ରାଶନ କାର୍ଡକୁ ନେଇ ମନ୍ତ୍ରୀଙ୍କ ସୂଚନା: କାହାର କଟିବ କାହାର କଟିବନି କଲେ ସ୍ପଷ୍ଟ

ଭୁବନେଶ୍ୱର,୨୭।୩: ରାଜ୍ୟରେ ରାଶନକାର୍ଡଧାରୀଙ୍କ ପାଇଁ ଗୁରୁବାର ଏକ ବଡ଼ ଅପ୍‌ଡେଟ୍‌ ଆସିଛି। ରୋଜଗାର କମ ଥିବା ଲୋକଙ୍କ ରାଶନ କାର୍ଡ କଟିବନି। ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ଖର୍ଚ୍ଚ ଦାବି ଆଲୋଚନା ବେଳେ ମନ୍ତ୍ରୀ କହିଛନ୍ତି, କେବଳ ବଡ଼ ଚାକିରି କରିଥିବା ଲୋକଙ୍କ କାର୍ଡ କଟିବ। ବିରୋଧୀ ଭୟ ପ୍ରକଟ କରୁଛନ୍ତି ଯେ, ସମସ୍ତଙ୍କ କାର୍ଡ କଟିଯିବ। କିନ୍ତୁ ଏହା ଭୁଲ୍‌ ଧାରଣା। ବିଜେଡି ଅମଳରେ ସବୁ ଢିଲା ଥିଲା। ମନ୍ତ୍ରୀ କହିଥିଲେ, ଗ୍ରାମାଞ୍ଚଳରେ ୧୦ ହଜାର ଏବଂ ସହରାଞ୍ଚଳରେ ୧୫ ହଜାର ଟଙ୍କା ପାଉଥିବା ଲୋକଙ୍କ ରାସନ କାର୍ଡ ମିଳିବ ନାହିଁ।

ଏହାପୂର୍ବରୁ ରାଜ୍ୟ ସରକାର ରାଶନ ସାମଗ୍ରୀ ବଣ୍ଟନ ପାଇଁ ସମୟ ନିର୍ଘଣ୍ଟ ଜାରି କରିଛନ୍ତି। ଗ୍ରୀଷ୍ମପ୍ରବାହ ପାଇଁ ସକାଳ ୭ରୁ ୧୦, ସଂଧ୍ୟା ୫ରୁ ୮ଟା ଯାଏ ବଣ୍ଟନ ହେବ। ଏହାସହ ପାନୀୟ ଜଳ, ଓଆର୍‌ଏସ ମହଜୁଦ ରଖିବାକୁ ଜିଲାପାଳଙ୍କୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତଳେ ବସି ରହିଛି ମୃତଦେହ, ବେକରେ ଲାଗିଛି ରଶି; ହତ୍ୟା ଅଭିଯୋଗ ଆଣିଲେ ପରିବାର

ନୀଳଗିରି,୩୧।୩(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ସଜନାଗଡ ହସ୍ପିଟାଲ ନିକଟସ୍ଥ ତିନିକୋଶିଆ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ଜଣେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ...

ଦଣ୍ଡନାଚରେ ଅଘଟଣ: ଯୁବକଙ୍କୁ ଛୁରୀ ଭୁସି ହତ୍ୟା କଲେ ବାପାପୁଅ

ବ୍ରହ୍ମପୁର,୩୧।୩(ସୁବାସ ଚନ୍ଦ୍ର ପାଢ଼ୀ): ଦିନକୁ ଦିନ ଗଞ୍ଜାମ ଜିଲା ଅଶାନ୍ତ ହେବାରେ ଲାଗିଛି। ୪୮ ଘଣ୍ଟା ମଧ୍ୟରେ ଜିଲାରେ ତିନୋଟି ମୁଣ୍ଡ ଗଡିଛି। ଗତ ଶୁକ୍ରବାର...

କେନ୍ଦୁଝର ମାଟିର ପୁଅ ଶହୀଦ ରାଜକିଶୋର ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/କେନ୍ଦୁଝର,୩୧।୩: କେନ୍ଦୁଝରର ଶହୀଦ ଯବାନ ରାଜକିଶୋର ମୁଣ୍ତାଙ୍କ ମରଶରୀର ସୋମବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ତେବେ...

ସରିଲା ରେଲଓ୍ବେ ଟ୍ରାକ୍‌ ମରାମତି କାମ, ଖୁବ୍‌ଶୀଘ୍ର ଚାଲିବ ଟ୍ରେନ୍‌

ଚୌଦ୍ୱାର,୩୧।୩:କଟକ ଜିଲା ମଙ୍ଗୁଳି-ଚୌଦ୍ୱାର ପାସେଞ୍ଜର ହଲ୍ଟ ନିକଟରେ ଟ୍ରେନ୍‌ ଦୁର୍ଘଟଣା ଘଟଣାରେ ସୋମବାର ନୂଆ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ସକାଳ ୭.୧୫ ସୁଦ୍ଧାରେଲଓ୍ବେ ଟ୍ରାକ୍‌ ମରାମତି...

ସରିଆସୁଛି ବଜେଟ ଅଧିବେଶନ: ଆଲୋଚନାରେ ବିଜେଡି, ଭାଜପା; ବାହାରେ କଂଗ୍ରେସ

ଭୁବନେଶ୍ୱର,୩୧।୩(ରବିନାରାୟଣ ଜେନା): ଚଳିତ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଅବଧି ଶେଷ ହେବାକୁ ଆଉ ୪ଟି କାର୍ଯ୍ୟ ଦିବସ ରହିଛି। ସେଥିମଧ୍ୟରେ ୨ଟି ଅଫିସିଆଲ ବିଜ୍‌ନେସ୍‌ ରହିଥିବାବେଳେ...

ବାପା ଜୟନାରାୟଣଙ୍କୁ ଅନୁସରଣ କଲେ ଶୁଭଶ୍ରୀ,ବନ୍ଦେ ଉତ୍କଳ ଜନନୀ ଗାନବେଳେ ବସି ରହିଲେ

ସମ୍ବଲପୁର,୩୧ା୩(ଭବାନୀ ଶଙ୍କର ଭୋଇ): ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପ୍ରେକ୍ଷାଳୟରେ ରବିବାର ଅନୁଷ୍ଠିତ ଏକ...

ଆଜି ମହାପ୍ରଭୁଙ୍କ ଖସାପଡ଼ା ନୀତି: ସନ୍ଧ୍ୟା ୫ରୁ ରାତି ୧୦ ଯାଏ ଦର୍ଶନ ବନ୍ଦ

ପୁରୀ,୩୧ା୩(ଅଜିତ୍‌ କୁମାର ମହାନ୍ତି): ଚୈତ୍ର ମାସ ଶୁକ୍ଳ ଦ୍ୱିତୀୟା ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ...

ଓଡ଼ିଶାରେ କଇଁଛଙ୍କ ସର୍ବକାଳୀନ ରେକର୍ଡ: ସଂଖ୍ୟା ଟପିଲା ୧୫.୧୧ଲକ୍ଷ

ଭୁବନେଶ୍ୱର,୩୦।୩: ଚଳିତବର୍ଷ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିିରେ ରଖି ଓଡ଼ିଶାରେ କଇଁଛଙ୍କ ଆଗମନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ୨୦୨୩-୨୪ବର୍ଷ ତୁଳନାରେ ଚଳିତବର୍ଷ ୫ଗୁଣ ଅଧିକ ଆସିଛନ୍ତି। ଏହାକୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image