ନାବାଳିକାଙ୍କୁ ଗଣବଳାତ୍କାର: ରକ୍ତାକ୍ତ ଅବସ୍ଥାରେ ଫିଙ୍ଗି ଦେଇ ଫେରାର ହୋଇଗଲେ ନରରୂପୀ ୩ ରାକ୍ଷସ

ଢେଙ୍କାନାଳ,୨୦ା୪(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ଥାନା ସରସିଙ୍ଗି ଗ୍ରାମରେ ଜଣେ ୭ ବର୍ଷର ଶିଶୁକନ୍ୟାକୁ ୩ ଜଣ ଗଣବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘଟଣା ପରେ ଏହି ନରରୂପୀ ରାକ୍ଷସମାନେ ଶିଶୁକନ୍ୟାଟିକୁ ରକ୍ତାକ୍ତ ଅବସ୍ଥାରେ ବରଡ଼ା ଘୋଡ଼ାଇ ଫିଙ୍ଗି ଦେଇ ଫେରାର୍‌ ହୋଇଯାଇଛନ୍ତ। ଶିଶୁକନ୍ୟାକୁ ପ୍ରଥମେ ହିନ୍ଦୋଳ ଉପଖଣ୍ଡ ଚିକିତ୍ସାଳୟ ଓ ପରେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଶିଶୁକନ୍ୟା ଜଣକ ଶନିବାର ସନ୍ଧ୍ୟାରେ ଖେଳୁଥିବା ବେଳେ ଦୁର୍ବୃତ୍ତମାନେ ନିଶାସକ୍ତ ହୋଇ ଏଭଳି କାଣ୍ଡ ଘଟାଇଥିବା ଅଭିଯୋଗ ହୋଇଛି। ରବିବାର ଘଟଣାଟି ଲୋକଲୋଚନକୁ ଆସିବା ପରେ ପୋଲିସ ଘଟଣାର ତଦନ୍ତ କରୁଛି। ବର୍ତ୍ତମାନ ସୁଦ୍ଧା କୌଣସି ଅଭିଯୁକ୍ତ ଗିରଫ ହୋଇ ନ ଥିବା ହିନ୍ଦୋଳ ଏସ୍‌ଡିପିଓ ସତ୍ୟ କୁମାର ନନ୍ଦ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ଗିରଫ କଲା ଭିଜିଲାନ୍ସ: ଆୟଠାରୁ ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ହୋଇଥିଲା ଚଢାଉ

ବଞ୍ଚୋ,୩୧।୧୨ (ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ଆଜି ତାଙ୍କୁ ଗିରଫ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri