Categories: ଖେଳ

ଏମଆଇ ଜିତିଲା ଟସ୍‌, ପ୍ରଥମେ ବୋଲିଂ…

ଅହମଦାବାଦ,୨୫।୪ : ଆପିଏଲ ୨୦୨୩ର ୩୫ ତମ ମ୍ୟାଚରେ ମଙ୍ଗଳବାର ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ଗୁଜରାଟ ଟାଇଟାନ୍ସକୁ ଭେଟିଛି। ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଏମଆଇ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଦଳ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଲାଇଛି। ସେହିପରି ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଜିଟି ଟିମ ବ୍ୟାଟିଂ ଆରମ୍ଭ କରିଛି।

Share