Categories: ଖେଳ

ଆଜି ଘରୋଇ ପଡିଆରେ ମୁମ୍ବାଇକୁ ଭେଟିବ ଲକ୍ଷ୍ନୌ

ଲକ୍ଷ୍ନୌ,୧୬।୫: ଆଇପିଏଲ ୨୦୨୩ର ୬୩ ମ୍ୟାଚରେ ମଙ୍ଗଳବାର ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ(ଏଲଏସ୍‌ଜି) ମୁହାଁମୁହିଁ ହେବେ। ଏହି ମ୍ୟାଚ ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଏକାନା ଷ୍ଟାଡିୟମରେ ସା ୭.୩୦ ରେ ଖେଳାଯିବ। ଉଭୟ ଦଳ ପାଇଁ ମ୍ୟାଚ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।

ମୁମ୍ବାଇ ୧୨ଟି ମ୍ୟାଚରେ ୭ଟି ଜିତି ପଏଣ୍ଟ ଟେବୁଲର ୩ୟ ସ୍ଥାନରେ ରହିଛି। ସେହିପରି ଲକ୍ଷ୍ନୌ ୧୨ଟି ମ୍ୟାଚରେ ୬ଟି ଜିତି ପଏଣ୍ଟ ଟେବୁଲର ୪ର୍ଥ ସ୍ଥାନରେ ରହିଛି।

Share