ଡ୍ରେନ୍‌ରେ ଭାସି ଯାଇଥିବା ନାବାଳକଙ୍କ ମୃତ୍ୟୁ

ଭୁବନେଶ୍ୱର,୧୮।୬: ଡ୍ରେନ୍‌ରେ ଭାସି ଯାଇଥିବା ନାବାଳକଙ୍କ ମୃତ୍ୟୁ ହୋଇଛି। କ୍ୟାପିଟାଲ ହସ୍ପିଟାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ବର୍ଷା ପାଣିରେ ମୁକୁଳା ଡ୍ରେନ୍‌ରେ ଭାସି ନାବାଳକ ଜଣଙ୍କ ଭାସି ଯାଇଥିଲେ। ଯାହା ପରେ ତାଙ୍କୁ ଲକ୍ଷ୍ମୀସାଗର ଓସ୍କାର ସିଟି ନିକଟ ନାଳରୁ ଉଦ୍ଧାର କରାଯାଇଥିଲା। ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

Share