ଡ୍ରେନ୍‌ରେ ଭାସି ଯାଇଥିବା ନାବାଳକଙ୍କ ମୃତ୍ୟୁ

ଭୁବନେଶ୍ୱର,୧୮।୬: ଡ୍ରେନ୍‌ରେ ଭାସି ଯାଇଥିବା ନାବାଳକଙ୍କ ମୃତ୍ୟୁ ହୋଇଛି। କ୍ୟାପିଟାଲ ହସ୍ପିଟାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ବର୍ଷା ପାଣିରେ ମୁକୁଳା ଡ୍ରେନ୍‌ରେ ଭାସି ନାବାଳକ ଜଣଙ୍କ ଭାସି ଯାଇଥିଲେ। ଯାହା ପରେ ତାଙ୍କୁ ଲକ୍ଷ୍ମୀସାଗର ଓସ୍କାର ସିଟି ନିକଟ ନାଳରୁ ଉଦ୍ଧାର କରାଯାଇଥିଲା। ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିଟିଲାଗଡରେ ରେଳ ଫ୍ଲାଏ ଓଭର ନିର୍ମାଣ ପାଇଁ ୧୮୩.୮୯ କୋଟି ଟଙ୍କା ମଞ୍ଜୁର

ନୂଆଦିଲ୍ଲୀ,୨୬।୬: ପୂର୍ବ ତଟ ରେଳବାଇର ସମ୍ବଲପୁର ଡିଭିଜନ୍ ଅଧୀନରେ ଥିବା ଟିଟିଲାଗଡ ଜଙ୍କସନ ଷ୍ଟେସନରେ ବଢୁଥିବା ରେଳ ଚଳାଚଳ ଏବଂ ଯାତାୟାତକୁ ଦୃଷ୍ଟିରେ ରଖି ରାୟପୁର-ବିଜୟାନଗରାମ,...

ଜୁଲାଇ ପହିଲାରୁ ସବୁ ଜିଲାରେ ଆରମ୍ଭ ହେବ ମିଳିତ ଜନ ଶୁଣାଣି

ଭୁବନେଶ୍ୱର,୨୬।୬: ଜୁଲାଇ ପହିଲାରୁ ସବୁ ଜିଲା ଏବଂ ସରକାରଙ୍କର ସମସ୍ତ ବିଭାଗର ମିଳିତ ଜନ ଶୁଣାଣି ଆରମ୍ଭ ହେବ। ପ୍ରତି ସୋମବାର ସାଧାରଣ ଅଭିଯୋଗ ଲାଗି...

ଷ୍ଟଣ୍ଟ୍‌ କରୁଥିବା ବେଳେ ଆମ୍ବୁଲାନ୍ସ ସହ ମୁହାଁମୁହିଁ ପିଟି ହେଲା ବାଇକ୍‌, ଚାଲିଗଲା ଯୁବକଙ୍କ ଜୀବନ

ବାଲିଗୁଡ଼ା,୨୬ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ନେତାଜୀ ସୁଭାଷ ବୋଷ ଜୁନିୟର ମହାବିଦ୍ୟାଳୟ ନିକଟରେ ଜଣେ ଯୁବକ ବାଇକ୍‌ରେ ଷ୍ଟଣ୍ଟ କରି ଦ୍ରୁତଗତିରେ ଯାଉଥିବା...

ବଜ୍ରପାତରେ ୩ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୬: ବରଗଡ଼ ଜିଲା ପଦ୍ମପୁର ଖଲିଆପଲି ପଞ୍ଚାୟତ ଦୁଆନଡିହି ଗାଁରେ ବଜ୍ରପାତ ଯୋଗୁ ୩ ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ...

ଦେଶରେ ବଢିଚାଲିଛି ପ୍ରଶ୍ନପତ୍ର ପ୍ରଘଟ ମାମଲା; ଜାଣନ୍ତୁ ଓଡ଼ିଶାରେ କେତେଥର ଏମିତି ହୋଇଛି

ନୂଆଦିଲ୍ଲୀ,୨୬।୬: ନିଟ୍ ପ୍ରଶ୍ନପତ୍ର ପ୍ରଘଟକୁ ନେଇ ଦେଶରେ ବିବାଦ ଘନେଇଥିବା ବେଳେ ୨୦୧୯ ପରଠାରୁ ବର୍ତମାନ ପର୍ଯ୍ୟନ୍ତ ଭାରତର ୧୯ ରାଜ୍ୟରେ ୬୫ ଥର ପ୍ରଶ୍ନପତ୍ର...

ଓଡ଼ିଶାରେ ଆଉ ମିଳିବନି ମଦ! ମନ୍ତ୍ରୀ ଦେଲେ ବଡ଼ ବୟାନ

ଭୁବନେଶ୍ୱର,୨୬।୬: ଓଡ଼ିଶା ହେବ ମଦମୁକ୍ତ। ରାଜ୍ୟକୁ ମଦମୁକ୍ତ କରିବାକୁ ସରକାର ଅଣ୍ଟା ଭିଡ଼ିଛନ୍ତି। ଏନେଇ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ...

MPLADS କାର୍ଯ୍ୟକ୍ରମ ଲାଗି ସମ୍ବଲପୁରକୁ ନୋଡାଲ ଜିଲା ଭାବେ ଚୟନ କଲେ ଧମେନ୍ଦ୍ର

ଭୁବନେଶ୍ୱର,୨୬।୬: ନୋଡାଲ ଜିଲା ଭାବେ ସମ୍ବଲପୁରକୁ ଚୟନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର ପ୍ରଧାନ। ସେ ନିଜ ଏମ୍‌ପିଲାଡ୍‌ସ କାର୍ଯ୍ୟକ୍ରମ ଲାଗି...

କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ? ରେସ୍‌ରେ ଅଛନ୍ତି…

ଭୁବନେଶ଼୍ବର, ୨୬।୦୬: ରାଜ୍ୟରେ ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ସରିବାକୁ ଯାଉଛି । ବରିଷ୍ଠ ଆଇଏଏସ୍‌ ଅଧିକାରୀ ପ୍ରଦୀପ ଜେନା ଦକ୍ଷତାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri