ବିଶ୍ୱକପ୍‌ ଟ୍ରଫି ଉପରେ ଗୋଡ଼ ରଖିଲେ ମିଚେଲ, ଭାଇରାଲ ହେଉଛି ଫଟୋ

ଅହମ୍ମଦାବାଦ,୨୦ା୧୧: ଅଷ୍ଟ୍ରେଲିଆ କ୍ରିକେଟର ମିଚେଲ ମାର୍ଶ ବିଶ୍ୱକପ୍‌ ଟ୍ରଫି ଉପରେ ଗୋଡ଼ ରଖିବା ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏକ ସୋଫାରେ ମିଚେଲ  ବସିଥିବାବେଳେ ତାଙ୍କ ଆଗରେ ଏକ ଟେବୁଲ ଉପରେ ରଖାଯାଇଥିବା ବିଶ୍ବକପ ଟ୍ରଫି ଉପରେ ସେ ଗୋଡ଼ ରଖି ଆରାମ କରୁଛନ୍ତି। ଏହି ଫଟୋ ସୋସିଆଲ ମିଡିଆରେ ଆସିବା ପରେ ଏହାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ କ୍ରିକେଟର ବୃହତ ଟ୍ରଫି ଜିତିପାରନ୍ତି ସତ ସେମାନେ ଏହାକୁ ସମ୍ମାନ ଦେବା ଜାଣନ୍ତିନି ବୋଲି ସୋସିଆଲ ମିଡିଆରେ ୟୁଜରମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାଡ଼ପତ୍ର ପାଇଁ ଆବେଦନ କଲେ ରାଷ୍ଟ୍ରପତିଙ୍କ ସ୍ତ୍ରୀ

ମସ୍କୋ,୨୪ା୧୨:ସିରିଆର ବହିଷ୍କୃତ ରାଷ୍ଟ୍ରପତି ବଶର ଅଲ୍‌-ଅସାଦଙ୍କ ସ୍ତ୍ରୀ ଅସ୍‌ମା ଅଲ୍‌ ଅସାଦ୍‌ ଛାଡ଼ପତ୍ର ପାଇଁ ଆବେଦନ କରିଛନ୍ତି। ସେ ବ୍ରିଟେନ୍‌ ଫେରିଯିବାକୁ ଚାହୁଁଥିବା ଜଣାଇଛନ୍ତି। କ୍ଷମତାଚ୍ୟୁତ...

ପାକିସ୍ତାନର ସ୍ବପ୍ନ ଚୂରମାର କରିଦେଲା ଭାରତ

ନୂଆଦିଲ୍ଲୀ,୨୪।୧୨: ବ୍ରିକ୍ସରେ ସଦସ୍ୟତା ପାଇବାକୁ ଆଶା ରଖିଥିବା ପାକିସ୍ତାନକୁ ଏକ ବଡ଼ ଝଟ୍‌କା ଲାଗିଛି। ଭାରତର ଦୃଢ ବିରୋଧ ଯୋଗୁ ପାକିସ୍ତାନ କେବଳ ବ୍ରିକ୍ସର ସଦସ୍ୟତାରୁ...

ଅଶ୍ୱିନୀଙ୍କ ସ୍ଥାନ ନେବେ ଏହି ଖେଳାଳି : ଜାଣନ୍ତୁ ସେ କିଏ…

ମେଲବୋର୍ନ,୨୪ା୧୨: ମୁମ୍ବାଇ ଅଫ୍‌-ସ୍ପିନର ତନୁଷ କୋଟିଆନ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ସେଠାରେ ଭାରତୀୟ କ୍ରିକେଟ ଦଳରେ ଯୋଗଦେବେ। ନିକଟରେ ଅବସର ନେଇଥିବା ରବିଚନ୍ଦ୍ରନ ଅଶ୍ୱିନୀଙ୍କ ସ୍ଥାନରେ...

ମୁଁ ବଞ୍ଚିଛି.. ଏମିତି କାହିଁକି କହିଲେ ବିନୋଦ କାମ୍ୱଲି

ନୂଆଦିଲ୍ଲୀ,୨୪/୧୨: ପୂର୍ବତନ ଭାରତୀୟ କ୍ରିକେଟର ବିନୋଦ କାମ୍ବଲିଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଯାଇଛି। ଏହାପରେ ତାଙ୍କୁ ମହାରାଷ୍ଟ୍ରର ଥାନେସ୍ଥିତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଯେଉଁଠାରେ ଡାକ୍ତରୀ ଦଳ ତାଙ୍କର...

ଶେଖ ହାସିନାଙ୍କୁ ଫେରାଇ ଆଣିବାକୁ ଚିଠି ଲେଖିଲା ବାଂଲାଦେଶ, ଭାରତ ଦେଲା ଏମିତି ଜବାବ

ବାଂଲାଦେଶ,୨୪।୨: ବାଂଲାଦେଶରେ ହିଂସା ପରେ ଅନେକ ମାସ ପରେ ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ମଧ୍ୟବର୍ତ୍ତୀ ସରକାର ଶେଷରେ ଶେଖ ହାସିନାଙ୍କୁ ଭାରତରୁ ପ୍ରତ୍ୟପର୍ଣ କରିବାକୁ ଦାବି...

ହାତକୁ ଦି’ ହାତ ହେଲେ ପିଭି ସିନ୍ଧୁ

ଭାରତର ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରାଜସ୍ଥାନର ଉଦୟପୁରରେ ଧୂମଧାମରେ ସେ ବ୍ୟବସାୟୀ ଭେଙ୍କଟ ଦତ୍ତା ସାଇଙ୍କ ହାତ ଧରିଛନ୍ତି।...

ଶେଖ ହାସିନାଙ୍କ ପ୍ରତ୍ୟର୍ପଣ ପାଇଁ ଭାରତକୁ ଚିଠି ଲେଖିଲା ବାଂଲାଦେଶ

ଢାକା,୨୩।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟର୍ପଣ ଦାବିରେ ବାଂଲାଦେଶ ଭାରତକୁ ଏକ ଚିଠି ଲେଖିଛି। ବାଂଲାଦେଶର ବୈଦେଶିକ ବ୍ୟାପାର ପରାମର୍ଶଦାତା ତାହିଦ ହୁସେନ କହିଛନ୍ତି...

ବଡ଼ ରେକର୍ଡ କଲେ ପାଣ୍ଡ୍ୟା: ବିସ୍ଫୋରକ ଇନିଂସ ଖେଳି…

ନୂଆଦିଲ୍ଲୀ,୨୩।୧୨: ବିଜୟ ହଜାରେ ଟ୍ରଫି ୨୦୨୪ରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପ୍ରଥମେ ବ୍ୟାଟିଂ କରି ବରୋଦା ୪୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri