ଭୁବନେଶ୍ୱର,୧।୯(ବ୍ୟୁରୋ): ଭୁବନେଶ୍ୱର(ଉତ୍ତର) ବିଧାୟକ ସୁଶାନ୍ତ କୁମାର ରାଉତଙ୍କୁ କରୋନା। ସଂକ୍ରମିତ ହେବା ନେଇ ଚିହ୍ନଟ ହେବା ପରେ ସେ ହୋମ୍ ଆଇସୋଲେଶନରେ ଅଛନ୍ତି। ଏବେ ତାଙ୍କ ସ୍ବାସ୍ଥାବସ୍ଥା ଭଲ ରହିଛି। ତେବେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ପରୀକ୍ଷା କରାଇ ନେବାକୁ ସେ ଏକ ଟୁଇଟ୍ କରି କହିଛନ୍ତି।