ଦ୍ରୌପଦୀ ମୁର୍ମୁଙ୍କୁ ସମ୍ବର୍ଦ୍ଧନା ପାଇଁ ଦିଲ୍ଲୀ ଗଲେ ବିଧାୟକ: ଆଜି ପୂର୍ବାହ୍ନ ସାଢ଼େ ୧୧ଟାରେ ଭେଟିବେ

ଭୁବନେଶ୍ୱର,୩ା୮ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦେବା ପାଇଁ ମଙ୍ଗଳବାର ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ସମେତ ୨୪ ଜଣ ବିଜେଡି, ଭାଜପା ଓ କଂଗ୍ରେସ ବିଧାୟକ ଟିମ୍‌ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ଏହି ପ୍ରତିନିଧି ମଣ୍ଡଳୀରେ ବିଜେଡିର ୧୫ ଜଣ, ଭାଜପାର ୬ ଜଣ ଓ କଂଗ୍ରେସର ୩ ଜଣ ବିଧାୟକ ଦିଲ୍ଲୀ ଗସ୍ତ କରିଛନ୍ତି। ବୁଧବାର ପୂର୍ବାହ୍ନ ୧୧ଟା ୩୦ ମିନିଟରେ ରାଷ୍ଟ୍ରପତି ଭବନରେ ମୁର୍ମୁଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହି ଟିମ୍‌ ସହିତ ବିଧାନସଭା ସଚିବଙ୍କ ସମେତ ୪ ଜଣ ଅଧିକାରୀ ମଧ୍ୟ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାସକୁ ମିଳିବ ୨୦ ହଜାର

ଭୁବନେଶ୍ୱର,୧୪ା୧(ଅନିଲ ଦାସ): ଦେଶର ଜରୁରିକାଳୀନ ପରିସ୍ଥିତିରେ ମେଣ୍ଟେନାନ୍ସ ଅଫ ଇଣ୍ଟରନାଲ ସିକ୍ୟୁରିଟି ଆକ୍ଟ (ମିସା), ଡିଫେନ୍ସ ଅଫ ଇଣ୍ଡିଆନ (ଡିଆଇଆର) ଏବଂ ଡିଆଇଏସଆଇଆର ଆଇନରେ ବିଭିନ୍ନ...

କଂସବଧ ସହ ସରିଲା ୧୧ଦିନ ବ୍ୟାପି ଧନୁଯାତ୍ରା

ମଥୁରାନଗରୀ,୧୩।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାର ଉଦଯାପିତ ହୋଇଛି। ଦୀର୍ଘ ୧୧ ବ୍ୟାପି ହୋଇଥିବା ଏହି ମହୋତ୍ସବରେ କଂସବଧ ଦୃ୍ଯାଭିନୟ...

ମିଟର ଖରାପଅଛି କହି ପକାଇଥିଲେ ଫାଇନ୍‌ : ରାଗିଗଲେ ଗ୍ରାମବାସୀ, ବିଦ୍ୟୁତ୍‌ ଭିଜିଲାନ୍ସ ଟିମ୍‌ ଅଧିକାରୀଙ୍କ ସମେତ ୫ଙ୍କୁ ରଖିଲେ ଅଟକ

ଦିଗପହଣ୍ଡି,୧୩ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ସାହାସପୁର ଗ୍ରାମରେ ବିଦ୍ୟୁତ୍‌ ଭିଜିଲାନ୍ସ ବିଭାଗ ଅଧିକାରୀମାନଙ୍କୁ ସୋମବାର ଗ୍ରାମବାସୀ ଅଟକ ରଖିଥିଲେ। ଖବରପାଇ ଘଟଣା...

ପ୍ରଧାନମନ୍ତ୍ରୀ ଫସଲ ବୀମା କ୍ଷୟକ୍ଷତି ଆକଳନ ଶେଷ, ୨ ଲକ୍ଷ ୭୨୯ଟି ପ୍ଲଟରେ କ୍ଷତିଗ୍ରସ୍ତ ଚାଷୀଙ୍କ ଆବେଦନ

ଭୁବନେଶ୍ୱର,୧୩।୧: ଅମଳ ପରବର୍ତ୍ତୀ ଫସଲ କ୍ଷତି ଆକଳନ କାର୍ଯ୍ୟ ଶେଷ ହୋଇଛି । ସୋମବାର ସୁଦ୍ଧା ପ୍ରାୟ ୧ ଲକ୍ଷ କ୍ଷତିଗ୍ରସ୍ତ ପ୍ଲଟ ବାବଦକୁ ମୋଟ...

ବିଧାୟକରୁ ମୁଖ୍ୟମନ୍ତ୍ରୀ ହେବା ପରେ ବି ଭୁଲି ନାହାଁନ୍ତି ପାପ ନାସିନି ବୈତରଣୀକୁ

ପାଟଣା,୧୩।୧(ବୀର କିଶୋର ଦାଶ): ମଙ୍ଗଳ ବାର ପବିତ୍ର ମକର ସଂକ୍ରାନ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟ ଦେଇ...

ଦିଲ୍ଲୀରୁ ଓଡ଼ିଆରେ ନବୀନଙ୍କୁ ଟାର୍ଗେଟ କଲେ ମୋଦି, ସମସ୍ତେ କାବା!

ନୂଆଦିଲ୍ଲୀ,୧୩।୧: ଆୟୁଷ୍ମାନ ଭାରତ ଯୋଜନା ପାଇଁ ସୋମବାର ଏମଓୟୁ ସ୍ବାକ୍ଷର ହୋଇଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଏମଓୟୁ ସ୍ବାକ୍ଷରିତ ହୋଇଛି ।...

ଧାନ ବିକ୍ରି ପରେ ବି ମିଳୁନି ଚାଷୀଙ୍କୁ ପ୍ରାପ୍ୟ: କଳାହାଣ୍ଡିରେ ତେଜିଲା ଚାଷୀ ଆନ୍ଦୋଳନ

କର୍ଲାମୁଣ୍ଡା:୧୩।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ପକ୍ଷରୁ ଚାଲିଥିବା ରେଗଡ଼ା ମଣ୍ଡିରେ ଚାଷୀ ଧାନ ବିକ୍ରି...

ଲେବୁଲ୍‌ କ୍ରସିଂରୁ ବୋଲେରୋକୁ କାବୁକଲା ଅବକାରୀ ବିଭାଗ: ମିଳିଲା ପୁଳାପୁଳା ଘଞ୍ଜେଇ

ନିରାକାରପୁର,୧୩।୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ଅବକାରୀ ବିଭାଗକୁ ଏକ ବଡ଼ ସଫଳତା ମିଳିଛି। ନିରାକାରପୁର ଥାନା ନାକତଳୁ ବିପୁଳ ପରିମାଣରେ ଗଞ୍ଜେଇ ଜବତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri