ଆଇଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ : ସମର୍ଥ ବର୍ମାଙ୍କୁ ମିଳିଲା..

ଭୁବନେଶ୍ୱର,,୧୮।୩: ଆଇଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ ହୋଇଛି। ରାଜ୍ୟ ସରକାର DTET ନିର୍ଦ୍ଦେଶକ ଥିବା ସମର୍ଥ ବର୍ମାଙ୍କୁ ଅତିରିକ୍ତ ଦାୟିତ୍ୱବ ପ୍ରଦାନ କରିଛନ୍ତି। ଓଡ଼ିଶା ସିନେ ଉନ୍ନୟନ ନଗମର MD ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ୱ ରହିଛି। ଲଘୁ ଖଣିଜ ବିଭାଗ ନିର୍ଦ୍ଦେଶକ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ୱ ମିଳିଛି।
ଅନ୍ୟପକ୍ଷେ କେ ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ସାଧାରଣ ବଣ୍ଟନ ନିଗମ MD ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଡିଜିପିଙ୍କୁ ମାଛ ଖାଇବାକୁ ଦେଇ ଛୁରୀ ଭୁସି ଦେଇଥିଲେ ସ୍ତ୍ରୀ, ତଦନ୍ତରୁ ହେଲା ବଡ଼ ଖୁଲାସା

ବେଙ୍ଗାଲୁରୁ,୨୧।୪: କର୍ଣ୍ଣାଟକର ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଓମ ପ୍ରକାଶଙ୍କ ହତ୍ୟା ସମ୍ପର୍କିତ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏବେ ସୂଚନା ଆସିଛି...

ସଇତାନ ସ୍ବାମୀର କାରନାମା: ସ୍ତ୍ରୀକୁ ମାରି ବକ୍ସ ଖଟରେ ୨ ଦିନ ଲୁଚାଇଲେ

ନବରଙ୍ଗପୁର,୨୧।୪: ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଂଚଳରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ଏଠାରେ ଜଣେ ବ୍ୟକ୍ତି ସ୍ତ୍ରୀ ହତ୍ୟା କରି ବକ୍ସ ଖଟରେ ୨...

୭ ହାଇକୋର୍ଟ ବିଚାରପତିଙ୍କ ବଦଳି ସୁପାରିଶ କଲେ ସୁପ୍ରିମକୋର୍ଟ କଲେଜିୟମ, ଓଡ଼ିଶା ଆସିବେ ଜଷ୍ଟିସ ଦୀକ୍ଷିତ କୃଷ୍ଣ ଶ୍ରୀପାଦ 

ନୂଆଦିଲ୍ଲୀ,୨୧।୪: ଅନ୍ତର୍ଭୁକ୍ତି, ବିବିଧତା ଏବଂ ନ୍ୟାୟ ପ୍ରଶାସନକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ, ସୁପ୍ରିମକୋର୍ଟ କଲେଜିୟମ ଦେଶର ବିଭିନ୍ନ ହାଇକୋର୍ଟରେ ସାତ...

Video: ରାଜପଥରେ ଦୁଇ ମାଙ୍କଡ଼ ଗୋଷ୍ଠୀଙ୍କ ମଧ୍ୟରେ ଘମାଘୋଟ ଲଢ଼େଇ, ଲୋମଟାଙ୍କୁରା ଦୃଶ୍ୟ ଦେଖି ହେବେ କାବା

ସୋସିଆଲ ମିଡିଆରେ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ଅଧିକ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଦୁଇଟି ମାଙ୍କଡ ଗୋଷ୍ଠୀ ରାଜପଥ ଉପରେ ଲଢ଼ୁଥିବା ଦେଖାଯାଉଛି। ଏହି ଦୃଶ୍ୟ...

ଏହି ଅଭିନେତ୍ରୀଙ୍କ ପାଇଁ ଭାଙ୍ଗିଗଲା ଶୁବମନ-ସାରା ତେନ୍ଦୁଲକରଙ୍କ ସମ୍ପର୍କ?

ମୁମ୍ବାଇ: କ୍ରିକେଟ ସହ ବଲିଉଡର ସମ୍ପର୍କ ବେଶ ପୁରୁଣା। ଏମିତିରେ କିଛି କ୍ରିକେଟର ଏମିତି ଅଛନ୍ତି ଯେଉଁମାନେ ଅଭିନେତ୍ରୀମାନଙ୍କୁ ଜୀବନସାଥୀ ଭାବେ ବାଛି ଖୁସିରେ ଦାମ୍ପତ୍ୟ...

ପୋପ୍ ଫ୍ରାନ୍ସିସଙ୍କର ୮୮ ବର୍ଷ ବୟସରେ ପରଲୋକ

ନୂଆଦିଲ୍ଲୀ,୨୧।୪: ରୋମାନ କ୍ୟାଥୋଲିକ ଚର୍ଚ୍ଚର ପ୍ରଥମ ଲାଟିନ ଆମେରିକୀୟ ନେତା ପୋପ୍ ଫ୍ରାନ୍ସିସ ୮୮ ବର୍ଷ ବୟସରେ ପ୍ରାଣ ତ୍ୟାଗ କରିଛନ୍ତି। ଭାଟିକାନ ସୋମବାର ଏକ...

ଶଙ୍ଖଭବନରେ ସଭାପତିଙ୍କ ହାତକୁ ପଦ୍ମଫୁଲ ବଢ଼ାଇଦେଲେ ମୁନ୍ନା, ନବୀନ ଦେଲେ ଏମିତି ପ୍ରତିକ୍ରିୟା

ଭୁବନେଶ୍ୱର,୨୧।୪: ୱକଫ୍‌ ବିଲ୍‌କୁ ନେଇ ଦଳରେ ଉଠିବା ଥିବା ଝଡ ମଧ୍ୟରେ ନବୀନ ପଟ୍ଟନାୟକ ୯ମ ଥର ବିଜୁ ଜନତା ଦଳର ସଭାପତି ନିର୍ବାଚିତ ହୋଇଛନ୍ତି।...

ଶପଥ ନେଲେ ଖେମୁଣ୍ଡି ଓକିଲ ସଂଘ କର୍ମକର୍ତ୍ତା

ଦିଗପହଣ୍ଡି,୨୧ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ ଉତ୍ସବ ସୋମବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଓକିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image