ମିଶନ ଶକ୍ତି କାଫେ ଉଦ୍‌ଘାଟନ କଲେ ବିଧାୟକ

ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଛକଠାରେ ମଙ୍ଗଳବାର ସନ୍ଧ୍ୟାରେ ମିଶନ ଶକ୍ତି କାଫେ ଉଦ୍‌ଘାଟିତ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ସେ କହିଥିଲେ ଯେ ମିଶନ ଶକ୍ତି ମାଧ୍ୟମରେ ମହିଳାମାନେ ଆତ୍ମନିର୍ଭରଶୀଳ ହୋଇପାରୁଛନ୍ତି। ସେମାନଙ୍କ ଆର୍ଥିକ ସ୍ଥିତିରେ ଉନ୍ନତି ଆସୁଛି। ମହିଳାମାନଙ୍କ ଉନ୍ନତି ପାଇଁ ଡବଲ ଇଞ୍ଜିନ ସରକାର କାମ କରୁଛି ବୋଲି ସେ କହିଥିଲେ। ଏନଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ବ୍ଲକ ଅଧ୍ୟକ୍ଷ ନରି ସଭା ନାୟକ, ଏମପି ପ୍ରତିନିଧି ସନ୍ତୋଷ ତିଆଡି ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଚାଲିଥିବାବେଳେ ଟ୍ରାନ୍ସଜେଣ୍ଡରଙ୍କ ସନ୍ଦେହଜନକ ମୃତ୍ୟୁ: ତଦନ୍ତ ଆରମ୍ଭ

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମର କୁଲୁ ବିଷୋୟୀଙ୍କ ଘରୁ ଶନିବାର ସକାଳେ ସନ୍ଦେହଜନକ ଅବସ୍ଥାରେ ଜଣେ ଟ୍ରାନ୍ସଜେଣ୍ଡରଙ୍କ ମୃତଦେହ...

ଝାରସୁଗୁଡ଼ାରେ ୨ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଝାରସୁଗୁଡ଼ା,୧୨ା୪: ଝାରସୁଗୁଡ଼ାରେ ୨ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର ହୋଇଛି। ଏହି ଦୁଇ ଅଭିଯୁକ୍ତ ହେଲେ ଶେଖ୍‌ ଆସିଫ୍‌ ଏବଂ ଅଭିଷେକ ବାରିକ୍‌। ଉଭୟଙ୍କୁ ବେଲପାହାଡ଼- ଝାରସୁଗୁଡ଼ା ରାସ୍ତାରେ...

ରାସ୍ତାକଡ଼ ପାଉଁଶ ଗୁଣ୍ଡ ନେଲା ଶିଶୁର ଜୀବନ: ଖସିଯିବାକୁ ରାଇସ ମିଲ ମାଲିକଙ୍କ ଉଦ୍ୟମ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ମହୁଲେ ଅଞ୍ଚଳର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ରାସ୍ତାପାଶର୍‌ବରେ ପଡିଥିବା ରାଇସ ମିଲରୁ ନିଷ୍କାସିତ...

ପ୍ରସ୍ତାବିତ ୪୦ ସମବାୟ ସମିତି ଖୋଲାଯାଇ କାର୍ଯ୍ୟକ୍ଷମ ଦାବି

ନୂଆପଡ଼ା,୧୨ା୪ (ମକାରୁ ବେମାଲ):ସମବାୟ, ହସ୍ତତନ୍ତ ଓ ବୟନଶିଳ୍ପ ରାଷ୍ଟ୍ରମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଗୁରୁବାର ବରଗଡ଼ ଜିଲା ଗସ୍ତରେ ଆସିଥିବାବେଳେ ନୂଆପଡ଼ା ଜିଲାର ବରିଷ୍ଠ ଭାଜପା...

ବିନା ଲାଇସେନ୍ସରେ ବେଆଇନ ମହୁଲ ଫୁଲ ସଂଗ୍ରହ: ପିକ୍‌ଅପ୍‌ ଜବତ, ଜଣେ ଗିରଫ

ଦେବଗଡ଼,୧୨ା୪(ଶଶାଙ୍କ ଶେଖର ଝାଙ୍କର): ବିନା ଲାଇସେନ୍ସରେ ବେଆଇନ ମହୁଲ ସଂଗ୍ରହ ବେଳେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୧୪ କ୍ୱିଣ୍ଟାଲ ମହୁଲ ଜବତ କରାଯିବା...

୧୦ ଦିନ ହେଲା ନାହିଁ ମୋବାଇଲ ନେଟ୍‌ଓ୍ବର୍କ, ଉପଭୋକ୍ତା ହନ୍ତସନ୍ତ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ପଞ୍ଚାୟତ ଭାବେ ପରିଚିତ ପର୍ତ୍ତମାହାରେ ଗତ ୧୦ଦିନ ହେଲା ବିଏସ୍‌ଏନ୍‌ଏଲ୍‌ର ମୋବାଇଲ ନେଟ୍‌ଓ୍ବର୍କ ଠପ୍‌ ହୋଇଯାଇଛି।...

ମୋବାଇଲ ଦୋକାନରୁ ଚୋରି ଘଟଣା: ୩୦ ମୋବାଇଲ ସମେତ ୭୧୦୦ ଟଙ୍କା ଜବତ

ଭବାନୀପାଟଣା,୧୨ା୪: କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଶୁକ୍ରବାର ବିଭିନ୍ନ କମ୍ପାନୀର ୩୦ଟି ଚୋରି ମୋବାଇଲ ସମେତ ନଗଦ ୭୧ଶହ ଟଙ୍କା ଜବତ କରିଛି।...

ଦାଦାଙ୍କ ଗଣ୍ଡିମୁଣ୍ଡ ଅଲଗା କରିଦେଲେ ପୁତୁରା: କଟା ମୁଣ୍ଡ ଧରି ଥାନାରେ ଆତ୍ମସମର୍ପଣ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ତଳକଇଁସାରୀ ଗ୍ରାମରେ ଗତକାଲି ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ସାମାନ୍ୟ ଗଣ୍ଡଗୋଳକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image