Categories: ଖେଳ

ଟସ ଜିତିଲା ଏମଆଇ, ପ୍ରଥମେ ବୋଲିଂ…

ମୁମ୍ବାଇ,୨୧।୫ : ଆଇପିଏଲ ୨୦୨୩ର ୬୯ତମ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ ) ଏବଂ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ମଧ୍ୟରେ ଖେଳାଯାଉଛି। ମୁମ୍ବାଇର ଓ୍ବାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଏମଆଇ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଟିମ୍‌ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ବୋଲିଂ କରିବାକୁ ଦଳ ପଡ଼ିଆକୁ ଓହ୍ଲାଇଛି। ସେହିପରି ଏସଆରଏଚ ଦଳ ଅଧିନାୟକ ଆଡେନ ମାର୍କ୍ରାମଙ୍କ ନେତୃତ୍ୱରେ ବ୍ୟାଟିଂ କରିବା ଆରମ୍ଭ କରିଛି।

Share