Categories: ଖେଳ

ଟସ ଜିତିଲା ଏମଆଇ, ପ୍ରଥମେ ବୋଲିଂ…

ଲକ୍ଷ୍ନୌ,୧୬।୫ : ଆଇପିଏଲ ୨୦୨୩ର ୬୩ତମ ମ୍ୟାଚ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ(ଏଲଏସଜି) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ)ମଧ୍ୟରେ ଖେଳାଯାଉଛି। ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଏକନ୍ନା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଏମଆଇ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଟିମ୍‌ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ବୋଲିଂ କରିବାକୁ ଦଳ ପଡ଼ିଆକୁ ଓହ୍ଲାଇଛି। ସେହିପରି ଏଲଏସଜି ଦଳ ଅଧିନାୟକ କୃଣାଲ ପାଣ୍ଡ୍ୟାଙ୍କ ନେତୃତ୍ୱରେ ବ୍ୟାଟିଂ କରିବା ଆରମ୍ଭ କରିଛି।

Share