ମାଲାବାରରେ ‘ମାଇନ ଡାଇମଣ୍ଡ ଶୋ’

ଭୁବନେଶ୍ୱର,୧୩।୧୦: ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ଶହୀଦନଗର ଷ୍ଟୋର ପରିସରରେ ‘ମାଇନ ଡାଇମଣ୍ଡସ ଶୋ’ର ଶୁଭାରମ୍ଭ ହୋଇଯାଇଛି। ଏହି ଶୋ’ ଅକ୍ଟୋବର ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ରହିବ। ରାଜ୍ୟ ସଭା ସଦସ୍ୟା ସୁଲତା ଦେଓ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉକ୍ତ ଶୋ’ର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ହୁଇସ ଫାଉଣ୍ଡେଶନର ଅଧ୍ୟକ୍ଷା ଅନୁଶ୍ରୁତା ସିଂହଦେଓ, ଶହୀଦନଗର ଷ୍ଟୋର ହେଡ୍‌ ଆଶ୍‌ନାଫ୍‌ଙ୍କ ସମେତ ଷ୍ଟୋରର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।

ଏହି ୫ ଦିନିଆ ସ୍ବତନ୍ତ୍ର ପ୍ରଦର୍ଶନୀ ଓ ବିକ୍ରୟ କାର୍ଯ୍ୟକ୍ରମରେ ମାଲାବାର ଏକ୍ସକ୍ଲୁସିଭ ଓ ବିସ୍ତୃତ ହୀରା ଡିଜାଇନର ବ୍ରାଇଡାଲ୍‌, ସଲିଟାୟାର, ଦୈନନ୍ଦିନ ସଂଗ୍ରହ, ଉତ୍ସବ ହାର, ପୁରୁଷ ଅଳଙ୍କାର ଏବଂ ପ୍ଲାଟିନମ୍‌ ଅଳଙ୍କାର ଆଦି ସାମିଲ ରହିଛି। ଏହାର ଓ୍ବାନ୍‌ ଇଣ୍ଡିଆ ୱାନ୍‌ ଗୋଲ୍ଡ ରେଟ୍‌ ଅଭିଯାନ ଅଧୀନରେ ଭାରତର ସମସ୍ତ ମାଲାବାର ଷ୍ଟୋରରେ ଗ୍ରାହକଙ୍କୁ ସର୍ବୋତ୍ତମ ସୁବିଧା ଓ ସେବା ଯୋଗାଇ ଦିଆଯାଉଛି। ସେହିଭଳି ଏହାର ସମସ୍ତ ଅଳଙ୍କାର ଆଇଜିଆଇ ସାର୍ଟିଫିକେଟ୍‌ ସହ କ୍ରୟ ବ୍ୟାକ୍‌ ଗ୍ୟାରେଣ୍ଟି ପରି ମୂଲ୍ୟଯୁକ୍ତ ସେବା ଏବଂ ଆଜୀବନ ସୁନିଶ୍ଚିତ ରକ୍ଷଣାବେକ୍ଷଣ ସହ ଏକ ବର୍ଷର ନିଶ୍ଚିତ ବୀମା ସୁବିଧା ପ୍ରଦାନ କରାଯାଉଛି ବୋଲି ମାଲାବାରର ଓଡ଼ିଶା ବାଣିଜ୍ୟ ମୁଖ୍ୟ ସିଦ୍ଧେଶ୍ୱର ରଥ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତ୍ୟାଶାଙ୍କୁ ୩ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୨୮।୧୨(ତପନ ସ୍ବାଇଁ): ଚଳିତବର୍ଷ ଚମତ୍କାର ପ୍ରଦର୍ଶନ କରି ଆସିଥିବା ଓଡ଼ିଶାର ସୁଇମିଂ ସେନ୍‌ସେଶନ ପ୍ରତ୍ୟାଶା ରାୟ ଚେନ୍ନାଇରେ ଅନୁଷ୍ଠିତ ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ସୁଇମିଂ...

ଟିପିସିଓଡିଏଲ୍‌କୁ କଳିଙ୍ଗ ସୁରକ୍ଷା ଉତ୍କର୍ଷ ସମ୍ମାନ

ଭୁବନେଶ୍ୱର,୨୮।୧୨: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)କୁ ନିକଟରେ ଆଉ ଏକ ସମ୍ମାନ ‘କଳିଙ୍ଗ ସୁରକ୍ଷା ଉକତ୍ର୍ଷ ପୁରସ୍କାର’ ପ୍ରଦାନ କରାଯାଇଛି। ଏପରିକି ୧୫ତମ...

