ମିଥୁନଙ୍କୁ ମିଳିବ ଦାଦା ସାହେବ ଫାଲକେ ଆଓ୍ବାର୍ଡ

ମୁମ୍ବାଇ,୩୦।୯: ଅଭିନେତା ମିଥୁନ ଚକ୍ରବର୍ତ୍ତୀ ଭାରତୀୟ ସିନେମାର ଦିଗ୍‌ଜ ଓ ଲୋକପ୍ରିୟ କଳାକାର ଅଟନ୍ତି। ତାଙ୍କୁ ଦାଦା ସାହେବ ଫାଲକେ ସମ୍ମାନ ମିଳିବାକୁ ଯାଉଛି। ଏନେଇ କେନ୍ଦ୍ରମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ ଟ୍ବିଟ କରି ସୂଚନା ଦେଇଛନ୍ତି। ଅକ୍ଟୋବର ୮ ନ୍ୟାଶନାଲ ଫିଲ୍ମ ଆଓ୍ବାର୍ଡ ସମାରୋହରେ ତାଙ୍କୁ ଏହି ଆଓ୍ବାର୍ଡରେ ସମ୍ମାନିତ କରାଯିବ। ଭାରତୀୟ ସିନେମାରେ ତାଙ୍କର ବିଶିଷ୍ଟ ଅବଦାନ ପାଇଁ ତାଙ୍କୁ ଏହି ସମ୍ମାନ ମିଳିବାକୁ ଯାଉଛି।

ସୂଚନାଥାଉ କି, ଭାରତୀୟ ସିନେମାର ସର୍ବୋଚ୍ଚ ପୁରସ୍କାର ହେଉଛି ଦାଦା ସାହେବ ଫାଲକେ ଆଓର୍‌ବାଡ। ମିଥୁନ ନିଜର ୪୮ବର୍ଷର କ୍ୟାରିୟରେ ୩୫୦ରୁ ଅଧିକ ଫିଲ୍ମରେ ଅଭିନୟ କରିଛନ୍ତି। କେବଳ ହିନ୍ଦୀ ନୁହେଁ ବଙ୍ଗଳା, ଓଡ଼ିଆ, ଭୋଜପୁରୀ ସହ ଦକ୍ଷିଣ ଭାରତୀୟ ଫିଲ୍ମରେ ମଧ୍ୟ ସେ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଋଣ ଛାଡ଼ ପାଇଁ ସ୍ବାମୀଙ୍କୁ ମୃତ ଘୋଷଣା

ଗୋରଖପୁର (ଉତ୍ତରପ୍ରଦେଶ),୨୬।୩:  ଗ୍ରାମାଞ୍ଚଳ ମହିଳାମାନଙ୍କୁ ଆର୍ଥିକ କ୍ଷେତ୍ରରେ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ସେମାନଙ୍କୁ କମ୍‌ ସୁଧ ହାରରେ ଋଣ ପ୍ରଦାନ କରାଯାଉଛି। ଏପରି କି କେତେକ...

ଫେସବୁକ୍‌-ଇନଷ୍ଟାଗ୍ରାମ ଡାଉନ୍‌; ସାରା ବିଶ୍ୱର ହଜାର ହଜାର ବ୍ୟବହାକାରୀ ପ୍ରଭାବିତ

ନୂଆଦିଲ୍ଲୀ,୨୫।୩: ମେଟାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଫେସବୁକ୍‌’ ଏବଂ ‘ଇନଷ୍ଟାଗ୍ରାମ’ରେ ମଙ୍ଗଳବାର ବ୍ୟାପକ ବିଭ୍ରାଟ ଦେଖାଦେଇଛି। ଏହାକୁ ନେଇ ସାରା ବିଶ୍ୱର ବ୍ୟବହାରକାରୀମାନେ ଆପ୍‌ ଏବଂ...

କନସର୍ଟ ବେଳେ Sonu Nigamଙ୍କ ଉପରକୁ ବୋତଲ-ପଥର ଫିଙ୍ଗିଲେ ପ୍ରଶଂସକ, ଅଧାରୁ…

ମୁମ୍ବାଇ: ବଲିଉଡର ଲୋକପ୍ରିୟ ଗାୟକ ସୋନୁ ନିଗମଙ୍କ ଉପରକୁ ବୋତଲ, ପଥର ଫିଙ୍ଗିଲେ ପ୍ରଶଂସକ। କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ତାଙ୍କୁ...

