ଏୟାରଲିଫ୍ଟ ହେଲେ ବିଧାୟକ ବଦ୍ରି ନାରାୟଣ ପାତ୍ର

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ଘସିପୁରା ବିଜେଡି ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି। ଫଳରେ ତାଙ୍କୁ ଆଜି ଭୁବନେଶ୍ୱରରୁ ହାଇଦ୍ରାବାଦ ଏୟାରଲିଫ୍ଟ କରାଯାଇଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ୱରର ଏକ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ ହ୍ରାଇଦ୍ରାବାଦକୁ ଏୟାରଲିଫ୍ଟ କରାଯାଇଛି।

Share