ଭୁବନେଶ୍ୱର,୧୪।୯(ବ୍ୟୁରୋ): ଢେଙ୍କାନାଳ ବିଧାୟକ ସୁଧୀର ସାମଲ କରୋନାରେ ଆକ୍ରାନ୍ତ ହୋଇଛନ୍ତିି। ଏ ନେଇ ସେ ନିଜେ ସୋମବାର ଟୁଇଟ୍ କରି ସୂଚନା ଦେଇଛନ୍ତି। ଟୁଇଟ୍ରେ ସେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କୋଭିଡ୍ ଟେଷ୍ଟ କରାଇବା ପାଇଁ ଅନୁରୋଧ କରିଛନ୍ତି।
ଆଜି ମୋର COVID-19 Positive ଆସିଛି ମୁଁ ସଙ୍ଗରୋଧରେ ଅଛି ଏବଂ ସମସ୍ତଙ୍କୁ ଅନୁରୋଧ କରୁଛି ମୋର ଏବଂ ମୋ PSO ଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନେ ତାଙ୍କର କରୋନା ପରୀକ୍ଷା କରିନିଅନ୍ତୁ ଏବଂ ସଙ୍ଗରୋଧରେ ରୁହନ୍ତୁ ।
ଜୟ ଜଗନ୍ନାଥ🙏.. @Naveen_Odisha @CMO_Odisha @bjd_odisha @BJDITWing @Amar4Odisha— Sudhir Kumar Samal (Nidhi) (@Sudhir_Dkl) September 14, 2020