Categories: ଖେଳ

ଗୁଜରାଟକୁ ୨୧୯ ରନର ଟାର୍ଗେଟ୍ ଦେଲା ମୁମ୍ବାଇ…

ମୁମ୍ବାଇ,୧୨।୫ଆଇପିଏଲ ୨୦୨୩ର ୫୭ ତମ ମ୍ୟାଚରେ ଶୁକ୍ରବାର ମୁମ୍ବାଇର ୱାଖେଡେ ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ)ଏବଂ ଗୁଜୁରାଟ ଟାଇଟାନ୍ସ(ଜିଟି) ମଧ୍ୟରେ ଖେଳାଯାଉଛି। ମ୍ୟାଚରେ ମୁମ୍ବାଇ ୨୦ ଓଭରରେ ୫ ଉଇକେଟ୍ ହରାଇ ୨୧୮ ରନ କରିଛି । ଫଳରେ ଗୁଜରାଟ ପାଇଁ ୨୧୯ ରନର ବିଜୟ ଲକ୍ଷ୍ୟ ରହିଛି ।

ଗୁଜରାଟ ଟାଇଟାନ୍ସ ପ୍ରଥମେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲା।

Share