
ଭୁବନେଶ୍ୱର,୨।୩: ଜୟଦେବ ବିଧାୟକ ଅରବିନ୍ଦ ଢାଲି ଶନିବାର ବିଜେଡି ଛାଡିଛନ୍ତି। ସେ ଦଳରୁ ଇସ୍ତଫା ଦେବା ସହ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ସେ ରବିବାର ଭାଜପାରେ ଯୋଗଦେବେ ବୋଲି ଚର୍ଚ୍ଚା ହେଉଛି।
ଭୁବନେଶ୍ୱର,୨।୩: ଜୟଦେବ ବିଧାୟକ ଅରବିନ୍ଦ ଢାଲି ଶନିବାର ବିଜେଡି ଛାଡିଛନ୍ତି। ସେ ଦଳରୁ ଇସ୍ତଫା ଦେବା ସହ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ସେ ରବିବାର ଭାଜପାରେ ଯୋଗଦେବେ ବୋଲି ଚର୍ଚ୍ଚା ହେଉଛି।
ଭୁବନେଶ୍ୱର,୧୪ା୩(ସତ୍ୟଜିତ୍ ରାଉତ): ଖୋର୍ଦ୍ଧା ଜିଲା ମଡେଲ ଥାନା ଅନ୍ତର୍ଗତ ଏକ ଗାଁର ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ୪ବର୍ଷ ପରେ ଭୁବନେଶ୍ୱରସ୍ଥିତ ୪ର୍ଥ ଅତିରିକ୍ତ ଜିଲା...
ଭଞ୍ଜନଗର,୧୪ା୩(ବାବୁଲା ପ୍ରଧାନ/ଚିନ୍ମୟ କୁମାର ସେଠୀ): ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଶୁକ୍ରବାର ପ୍ରତ୍ୟୁଷରେ ଖମ୍ବେଶ୍ୱରୀ ବସ୍ ଓଲୋଟି ପଡିଛି। ଏଥିରେ ୧୦...
ଭୁବନେଶ୍ୱର,୧୪ା୩(ସୁଚିସ୍ମିତା ସାହୁ): ଘରୋଇ ସ୍କୁଲ୍ରେ ଗରିବ ପିଲାମାନେ ମାଗଣାରେ ପାଠପଢ଼ିବାକୁ ୨୫% ସିଟ୍ ସଂରକ୍ଷିତ ରହିଛି। ସରକାରଙ୍କ ଏହି ବ୍ୟବସ୍ଥାରେ ପାଠପଢ଼ିବା ଲାଗି ଆବେଦନ କରିବାକୁ...
ଭୁବନେଶ୍ୱର, ୧୪ା୩ (ବନ୍ଦନା ସେଠୀ): ବନାଗ୍ନିକୁ ନେଇ ଏବେ ଚିନ୍ତା ବଢ଼ିଛି। ଖରାଦିନ ଆରମ୍ଭରୁ ଏବେ ଓଡ଼ିଶାର ଅଧା ଜଙ୍ଗଲ ଜଳୁଛି। ଚଳିତବର୍ଷ ଜାନୁଆରୀ ୧ରୁ...
କଟକ,୧୪ା୩(କାର୍ତ୍ତିକ ସାହୁ): ଇଣ୍ଡିଆନ ରିଜର୍ଭ ବାଟାଲିଅନ୍ (ଆଇଆର୍ବି) କନ୍ଷ୍ଟେବଲ୍ ସିପାହି ନିଯୁକ୍ତି ପ୍ରକ୍ରିୟାରେ ହାଇକୋର୍ଟ ଗୁରୁବାର ରୋକ ଲଗାଇଛନ୍ତି। ଆସନ୍ତା ୧୭ ତାରିଖରୁ ନିଯୁକ୍ତି ପ୍ରକ୍ରିୟା...
ବରଗଡ଼,୧୩।୩(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୭ତାରିଖରେ ବରଗଡ ଜିଲା ସୟାଁ ଖେଳ ପଡ଼ିଆରେ କୃଷକ ମହାପଞ୍ଚାୟତ ହେବ। ଏଥିପାଇଁ ଜିଲାର ସମସ୍ତ ଗାଁ ଗାଁରେ ଜୋରଦାର ପ୍ରସ୍ତୁତି...
ପୁୁରୁଷୋତ୍ତମପୁୁର,୧୪।୩(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କୁୁମାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଗତ ୫ ତାରିଖରେ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ ଖାଇବାକୁ ମିଳି ନ ଥିବା...
ବୁଗୁଡା,୧୩ା୩(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳର ଜନୈକ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ବାଲିପଦର ଫାଣ୍ଡି ଅଧିକାରୀ କେ. ନିଳାଦ୍ରୀ ରେଡ୍ଡୀ ଜଣେ ଯୁବକଙ୍କୁ...