ଏଠାରେ ଗୋଟିଏରେ ଗୋଟିଏ ମାଗଣା ମିଳୁଛି ମଦ, ଦୋକାନ ଆଗରେ ଅସମ୍ଭାଳ ଭିଡ଼; ପେଟି ଉଠାଇ ନେଉଛନ୍ତି…

ଲକ୍ଷ୍ନୌ,୨୫।୩: ଉତ୍ତର ପ୍ରଦେଶର ମଦ ପ୍ରେମୀଙ୍କ ପାଇଁ ଭଲ ଦିନ ଆସିଥିବା ଭଳି ମନେ ହେଉଛି। କାରଣ ଏବେ ନୋଏଡା ସମେତ ସମସ୍ତ ଜିଲା ଏବଂ...

ବିରୋଧୀଙ୍କୁ ଶାହାଙ୍କ ତେର୍ଚ୍ଛାବାଣ: କହିଲେ ‘୧୫-୨୦ ବର୍ଷ ଯାଏ କାହା ନମ୍ବର ଆସିବ ନାହିଁ,ଯାହା କରିବୁ ଆମେ କରିବୁ’

ନୂଆଦିଲ୍ଲୀ,୨୫।୩: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ରାଜ୍ୟ ସଭାରେ ବିପର୍ଯ୍ୟୟ ପରିଚାଳନା (ସଂଶୋଧନ) ବିଲ୍‌-୨୦୨୪ ଉପରେ ଆଲୋଚନାର ଉତ୍ତର ଦେଇଛନ୍ତି। ସେ କହିଛନ୍ତି ଯେ ଆମ...

ଲାଇଭ୍‌ ଶୋ’ରେ ଭୋ ଭୋ ହୋଇ କାନ୍ଦିଲେ ନେହା କକ୍କର, ଏହି ଭୁଲ ପାଇଁ…

ମୁମ୍ବାଇ: ବଲିଉଡର ଲୋକପ୍ରିୟ ଗାୟିକାଙ୍କ ମଧ୍ୟରୁ ନେହା କକ୍କର ଜଣେ। ଏକଦା ଇଣ୍ଡିଆନ ଆଇଡଲ୍‌ ଶୋ’ରେ ପ୍ରତିଯୋଗୀ ଭାବେ ସାମିଲ ହୋଇଥିବା ଏହି ଗାୟିକା ଆଜି...

ନିଶା ଦେଇ ନିର୍ଜନ ସ୍ଥାନକୁ ନେଇ ବ୍ୟବସାୟୀଙ୍କ ଗଳା କାଟିଲେ ଶାଶୁ, ସ୍ତ୍ରୀ

ବେଙ୍ଗାଲୁରୁ,୨୫।୩: ବେଙ୍ଗାଲୁରୁରେ ଜଣେ ୩୭ ବର୍ଷୀୟ ରିଅଲ ଇଷ୍ଟେଟ ବ୍ୟବସାୟୀଙ୍କ ହତ୍ୟାର ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପୋଲିସର କହିବା ଅନୁଯାୟୀ, ମୃତକଙ୍କ ସ୍ତ୍ରୀ...

ଦୁର୍ଘଟଣାରେ ଆହତ ହେଲେ ସୋନୁ ସୁଦଙ୍କ ଧର୍ମପତ୍ନୀ

ମୁମ୍ବାଇ,୨୫।୩: ବଲିଉଡ ଅଭିନେତା ସୋନୁ ସୁଦଙ୍କ ପତ୍ନୀ ସୋନାଲି ସୁଦଏକ ଦୁର୍ଘଟଣାର ଶିକାର ହୋଇଛନ୍ତି। ସୂଚନା ଅନୁଯାୟୀ, ଅଭିନେତାଙ୍କ ପତ୍ନୀଙ୍କର ମୁମ୍ବାଇ-ପୁଣେ ରାଜପଥରେ ଏକ ଭୟଙ୍କର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image