ଗ୍ରୀନ୍‌ ଚିଲିଜ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୮।୧୨ (ଅଭୟ ଦାଶ):ରାଜ୍ୟର ଅଗ୍ରଣୀ ଫୁଡ୍‌ ପ୍ଲାଟ୍‌ଫର୍ମ ‘ଗ୍ରୀନ୍‌ ଚିଲିଜ’ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶୁକ୍ରବାର ବ୍ରହ୍ମପୁରର ରୁକ୍ମିଣୀ ସିନେମା ହଲ୍‌ ରୋଡ୍‌ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ...

ଏମ୍‌ପିସିଇରେ ଉଲ୍ଲେଖନୀୟ ଅଭିବୃଦ୍ଧି

ନୂଆଦିଲ୍ଲୀ,୨୮।୧୨: କ୍ରମାଗତ ଭାବେ ଦେଶର ମାସିକ ମୁଣ୍ଡ ପିଛା ଉପଯୋଗ ବ୍ୟୟ (ଏମ୍‌ପିସିଇ)ର ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିଛି। ଗତ ୧ ଦଶନ୍ଧି ମଧ୍ୟରେ ଦେଶରେ ଏମ୍‌ପିସିଇ...

ଭାରତୀୟ କାର୍‌ ବଜାରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ଓସାମୁ ସୁଜୁକିଙ୍କ ପରଲୋକ

ନୂଆଦିଲ୍ଲୀ,୨୮ା୧୨:ମାରୁତି ୮୦୦ କାର୍‌ ଆଣି ଭାରତୀୟ କାର୍‌ ବଜାରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ସୁଜୁକି ମୋଟର କର୍ପୋରେଶନର ପୂର୍ବତନ ଅଧ୍ୟକ୍ଷ ତଥା ସିଇଓ ଓସାମୁ ସୁଜୁକିଙ୍କର...

ଗୋଟିଏ ମଦ ବୋତଲରୁ ଏତେଟଙ୍କା ରୋଜଗାର କରନ୍ତି ସରକାର, ଜାଣିଲେ ଉଡିବ ହୋସ୍‌

ନୂଆଦିଲ୍ଲୀ,୨୭।୧୨: ଦେଶରେ ଟିକସ ଆଦାୟର ଏକ ସମ୍ପୂର୍ଣ୍ଣ ନେଟୱାର୍କ ରହିଛି। ଖାଦ୍ୟ ଠାରୁ ଆରମ୍ଭ କରି ରାସ୍ତାରେ ଚାଲିବା ପର୍ଯ୍ୟନ୍ତ ଆମେ ସରକାରଙ୍କୁ ଟିକସ ଦେଉ।...

୨୦୨୫ରେ ଅର୍ଥନୀତି ଅଭିବୃଦ୍ଧି ହାର ୬.୫% ଆକଳନ

ଭୁବନେଶ୍ୱର,୨୭ା୧୨(ଅନୁରାଧା ମହାରଣା):୨୦୨୫ ଆର୍ଥିକ ବର୍ଷରେ ଭାରତର ଅର୍ଥନୀତି ପ୍ରାୟ ୬.୫% ହାରରେ ବୃଦ୍ଧି ପାଇବ। ଅର୍ଥ ମନ୍ତ୍ରଣାଳୟ ଏହାର ମାସିକ ସମୀକ୍ଷା ବୈଠକରେ ଏପରି ଆକଳନ...

କାରଦାତାଙ୍କ ପାଇଁ ଖୁସି ଖବର! ୧୫ ଲକ୍ଷ ପର୍ଯ୍ୟନ୍ତ ଆୟ କରୁଥିବା ଲୋକଙ୍କୁ ମିଳିପାରେ ଆଶ୍ବସ୍ତି

ନୂଆଦିଲ୍ଲୀ,୨୬ା୧୨: ଯେଉଁମାନେ ୧୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକର ଦେଉଛନ୍ତି ସେମାନଙ୍କୁ ସରକାର ଆଗାମୀ ବଜେଟରେ ଏକ ବଡ ଉପହାର ଦେଇପାରନ୍ତି। ସୂତ୍ରରୁ ପ୍ରକାଶ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri