ଉଚ୍ଚଶିକ୍ଷା ମନ୍ତ୍ରୀ ଦେଲେ ସୂଚନା: ଖୁବଶୀଘ୍ର ପୂରଣ ହେବ ୧୫୦୦ରୁ ଊର୍ଦ୍ଧ୍ୱ ପ୍ରାଧ୍ୟାପକ ପଦବୀ

ଭୁବନେଶ୍ୱର,୨୭ା୯: ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଖାଲି ପଡିଥିବା ୧୫୦୦ ରୁ ଅଧିକ ପ୍ରାଧ୍ୟାପକ ପଦ ଶୀଘ୍ର ପୂରଣ ହେବ ବୋଲି ଶୁକ୍ରବାର ଦିନ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସୂଚନା ଦେଇଛନ୍ତି। ଶୁକ୍ରବାର ଖାଲିଥିବା ପଦବୀ ଉପରେ ଆଲୋଚନା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡକାଯାଇଥିଲା।

ଉଚ୍ଚଶିକ୍ଷା ମନ୍ତ୍ରୀ, ଆଇନ ମନ୍ତ୍ରୀ, ବିଭିନ୍ନ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ତଥା ୟୁଜିସି ସଦସ୍ୟମାନେ ଯୋଗ ଦେଇଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି ଯେ ଖାଲିଥିବା ପଦବୀ ଶୀଘ୍ର ପୂରଣ ହେବ।

2020 ଶିକ୍ଷା ନୀତି ଅନୁଯାୟୀ ଶିକ୍ଷକ ନିଯୁକ୍ତିରେ ଏକ ଅସୁବିଧା ହୋଇଥିଲା। ଆଜିର ବୈଠକରେ ନିଷ୍ପତ୍ତି ନିଆଯାଇଛି ଯେ ଶିକ୍ଷକ ନିଯୁକ୍ତିରେ ପ୍ରଶାସକ ନୁହଁନ୍ତି ଶିକ୍ଷାବିତ୍ମାନେ ପ୍ରମୁଖ ଭୂମିକା ଗ୍ରହଣ କରିବେ।

“ଆଲୋଚନାରୁ ବାହାରିଥିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବିଷୟ ହେଉଛି ଶିକ୍ଷକ ନିଯୁକ୍ତିରେ ଶିକ୍ଷାବିତ୍ମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ। ଆଇନଗତ ବାଧାବିଘ୍ନ ହଟାଯିବା ମାତ୍ରେ ଆମେ ଖାଲି ପଦବୀରେ ପ୍ରାଧ୍ୟାପକନିଯୁକ୍ତ କରିବା ପାଇଁ ପଦକ୍ଷେପ ଗ୍ରହଣ କରିବୁ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶାରେ ପ୍ରତିଷ୍ଠା ହେବ ନେସ୍‌ନାଲ ଫରେନ୍‌ସିକ ସାଇନ୍‌ସ ୟୁନିଭରସିଟିର କ୍ୟାମ୍ପସ

ଭୁବନେଶ୍ୱର,୨୭ା୯: ଓଡିଶାରେ ‘ନେସ୍‌ନାଲ ଫରେନ୍‌ସିକ ସାଇନ୍‌ସ ୟୁନିଭରସିଟି’ର ଏକ କ୍ୟାମ୍ପସ ପ୍ରତିଷ୍ଠା କରାଯିବ। ଏହି କ୍ୟାମ୍ପସ ଓଡିଶାର ପିଲାମାନଙ୍କୁ ସାଇବର ସୁରକ୍ଷା ଉପରେ ଶିକ୍ଷା ପ୍ରଦାନ...

ପିଆଜ ବିକିଲେ ସରକାର

ଭୁବନେଶ୍ୱର,୨୭।୯: ଖୁଚୁରା ବଜାରରେ ପିଆଜ ଦର ଆକାଶଛୁଆଁ ହୋଇଛି। କେଉଁଠି ପିଆଜ କିଲୋ ୬୦ ତ ପୁଣି କେଉଁଠି ୭୦ ଛୁଇଁଲାଣି। ଏହାକୁ ଦୃଷ୍ଟିରେ ରଖି...

ସୋସିଆଲ ମିଡିଆ ପୋଷ୍ଟରୁ ଭଦ୍ରକରେ ଶାନ୍ତି: ସନ୍ଥିଆରେ ୧୬୩ ଧାରା ଜାରି

ଭଦ୍ରକ,୨୭ା୯(ସନାତନ ରାଉତ): ସୋସିଆଲ ମିଡିଆରେ ଅଶାଳୀନ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ଉତେଜନା ମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ଉତ୍ତ୍ୟକ୍ତ ଲୋକେ...

ସିନେମା ଷ୍ଟାଇଲ୍‌ରେ ଭିଣୋଇଙ୍କୁ ହତ୍ୟା କଲା ଶଳା, ଆଶ୍ଚର୍ଯ୍ୟ କରିଦେବ ହତ୍ୟା ପଛର କାରଣ…

ରାଉରକେଲା,୨୭ା୯(ସଙ୍ଗୀତା ଜେନା): ରାଉରକେଲା ସହରରେ ଘଟିଥିବା ଏକ ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି। ଏହି ଘଟଣାରେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ମାଲଗୋଦାମ...

ଧାନ କିନାକୁ ନେଇ ବଡ଼ ସୂଚନା ଦେଲେ ମନ୍ତ୍ରୀ: କଟନୀଛଟନୀ ବନ୍ଦ, ୪୮ ଘଣ୍ଟାରେ ଖାତାକୁ ଯିବ ଟଙ୍କା

ଭୁବନେଶ୍ୱର,୨୭ା୯: ଲୋକସେବା ଭବନର କନଭେନସନ ହଲରେ ଶୁକ୍ରବାର ଆୟୋଜିତ ଜିଲ୍ଲାପାଳ ସମ୍ମିଳନୀରେ ଯୋଗଦେଇ ମାନ୍ୟବର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଧାନ ସଂଗ୍ରହ କାର୍ଯ୍ୟକୁ ସରଳ...

କପିଳାସ ଗଲା ନରହନ୍ତା ହାତୀ

ବାରିପଦା,୨୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ ଉତ୍ପାତ ଚଳାଇଥିବା ନରହନ୍ତା ହାତୀକୁ ଟ୍ରାଙ୍କୁଲାଇଜ୍‌ ପରେ ଚିକିତ୍ସା ନିମନ୍ତେ ଢେଙ୍କାନାଳ ଜିଲାର କପିଳାସକୁ...

ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ଆଣିଲେ ସମିତିସଭ୍ୟ: ବ୍ୟାକ୍‌ଫୁଟ୍‌ରେ ବିଜେଡି

ଭବାନୀପାଟଣା/ଥୁଆମୁଳ ରାମପୁର,୨୭।୯ (ଉତ୍ତମ କୁମାର ଦାଶ/ ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକ ରାଜନିତୀରେ ଏବେ ହଟଚମଟ ଦେଖିବାକୁ ମିଳିଛି । ସ୍ଥାନୀୟ...

ଜେଲରେ ବିଇଓ, ଶିକ୍ଷକଙ୍କୁ ମିଳିପାରୁନି ଦରମା

ଛତ୍ରପୁର,୨୭ା୯(ସନ୍ତୋଷ ପାଢୀ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ(ବିଇଓ) ସୀତାରାମ ପାତ୍ରଙ୍କ ଘରେ ଅଗଷ୍ଟ ୩୧ ତାରିଖରେ ଭିଜିଲାନ୍ସ ଟିମ୍‌...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri