ମନ୍ତ୍ରୀଙ୍କ ବଡ଼ ଘୋଷଣା: ଜିଲାସ୍ତରରେ ଖୋଲିବ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ କ୍ୟାମ୍ପ

ଭୁବନେଶ୍ୱର,୨୩।୯- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ସୋମବାର ଅଭିଯୋଗ ଶୁଣାଣି ହୋଇଛି। ସୋମବାର ପୂର୍ବାହ୍ନ ୧୧ଟାରୁ ୟୁନିଟ-୫ ର ସରକାରୀ ବାସଗୃହ ପାଖ ଭିଆଇଆଇଆଇଏମ ଆର ନମ୍ବର-୪ ଠାରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି କରିଛନ୍ତି। ଜଣେ ପରେ ଜଣେ ବ୍ୟକ୍ତି ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନିଜ ଅଭିଯୋଗ କହିଛନ୍ତି। ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ପଞ୍ଜୀକରଣ କରିଥିବା ୧୦୦୦ ଜଣ ଅଭିଯୋଗକାରୀଙ୍କ ଅଭିଯୋଗ ଶୁଣିଛନ୍ତି ମୁଖ୍ୟମନ୍ତ୍ରୀ।

ଏସବୁ ଭିତରେ ସୋମବାର ପଞ୍ଚାୟତରାଜ ମନ୍ତ୍ରୀ ରବି ନାରାୟଣ ନାୟକ ଏକ ବଡ଼ ଘୋଷଣା କରିଛନ୍ତି। ଏଣିକି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ କ୍ୟାମ୍ପ ଜିଲାସ୍ତରରେ ଖୋଲାଯିବ।ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ଗସ୍ତ ବେଳେ ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣିବେ ବୋଲି ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ପ୍ରଥମ: ଆଇଆଇଏମ୍‌ ସମ୍ବଲପୁର ପାଠପଢ଼ା ଶୈଳୀରେ ସୃଷ୍ଟି ହେବ ନୂତନ ଅଧ୍ୟାୟ

ସମ୍ବଲପୁର,୨୩ା୯(ପ୍ରମୋଦ ବହିଦାର): ଆଇଆଇଏମ୍‌ ସମ୍ବଲପୁରରେ ବଦଳିବ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଶୈଳୀ। ପ୍ରଫେସରଙ୍କ ବଦଳରେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବ ଏଆଇ(ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ)। ଯାହା ସମଗ୍ର ଦେଶରେ ପ୍ରଥମ...

କାର୍ଯ୍ୟକାରୀ ହେଲା ଅନ୍‌ଲାଇନ୍‌ ପଞ୍ଜୀକରଣ ବ୍ୟବସ୍ଥା: ୧୦୦୦ ଅଭିଯୋଗକାରୀଙ୍କ ସମସ୍ୟା ଶୁଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପଞ୍ଜୀକୃତ ହୋଇଥିବା ଏକ ହଜାର ଅଭିଯୋଗକାରୀଙ୍କ ଠାରୁ ସମସ୍ୟା ଶୁଣିଛନ୍ତି। ଏଥିସହିତ ପ୍ରଥମ...

ରାସ୍ତା ଖରାପ: ଚିକିତ୍ସାଳୟକୁ ଯିବା ପୂର୍ବରୁ ଆମ୍ବୁଲାନ୍ସରେ ପ୍ରସବ କଲେ ଗର୍ଭବତୀ

ଗଜପତି୨୩।୯(ଗିରିଧାରୀ ପରିଛା): ରାସ୍ତା ଖରାପ ଥିବାରୁ ହସପିଟାଲରେ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ। ଶେଷରେ ଆମ୍ବୁଲାନ୍ସରେ ହିଁ ପ୍ରସବ କଲେ ଗର୍ଭବତୀ ମହିଳା। ଏମିତି ଏକ ଅଭାବନୀୟ...

ସମ୍ବଲପୁରୀ ଗାୟିକା ରୁକ୍ସାନା ବାନୋଙ୍କ ମୃତ୍ୟୁ ଘଟଣା: ଗାୟକଙ୍କ ବିରୋଧରେ ଏତଲା ଦେଲେ ମା’, ଭଉଣୀ

ଭବାନୀପାଟଣା,୨୩।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାର ଜଣାଶୁଣା ସମ୍ବଲପୁରୀ ଗାୟିକା ତଥା ଅଭିନେତ୍ରୀ ରୁକ୍ସାନା ବାନୋ (୨୭)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ...

ଅନୁପସ୍ଥିତ ଥିଲେ ସିଡିପିଓ, ଛତୁଆ କେନ୍ଦ୍ରରେ ହଠାତ୍‌ ପହଞ୍ଚିଲେ ଉପଜିଲାପାଳ, ଆଉ ତା’ପରେ…

କୋକସରା,୨୩।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ରାଜ୍ୟରେ ଗର୍ଭବତୀ, ଶିଶୁ, କିଶୋରୀ ବାଳିକାଙ୍କୁ କୁପୋଷଣ, ଅପପୃଷ୍ଟିରୁ ରୋକିବା ପାଇଁ ବିଗତ ରାଜ୍ୟ ସରକାରଙ୍କ ପକ୍ଷରୁ ଛତୁଆ ଯୋଜନା ଆରମ୍ଭ...

ଦିନକ ପରେ ମା’ ଲଙ୍କେଶ୍ବରୀଙ୍କ ଖଣ୍ଡାବସା

ଭବାନୀପାଟଣା,୨୩ା୯(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ)- କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ମଙ୍ଗଳବାର ଅନୁଷ୍ଠିତ ହେବ। ଏଥିପାଇଁ ସୋମବାର...

କ୍ୟାପିଟାଲ ହସ୍ପିଟାଲରେ ଡଷ୍ଟବିନରୁ ମିଳିଲା ନବଜାତକଙ୍କ ମୃତଦେହ

ଭୁବନେଶ୍ୱର,୨୩।୯: କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ଯାଏ ମହିଳାଙ୍କୁ ସଶକ୍ତ କରିବା ଲାଗି ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା କରୁଥିଲେ...

କଟକରେ ସୀମା ଟପିଲା କଳାବଜାର: ଏହି ସବୁ ଜିଲାରେ ହେଉଥିଲା ବିକ୍ରି

କଟକ,୨୩।୯: ଅତୀତରେ କଟକରୁ ଖାଇବା ଘିଅ, ଡିଟରଜେଣ୍ଟ ପାଉଡରଠାରୁ ଆରମ୍ଭ ନାନା ପ୍ରକାର ଖାଦ୍ୟ ସାମଗ୍ରୀର ଅପମିଶ୍ରଣ କରାଯାଉଥିବା ଦେଖିବାକୁ ମିଳିଥିଲା। ଏବେ କିଛି ଖଳ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri