ହୋଲିରେ ଗଡ଼ିବନି ମୋ ବସ୍‌

ଭୁବନେଶ୍ୱର,୭।୩(ବ୍ୟୁରୋ): ହୋଲିରେ ମୋ ବସ ଚଳାଚଳ ବନ୍ଦ ରହିବ । ବୁଧବାର ପୂର୍ବାହ୍ନରେ ରାଜଧାନୀ ଓ ରାଉରକେଲାରେ ମୋ ବସ୍‌ ଚଳାଚଳ ବନ୍ଦ ରହିବ । ତେବେ ଏହା ଅପରାହ୍ନରେ କାର୍ଯ୍ୟକ୍ଷମ ହୋଇଯିବ। ଏନେଇ କ୍ରୁଟ୍‌ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ସୂଚନା ଦିଆଯାଇଛି। ଏ ନେଇ ସୋସିଆଲ ମିଡିଆରେ ସଂଶୋଧିତ ସାରଣୀ ଅପ୍‌ଲୋଡ କରାଯାଇଛି ।
ସେହିପରି ଭୁବନେଶ୍ବରରେ ଚଳାଚଳ କରୁଥିବା ମୋ ଇ-ରାଇଡ ସମ୍ପୂର୍ଣ୍ଣ ଭାବେ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ଏହି କୁନିବାବା? ଯାହାଙ୍କ ବେକରେ ଫୁଲମାଳ, ପାଦତଳେ ତୁଳସୀ

ଭୁବନେଶ୍ୱର,୧୭ା୧୧: ସୋସିଆଲ ମିଡିଆରେ ଜଣେ ନାବାଳକଙ୍କ ବେକରେ ଫୁଲମାଳ ଏବଂ ପାଦତଳେ ତୁଳସୀ ଥିବାର ଫଟୋ ଏବଂ ଭିଡିଓ ଭାଇରାଲ ହେଉଛି। ଯାହାକୁ ନେଇ ଲୋକଙ୍କ...

ବାଣୀବିହାର ରେଳଧାରଣା କଡ଼ରୁ ମିଳିଲା ଯୁବକଙ୍କ କ୍ଷତାକ୍ତ ମୃତଦେହ

ଭୁବନେଶ୍ୱର,୧୭ା୧୧: ବାଣୀବିହାର ରେଳଧାରଣା କଡ଼ରୁ ରବିବାର ଏକ କ୍ଷତାକ୍ତ ମୃତଦେହ ଜବତ କରିଛି ପୋଲିସ।  ସ୍ଥାନୀୟ ଲୋକେ ମୃତଦେହ ଦେଖି ଜିଆର୍‌ପିକୁ ଖବର ଦେଇଥିଲେ। ଜିଆର୍‌ପି...

ପିଲାଙ୍କୁ ନ ବାଣ୍ଟି ଡମ୍ପିଂୟାର୍ଡରେ କିଏ ଫିଙ୍ଗିଲା ସ୍କୁଲ ଡ୍ରେସ୍‌ ଆଉ ଜୋତା? ତଦନ୍ତ ଦାବି କରି…

କୋରାପୁଟ,୧୭ା୧୧: ରାଜ୍ୟ ସରକାର ପିଲାମାନଙ୍କୁ ବିଦ୍ୟାଳୟାଭିମୁଖୀ କରିବା ପାଇଁ ପାଣି ପରି ଟଙ୍କା ଖର୍ଚ୍ଚ କରୁଛନ୍ତି। ସେମାନଙ୍କ ପାଇଁ ମଧ୍ୟାହ୍ନଭୋଜନ ବ୍ୟବସ୍ଥାଠାରୁ ଆରମ୍ଭ କରି ୟୁନିଫର୍ମ,...

ସଂକ୍ରାନ୍ତି ପାଇଁ ଫିକା ପଡ଼ିଥିଲା ଛାଡ଼ଖାଇ, ଆଜି ଆମିଷ ବଜାରରେ ନିଆଁ, ଦାମ୍‌ ରହିଛି…

ଭୁବନେଶ୍ୱର,୧୭ା୧୧: ଶୁକ୍ରବାର କାର୍ତ୍ତିକ ପୂର୍ଣ୍ଣିମା ହୋଇଥିବା ବେଳେ ଶନିବାର ପଡ଼ିଥିଲା ଛାଡ଼ଖାଇ। ମାତ୍ର ଏହି ଦିନ ସଂକ୍ରାନ୍ତି ପଡ଼ିଥିବାରୁ ଛାଡ଼ଖାଇ ଫିକା ପଡ଼ିଯାଇଥିଲା। ଯେଉଁଥିପାଇଁ ଲୋକେ...

ପହିଲି ଶୀତରେ ପହିଲି ପର୍ଯ୍ୟଟକ: ଭୋଜି ପାଇଁ ଲଗାଇଲେ ଭିଡ଼, ବୁଲିଲେ କଫି ବଗିଚା

ଦାରିଙ୍ଗବାଡ଼ି,୧୭ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଯେମିତି ତାପମାତ୍ରା କମିବାରେ ଲାଗିଛି ସେହିଭଳି ଶୀତ ମଧ୍ୟ ଧୀରେ ଧୀରେ ସ୍ପର୍ଶ କରିବାରେ ଲାଗିଛି। ଏହାର ମଜା...

ଗୀତ ଅଧାରୁ ଷ୍ଟେଜ୍‌ରୁ ଓହ୍ଲାଇ ପଡ଼ିଲେ ବାଲିଯାତ୍ରା ସନ୍ଧ୍ୟାର ମୁଖ୍ୟ ଆକର୍ଷଣ ଅସୀମା ପଣ୍ଡା

କଟକ,୧୭।୧୧(ଶିଳ୍ପା ପ୍ରିୟଦର୍ଶିନୀ): ବାଲିଯାତ୍ରା ପଡିଆ ଗଣକବି ବୈଷ୍ଣବ ପାଣି ମଞ୍ଚରେ ସଙ୍ଗୀତ ଓ ପାରମ୍ପରିକ ନୃତ୍ୟ ପରିବେଷଣ କରାଯାଇଥିଲା। ହେଲେ ସନ୍ଧ୍ୟାର ମୁଖ୍ୟ ଆକର୍ଷଣ ସାଜିଥିବା...

ଚାଲି ଚାଲି ଯାଉଥିଲେ, ଯୁବକଙ୍କୁ ପିଟି ଦେଇ ଚାଲିଗଲା ଅଜଣା ଗାଡ଼ି

ବସ୍ତା,୧୭।୧୧(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅର୍ନ୍ତଗତ ୬୦ ନଂ ଜାତୀୟ ରାଜପଥର ଇନ୍ଦିରା ଛକ ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ...

ପିକ୍‌ନିକ୍‌ ପାଇଁ ଯାଉଥିଲେ, କେନ୍ଦୁଘାଟିରେ ଓଲଟି ପଡ଼ିଲା ଟ୍ରାଭଲର୍‌; ଚାଲିଗଲା ଜଣଙ୍କର ଜୀବନ, ୧୧ ଆହତ

ଗଜପତି,୧୭।୧୧ (ଗିରିଧାରୀ ପରିଛା) – ପିକ୍‌ନିକ୍‌ ଯିବା ହେଲା କାଳ। ପୁଣି ଗଜପତି ଜିଲା ମୋହନା କେନ୍ଦୁଘାଟିରେ ରବିବାର ଦୁର୍ଘଟଣା ଘଟିଛି। ଟ୍ରାଭଲର ଭ୍ୟାନ୍‌ ଓଲଟି...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri