡ ଅଛି, ସେଥିମଧ୍ୟରୁ ଗୋଟିଏ ଇଟାଲୀରେ ମଧ୍ୟ ରହିଛି। ଏହାର ନାମ ପୋଭେଲିଆ। ଏହି ଆଇଲାଣ୍ଡ ବିଷୟରେ ଅନେକ ରହସ୍ୟ ଅଛି,...

ଶିଶୁପ୍ରେମୀ ଚାଚା ନେହେରୁ

ସ୍ବାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ସ୍ବର୍ଗତ ପଣ୍ଡିତ ଜବାହରଲାଲ ନେହେରୁ ଜଣେ ସଚ୍ଚା ଶିଶୁପ୍ରେମୀ ଥିଲେ। ତେଣୁ ତାଙ୍କର ଜନ୍ମ ଦିନ ୧୪ ନଭେମ୍ବର(୧୮୮୮ ମସିହା)କୁ...

ଯୌନ ମନ୍ତ୍ରଣାଳୟରୁ ଶୌଚ ମନ୍ତ୍ରଣାଳୟ, ଏହିସବୁ ଦେଶରେ ଅଛି ଅଜବ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୩।୧୧: ବିଭିନ୍ନ ବିଷୟ ଉପରେ ଯୋଜନା ପ୍ରସ୍ତୁତ କରିବା ଏବଂ ସେଗୁଡିକୁ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ଯେକୌଣସି ଦେଶର ସରକାରରେ ମନ୍ତ୍ରଣାଳୟ ରହିଛି। ଉଦାହରଣ...

ଚାକିରି ସ୍ବିଚ୍‌ କଲେ ସାଲାରୀ ଆକାଉଣ୍ଟ କ’ଣ ହୁଏ? ଜାଣି ନିଅନ୍ତୁ…

ସମସ୍ତେ ଭଲ ସୁଯୋଗ ପାଇଲେ ବା ଅଧିକ ଦରମା ପାଇଲେ ଚାକିରି ପରିବର୍ତ୍ତନ କରିଥା’ନ୍ତି । ତେବେ ଏଭଳି କ୍ଷେତ୍ରରେ ସାଲାରୀ ଆକାଉଣ୍ଟ କ’ଣ ହୁଏ...

ଡାଇବେଟିସରୁ ବଞ୍ଚିବାକୁ ଚାହୁଁଥିଲେ, କରନ୍ତୁ ଏହି କାମ, ନଚେତ୍‌…

ନୂଆଦିଲ୍ଲୀ,୧୩।୧୧: ଡାଇବେଟିସ ସମଗ୍ର ବିଶ୍ୱ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। ସବୁ ବୟସର ଲୋକମାନେ ଏହି କ୍ରନିକ ରୋଗର ଶିକାର ହେଉଛନ୍ତି। ବ୍ଲଡ ସୁଗାର ଅଧିକ...

କୁକୁଡ଼ା ଆକୃତିର ସବୁଠୁ ବଡ଼ ହୋଟେଲ

ମାନିଲା: ଫିଲିପାଇନ୍ସର ନେଗ୍ରୋସ୍‌ ଅକ୍ସିଡେଣ୍ଟାଲ୍‌ ଶିଳ୍ପାଞ୍ଚଳରେ କୁକୁଡ଼ା ଆକାରରେ ଏକ ବିଶାଳ ହୋଟେଲ ରହିଛି। ନିଜର ବିଶେଷ ଡିଜାଇନ୍‌ ହେତୁ ଏହି ହୋଟେଲର ନାମ ଗିନିଜ୍‌...

ସହୃଦୟତା ଶିଖାଏ ବିଶ୍ୱ ଦୟା ଦିବସ

ଦୟା ଏକ ମହାନ୍‌ ଗୁଣ। ଏହାଦ୍ୱାରା ଶାନ୍ତି ଏବଂ ବନ୍ଧୁତ୍ୱ ବାର୍ତ୍ତା ପ୍ରସାରିତ ହୋଇଥାଏ। ସେଥିପାଇଁ ନଭେମ୍ବର ୧୩କୁ ବିଶ୍ୱ ଦୟା ଦିବସ ଭାବରେ ପାଳନ...

୨.୩୬ ଲକ୍ଷରେ ନିଲାମ ହେଲା କ୍ୱିନ୍‌ ଏଲିଜାବେଥ୍‌-୨ଙ୍କ ବିବାହ କେକ୍‌ ଖଣ୍ଡ

ଲଣ୍ଡନ: ଦୀର୍ଘ ୭୭ ବର୍ଷ ପରେ ବ୍ରିଟେନ୍‌ର ପୂର୍ବତନ ରାଣୀ ଏଲିଜାବେଥ୍‌ ଦ୍ୱିତୀୟ ଏବଂ ପ୍ରିନ୍ସ ଫିଲିପ୍‌ଙ୍କ ବିବାହ କେକ୍‌ର ଏକ ଖଣ୍ଡକୁ ନିଲାମ କରାଯାଇଛି। ୧୯୪୭...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri