ମନ୍ତ୍ରୀ ପଦ୍ମିନୀ ଦିଆନ କରୋନା ପଜିଟିଭ୍‌

ଭୁବନେଶ୍ୱର,୩।୯(ବ୍ୟୁରୋ): ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନା ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିବା ପରେ ସେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଥିବା ନେଇ ସେ ଗୁରୁବାର ସୂଚନା ଦେଇଛନ୍ତି। ତେବେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ପରୀକ୍ଷା କରାଇନେବାକୁ ସେ ପରାମର୍ଶ ଦେଇଛନ୍ତି।

Share