ବିଧାୟକଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

କାମାକ୍ଷାନଗର ୩୧।୩(ଡି.ଏନ୍‌.ଏ.): ରାଉରକେଲା ବିଧାୟକ ଶାରଦା ପ୍ରସାଦ ନାୟକଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ବିଧାୟକ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି।
ସୂଚନାଯୋଗ୍ୟ, ବିଧାୟକ ଏକ କାର୍‌ ଯୋଗେ ଭୁବନେଶ୍ବର ଯାଉଥିବା ବେଳେ ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଏନ୍‌ଏଚ୍‌ ୫୩ ବାଉଁଶପାଳ ଛକ ନିକଟରେ ତାଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ତାଙ୍କ ଗାଡ଼ି ହାଇଡ୍ରା ମେସିନ ସହ ଧକ୍କା ହୋଇଥିଲା । ଗାଡିରେ ବିଧାୟକଙ୍କ ସମେତ ୪ ଜଣ ଥିଲେ । ତେବେ ସମସ୍ତେ ସୁରକ୍ଷିତଥିବା ବେଳେ ଅନ୍ୟ ଏକ ଗାଡିରେ ଭୁବନେଶ୍ବର ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ କେନ୍ଦୁଝରରେ ଘନ କୁହୁଡ଼ି: ଯାତାୟାତ ବ୍ୟାହତ

କେନ୍ଦୁଝର,୧୧।୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଶନିବାର ଘନ କୁହୁଡ଼ି ଦେଖାଯାଇଛି। ଘନ କୁହୁଡ଼ି ଯୋଗୁ ସକାଳ ୧୦ଟା ପର୍ଯ୍ୟନ୍ତ କେତେକ ଅଞ୍ଚଳରେ ଯାତାୟାତ ବ୍ୟାହତ...

ଆକ୍ରମଣ ମହଙ୍ଗା ପଡିଲା: ଆଜିଠୁ ଏନିମଲ୍ ରୋବୋଟିକ୍ ଶୋ ବନ୍ଦ

ମଥୁରାନଗରୀ, ୧୧।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ଉପଲକ୍ଷେ ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡିଆରେ ମୀନାବଜାର ସମେତ...

ଛେଳି ଚରାଇବାକୁ ଯାଇଥିବାବେଳେ ହାତୀ ହାବୁଡରେ ପଡିଗଲେ ମହିଳା

କେନ୍ଦୁଝର,୧୧।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ ଅନ୍ତର୍ଗତ ଗୟଳ ମୁଣ୍ଡା ଗ୍ରାମରେ ଶୁକ୍ରବାର ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ ଆରମ୍ଭ, ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ୨ ଦିନ କର୍ଫ୍ୟୁ

ବାଲେଶ୍ୱର,୧୧।୧(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ଶନିବାର ସହରର ବିଭିନ୍ନ ଅଞ୍ଚଳରେ ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଛି । ବାଲେଶ୍ବର ସହରର ନୂଆବଜାର, ଯାଦବପୁର,...

ରାଇକିଆରେ ହେବ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା :ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ ନେଇ ବସିଲା…

ରାଇକିଆ,୧୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିରର ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ସଭାପତି ସତ୍ୟବାନ ପାତ୍ରଙ୍କ...

କାମକୁ ଯାଉଥିବାବେଳେ ଫାର୍ମାସିଷ୍ଟଙ୍କୁ ଚାପିଦେଲା ଟ୍ରକ

କେନ୍ଦୁଝର,୧୧।୧(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ୧୦୮ ଆମ୍ବୁଲାନ୍ସରେ ଫାର୍ମାସିଷ୍ଟ ଭାବେ କାର୍ଯ୍ୟରତ ଥିବା ରାଜେଶଙ୍କ ଶନିବାର ଏକ ରାସ୍ତା ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ସେ...

ଶୀତରେ ଥରୁଛି ଜି. ଉଦୟଗିରି: ସର୍ବନିମ୍ନ ତାପମାତ୍ରା ୪. ୮ ଡିଗ୍ରୀ

ଜି ଉଦୟଗିରି,୧୧।୧(ଶିଶିର ପଟ୍ଟନାୟକ): ଜି. ଉଦୟଗିରି ସହରରେ ଚଳିତ ମାସ ୧ ତାରିଖରୁ ଶୀତର ଲହରୀ ଜାରି ରହିଛି । ଶନିବାର ସର୍ବନିମ୍ନ ତାପମାତ୍ରା ୪....

ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ ଦାବି: କିଷାନ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୧୧।୧(ଦିଲ୍ଲୀପ ସାମଲ): କୃଷି ଋଣ ଛାଡ଼ କରିବା, ମଣ୍ଡି ଖୋଲି ସମସ୍ତ ଚାଷୀଙ୍କ ଧାନ କ୍ରୟ କରିବା ସହିତ ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ ଯୋଗାଇ ଦେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri