ମନ୍ତ୍ରୀଙ୍କ ବଡ଼ ସୂଚନା: ବାତ୍ୟା ସମୟରେ ନେଟ୍‌ୱର୍କ ନ ଆସିଲେ…

ଭୁବନେଶ୍ୱର,୨୪।୧୦: ବଙ୍ଗୋପସାଗରରେ ବଳ ଗୋଟାଇ ଉପକୂଳଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଗୁରୁବାର ମଧ୍ୟରାତିରୁ ଶୁକ୍ରବାର ପୂର୍ବାହ୍ନ ଯାଏ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ। ବାତ୍ୟା ଦାନା ପାଇଁ ଟେଲିକମ୍‌ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବାତ୍ୟା ସମୟରେ ଇନ୍‌ଟ୍ରା ସର୍କଲ ରୋମିଙ୍ଗ ଇନ୍‌ ଓଡ଼ିଶା ନେଟ୍‌ୱର୍କ ସିଷ୍ଟମ ଲାଗୁ କରିବାକୁ ସରକାର ନିଷ୍ପତ୍ତି ନେଇଥିବା ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ଏହା ଦ୍ୱାରା କୌଣସି ନେଟ୍‌ୱର୍କ ଡ୍ରପ ହେଲେ ଅନ୍ୟ ନେଟ୍‌ୱର୍କରେ କନେକ୍ଟ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଏପରିକି ଟାୱାର ଖରାପ ହେଲେ ଟେକ୍ନିକାଲ ଟିମ୍‌ ପ୍ରସ୍ତୁତ ହୋଇ ରହିଥିବା ମନ୍ତ୍ରୀ କହିଛନ୍ତି।

ଅନ୍ୟପକ୍ଷେ ବାତ୍ୟା ସମୟରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ଆଶଙ୍କା ରହିଛି। ୧୬ ଜିଲାରେ ମଧ୍ୟମ ଧରଣର ଅଚାନକ ବନ୍ୟା ଆସିପାରେ। ସେହି ଜିଲାଗୁଡିକ ହେଉଛି ଅନୁଗୋଳ, ବାଲେଶ୍ୱର, ବୌଦ୍ଧ, ଭଦ୍ରକ, କଟକ, ଢେଙ୍କାନାଳ, ଗଜପତି, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼, ପୁରୀ। ଏନେଇ ସତର୍କ ରହିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଚାଉଳ ବୋଝେଇ ଗାଡ଼ିକୁ ଅଟକ ରଖିଲେ ଗ୍ରାମବାସୀ

ଲାଠୋର୨୪।୧୦(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କନ୍ଦେଇଛାପର ଗ୍ରାମବାସୀ ଏକ ଚାଉଳ ବୋଝେଇ ଗାଡ଼ିକୁ ଗୁରୁବାର ରାତିରେ ଅଟକ ରଖି ଲାଠୋର ପୋଲିସକୁ ଖବର...

ଶୁନ୍ୟ କ୍ଷୟକ୍ଷତି ଲକ୍ଷ୍ୟରେ ସରକାର: ମୁଖ୍ୟମନ୍ତ୍ରୀଙ୍କ ସହିତ ଫୋନରେ କଥାହେଲେ ଏମ୍‌ପି ଷଡ଼ଙ୍ଗୀ

ବାଲେଶ୍ୱର,୨୪।୧୦(ବାଞ୍ଛାନିଧି ଦେ): ବାତ୍ୟା ମୁକାବିଲା ଏବଂ ପରିଚାଳନା ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ। ଗୁରୁବାର ଦିନ ତମାମ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୦: ବଙ୍ଗୋପସାଗରରୁ ବଳ ଗୋଟାଇ ଓ ଉପକୂଳ ଆଡେ ମୁହାଁଇଛି ସାଇକ୍ଲୋନ ‘ଦାନା’। ଆଜି ମଧ୍ୟରାତ୍ରିରୁ କାଲି ସକାଳ ଭିତରେ ଭିତରକନିକା-ଧାମରା ପାଖରେ ‘ଦାନା’ ଲ୍ୟାଣ୍ଡଫଲ...

ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ ପାଇଁ କାଉଣ୍ଟଡାଉନ ଆରମ୍ଭ: ପାରାଦୀପଠାରୁ ମାତ୍ର ୮୦ କିମି ଦୂରରେ…

ଭୁବନେଶ୍ୱର,୨୪।୧୦: ସାମୁଦ୍ରିକ ଝଡ଼ ‘ଦାନା’ କୂଳଆଡକୁ ମାଡି ଆସୁଥିବା ବେଳେ ଲ୍ୟାଣ୍ଡଫଲ ପ୍ରକ୍ରିୟାର କାଉଣ୍ଟଡାଉନ ଆରମ୍ଭ ହୋଇଯାଇଛି। ବାତ୍ୟା ପାରାଦୀପଠାରୁ ୮୦ କିମି ଦୂରରେ ରହିଥିବା...

ପୋଲିସ ହେପାଜତରୁ ଅଭିଯୁକ୍ତ ଫେରାର୍‌! ଚାପିବାକୁ ଚାଲିଛି ଉଦ୍ୟମ

ବରଗଡ,୨୪।୧୦(ପ୍ରେମାନନ୍ଦ ଖମାରୀ)- ବରଗଡ ଜିଲା ପଦ୍ମପୁର ଉପଖଣ୍ଡ ସୋହେଲା ଥାନା ଅଞ୍ଚଳରେ ସଂଘଟିତ ଏକ ଲୁଟ ମାମଲାର ଜଣେ ଅଭିଯୁକ୍ତ ପୋଲିସ ହେପାଜତରେ ଥାଇ ଫେରାର୍‌...

ହଠାତ୍‌ ହୁତୁହୁତୁ ହୋଇ ଜଳିଗଲା ଟ୍ରାନ୍ସଫର୍ମର, ଆଉ ତା’ପରେ…

କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ପଞ୍ଚାୟତ ବୋବରିଆ ଗ୍ରାମ ନିକଟରେ ଲାଗିଥିବା ଏକ ଟ୍ରାନ୍ସଫର୍ମର ଗୁରୁବାର ସନ୍ଧ୍ୟାରେ ସଟଶର୍କିଟ ହୋଇ...

ଦୀର୍ଘ ବର୍ଷ ପରେ ଦୂର ହେଲା ପାନୀୟ ଜଳ ସମସ୍ୟା

କୋକସରା,୨୪ା୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ପଞ୍ଚାୟତ ସିର୍ଲିଗୁଡା ଗ୍ରାମର ଗୌନ୍ତିଆ ପଡ଼ାରେ ଦୀର୍ଘ ବର୍ଷ ପରେ ପାନୀୟଜଳର ସମସ୍ୟା...

ଧାନଫସଲରେ ରୋଗପୋକ, ଚିନ୍ତାରେ ଚାଷୀ

କୋକସରା,୨୪ା୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):କଳାହାଣ୍ଡି ଜିଲା କୋକସରା ବ୍ଲକର ୮୦ ପ୍ରତିଶତ ଲୋକ ଚାଷ ଉପରେ ନିର୍ଭରଶୀଳ। ଚଳିତ ବର୍ଷ ବ୍ଲକର ୨୨ ପଞ୍ଚାୟତରେ ଖରିଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri