ମନ୍ତ୍ରୀ ପ୍ରତାପ ଜେନା କରୋନା ସଂକ୍ରମିତ

ଭୁବନେଶ୍ୱର,୮।୫(ବ୍ୟୁରୋ): ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କରୋନା ସଂକ୍ରମିତ ହୋଇଥିବା ନିଜେ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି ।
ସେ ଟୁଇଟ୍‌ରେ ଲେଖିଛନ୍ତି, ମୋ’ ରିପୋର୍ଟ ପଜିଟିଭ୍‌ ଆସିଛି। ଏବେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ତେବେ ନିକଟରେ ତାଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି, ସେମାନଙ୍କୁ କୋଭିଡ୍‌ ଟେଷ୍ଟ କରାଇବାକୁ ସେ ଅନୁରୋଧ କରିଛନ୍ତି।

Share