‘ସ୍ବଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମରେ ସାମିଲ ହେଲେ ମନ୍ତ୍ରୀ ଗୋକୁଳାନନ୍ଦ

ବୁଗୁଡ଼ା୨/୧୦/୨୪(କାଳିଚରଣ ଦାଶ): ସ୍ବାଧୀନତା ଆନ୍ଦୋଳନର ମୁଖ୍ୟ ପୁରୋଧା ତଥା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ଯୁବସାଥିଙ୍କ ସହ ବୁଗୁଡ଼ା ବ୍ଲକର ପ୍ରସିଦ୍ଧ ଶୈବପୀଠ ତଥା ପର୍ଯ୍ୟଟନ ସ୍ଥଳୀ ବୁଦ୍ଧଖୋଲ ପରିସରରେ ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ବିଭାଗର ମନ୍ତ୍ରୀ ଗୋକୁଳାନନ୍ଦ ମଳିକ ସ୍ବଚ୍ଛତା ଅଭିଯାନରେ ସାମିଲ ହୋଇ ଶ୍ରମଦାନ କରିଥିଲେ।

ଏହି ଅବସରରେ ସେ ସମସ୍ତ ଜନସାଧାରଣଙ୍କୁ ଅନୁରୋଧ କରି ନିଜେ ସ୍ବଚ୍ଛତା ରହିବା ସହ ନିଜ ପରିବେଶକୁ ସ୍ବଚ୍ଛ ରଖିବା, ତାହେଲେ ଗାନ୍ଧିଜୀଙ୍କ ସତ୍ୟ, ଅହିଂସା ଓ ସ୍ବଚ୍ଛତାର ବାର୍ତ୍ତା ସମାଜରେ ସବୁଦିନ ପାଇଁ ବଞ୍ଚି ରହିବ ବୋଲକହିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବୁଗୁଡ଼ା ଏନଏସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ, ବନାଞ୍ଚଳ ଅଧିକାରୀ ପ୍ରଦୀପ କୁମାର ମିଶ୍ର ଏବଂ ବୁଦ୍ଧିଜୀବୀ,ବରିଷ୍ଠ ନାଗରିକ, ଯୁବକ ମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ସହ କାଠ ବୋଝେଇ ଟ୍ରକ୍‌ର ମୁହାଁମୁହିଁ ଧକ୍କା: ୨୭ ଯାତ୍ରୀ ଆହତ, ଡ୍ରାଇଭର ସଙ୍କଟାପନ୍ନ

ଲକ୍ଷ୍ମୀପୁର,୨ା୧୦: କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଡୁମୁରିପଦର ଛକ ରେଲଓ୍ବେ ଓଭରବ୍ରିଜ୍‌ ନିକଟ ୩୨୬ ନଂ ଜାତୀୟ ରାଜପଥରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବୁଧବାର...

‘ଗାନ୍ଧିଜୀ, ଶାସ୍ତ୍ରୀଜୀଙ୍କ ପଥାନୁସରଣ ପାଇଁ ଆହ୍ବାନ’

ବରଗଡ଼,୨ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ବୁଧବାର ଜାତିର ଜନକ ମହାତ୍ମା ଗାନ୍ଧୀ ଏବଂ ଶାନ୍ତିଦୂତ ଲାଲବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଗାନ୍ଧିଛକରେ ଆୟୋଜିତ...

ବିନୋଦ ପାଟିଲ ହେଲେ ମାଲକାନଗିରି ଏସ୍‌ପି

ମାଲକାନଗିରି,୨ା୧୦: ଆଇପିଏସ୍‌ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ, ବରିଷ୍ଠ ଆଇପିଏସ୍‌ ବିନୋଦ ପାଟିଲ...

‘ଲୋକଙ୍କୁ ସୁନେଲି ସ୍ବପ୍ନ ଦେଖାଇ ନିର୍ବାଚନ ଜିତିଛି ଭାଜପା, ପ୍ରତିଶ୍ରୁତି ପାଳନରେ ହୋଇଛି ବିଫଳ’

ବରଗଡ଼,୨ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେଡି ପକ୍ଷରୁ ପବିତ୍ର ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀରୁ ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଛି। ଜିଲା ବିଜେଡି କାର୍ଯ୍ୟକାରୀ ସଭାପତି...

ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ପୂର୍ବତନ ଉପବାଚସ୍ପତି

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): ଜାତିର ପିତା ମହାତ୍ମାଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‌ ବାହାଦୂର ଶାସ୍ତ୍ରୀଙ୍କ ପବିତ୍ର ଜନ୍ମଦିନ ଅବସରରେ ଦାରିଙ୍ଗବାଡ଼ି ଚାରିଛକ ଚଳଚଞ୍ଚଳ ହୋଇପଡ଼ିଛି। ଏହି...

ପରିବେଶ ସ୍ବଚ୍ଛତା ପାଇଁ ବନବିଭାଗ ଦେଲା ମନ୍ତ୍ର

ବ୍ରାହ୍ମଣୀଗାଁ,୨।୧୦(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବକ୍ଳ ବ୍ରାହ୍ମଣୀଗାଁ ରାଜୀବଗାନ୍ଧୀ ସେବା କେନ୍ଦ୍ର ପରିସର ମଧ୍ୟରେ ଗାନ୍ଧୀ ଜୟନ୍ତୀ ପାଳନ କରାଯାଇଛି। ମହାତ୍ମା ଗାନ୍ଧୀଙ୍କ ଫାଟେ...

ବିଧବାଙ୍କ ମୁଣ୍ଡ ଉପରେ ୪ ସନ୍ତାନ ବୋଝ: ସହାୟତା ପାଇଁ ଦାବି

କର୍ଲାମୁଣ୍ଡା,୨।୧୦(ପ୍ରଦୀପ କୁମାର ସାହୁ):ଜଣେ ଅଳ୍ପ ବୟସ୍କ ମହିଳାଙ୍କ କାନ୍ଧରେ ୪ ସନ୍ତାନର ବୋଝ। କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଂଜା ଗାଁର ସ୍ବର୍ଗତ ଚୁଡାମଣୀ ସେଲମା...

ଗାନ୍ଧୀ ଜୟନ୍ତୀରେ ‘ସ୍ବଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମ

ତୁମୁଡିବନ୍ଧ,୨।୧୦(ଦୀପକ କୁମାର ପରାସେଠ):ଅକ୍ଟୋବର ମାସ ୨ ତାରିଖ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ଦିବସ ଅବସରରେ ପଲ୍ଲୀରୁ ଦିଲ୍ଲୀ ପର୍ଯ୍ୟନ୍ତ ‘ସ୍ବଚ୍ଛତା ହିଁ ସେବା’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri