Categories: ଖେଳ

ମୁମ୍ବାଇ ପାଇଁ ୨୧୫ ରନର ବିଜୟ ଲକ୍ଷ୍ୟ…

ଚଣ୍ଡିଗଡ,୩।୫: ଆଇପିଏଲ ସିଜିନ ୧୬ର ୪୫ ତମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ(ପିବିକେଏସ) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ମଧ୍ୟରେ ବୁଧବାର ମୋହାଲିର ପଞ୍ଜାବ କ୍ରିକେଟ ଆସେସିଏଶନ ଆଇଏସ ବିନ୍ଦ୍ରା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ପଞ୍ଜାବ କିଙ୍ଗ୍ସ ଧାର୍ଯ୍ୟ ୨୦ ଓଭରରେ ୩ ଉଇକେଟ ହରାଇ ୨୧୪ ରନ କରିଛି। ଫଳରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ୨୧୫ ରନର ବିଜୟ ଲକ୍ଷ୍ୟ ରହିଛି।

Share