Categories: ଖେଳ

ଟସ ଜିତିଲା ଏମଆଇ: ପ୍ରଥମେ ବୋଲିଂ…

ନୂଆଦିଲ୍ଲୀ,୧୧।୪ : ଆଇପିଏଲ ସିରିଜ ୧୬ର ୧୬ ତମ ମ୍ୟାଚ ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ମଧ୍ୟରେ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଛି। ଏମଆଇ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଦଳ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିବାବେଳେ ଡିସି ଟିମ ଅଧିନାୟକ ଡେଭିଡ ଓ୍ବାର୍ନରଙ୍କ ନେତୃତ୍ୱରେ ବ୍ୟାଟିଂ ଆରମ୍ଭ କରିଛି।

Share