ମୋବାଇଲ ନେଟୱାର୍କ ଫେଲ୍‌: ହନ୍ତସନ୍ତ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଅଞ୍ଚଳରେ ଗତ ୨୦ ଘଣ୍ଟା ହେଲା ଉଭୟ ବିଏସଏନଏଲ ଏବଂ ଘରୋଇ ଅନୁଷ୍ଠାନ ଜିଓ ୪ଜି ଫେଲ ହୋଇଛି। ଏତେ ସମୟ ବିତିଯାଇଥିଲେ ସୁଦ୍ଧା ଏହି ସେବାରୁ ହଜାର ହଜାର ଉପଭୋକ୍ତା ହଇରାଣ ଭୋଗିଛନ୍ତି। ଜରୁରୀକାଳିନ ସେବା ତଥା ଆମ୍ବୁଲାନ୍ସକୁ ଯୋଗାଯୋଗ, କ୍ଷୁଦ୍ର ଗ୍ରାମୀଣ ବ୍ୟାଙ୍କ ସେବା ସମେତ ସରକାରୀ ଓ ବେସରକାରୀ ସଂସ୍ଥା ଗୁଡିକରେ ବହୁତ ସମସ୍ୟା ଦେଖାଯାଇଛି।

ପ୍ରକାଶ ଯେ, ଉକ୍ତ ୨ ମୋବାଇଲ ନେଟୱାର୍କ ଗୋଟିଏ ଟାୱାରରେ ସଂଯୋଗ ରହିଛି ଫଳରେ ଏଭଳି ବାରମ୍ବାର ସମସ୍ୟା ଉପୁଜୁଥିଲେ ସୁଦ୍ଧା କୌଣସି ଅଧିକାରୀ ଏହାର ସ୍ଥାୟୀ ସମାଧାନ ପାଇଁ ପଦକ୍ଷେପ ନେଇ ନ ଥିବା ଜଣାପଡିଛି। ଏନେଇ ବିଏସଏନଏଲର ଏସଡ଼ିଓ ସୁରେଶ ଚନ୍ଦ୍ରଙ୍କ ସହ ଯୋଗାଯୋଗ କରାଯିବାରୁ ସେ ମୋବାଇଲ ନେଟୱାର୍କ ସେବା ବନ୍ଦ ଥିବା ଘଟଣା ଜାଣିଛି,ଶୀଘ୍ର ସମାଧାନ ପାଇଁ ପଦକ୍ଷେପ ନେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ୍ ପ୍ରତିଷ୍ଠା ଦିବସ ଅବସରରେ ବଡଖାନା

ଭଞ୍ଜନଗର,୧୮/୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା  ଭଞ୍ଜନଗର ନିକଟସ୍ଥ ତନରଡ଼ା ସ୍ଥିତ ଆଇ ଆର୍ ବି ୮ ମ ସ୍ଵତନ୍ତ୍ର ବାଟାଲିୟନ ପରିସରରେ ପୋଲିସ୍ ପ୍ରତିଷ୍ଠା ଦିବସ...

ମେ’ ୭ ରୁ ପୁରୁଷୋତ୍ତମପୁର ଠାକୁରାଣୀ ଯାତ୍ରା

ପୁରୁଷୋତ୍ତମପୁର,୧୮।୪ (ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ଐତିହାସିକ ପ୍ରସିଦ୍ଧ ମା’ କନକା ଠାକୁରାଣୀଙ୍କ ସମେତ କାଳୁଆ, ତାରାତାରିଣୀ, କାଳୀ ଓ ଫୁଲସୁନ୍ଦ ସୁନ୍ଦରୀ ଆଦି...

ଘରକୁ ଫେରି ପାରିଲେନି; ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, ୩ ଗୁରୁତର

ଜି.ଉଦୟଗିରି,୧୮।୪(ଚିନ୍ମୟ କୁମାର ସେଠୀ): ଜି. ଉଦୟଗିରିରେ ୨ ପୃଥକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ସ୍ଥାନୀୟ ପରିଷଦ ଅନ୍ତର୍ଗତ...

ଦିଗପହଣ୍ଡିରେ ରାମଚରିତ ମାନସ ପାରାୟଣ ଶୁଭାରମ୍ଭ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ସିଂହଦାର ସମ୍ମୁଖରେ ଶୁକ୍ରବାର ସାରୁ ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ...

BJD: ନବୀନ ନିବାସରେ ହେଲା ଫାଇନାଲ, କାଲି ବଡ଼ ଘୋଷଣା!

ଭୁବନେଶ୍ୱର,୧୮।୪: ବିଜୁ ଜନତା ଦଳ (ବିଜେଡି) ସଂଗଠନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିକଟରେ...

ଶସ୍ତାରେ ମିଳୁଛି ଭଡା ଘର, 1 BHK ଫ୍ଲାଟ ପାଇଁ ଦେବାକୁ ପଡିବ…

ନୂଆଦିଲ୍ଲୀ,୧୮।୪: ଭାରତର ବିଭିନ୍ନ ସହରରେ ଘର ଭଡାର ମୂଲ୍ୟ ଦିନକୁ ଦିନ ବଢୁଛି। ତେବେ କେତେକ ଛୋଟ ଓ ମଧ୍ୟମ ସହରରେ ଭଡା ମୂଲ୍ୟ ଏବେ...

ଅପହୃତା ନାବାଳିକା ଭୁବନେଶ୍ୱରରୁ ଉଦ୍ଧାର: ଜେଲ ଗଲେ…

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରୁ ଅପହୃତ କରାଯାଇଥିବା ଜଣେ ନାବାଳିକାଙ୍କୁ ପାଟପୁର ପୋଲିସ ଭୁବନେଶ୍ୱରସ୍ଥିତ ଏକ ଘରୁ ଉଦ୍ଧାର କରିଛି।...

ଚାଷୀଙ୍କ ଚିନ୍ତା ବଢ଼ାଇଲାଣି ଚକଡ଼ା ରୋଗ: ଧାନ ଫସଲରେ ବ୍ୟାପିବା ଆରମ୍ଭ

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ)- ରାଜ୍ୟର ବରଗଡ଼ ଜିଲାରେ ଅଧିକ ଧାନଚାଷ ହୋଇଥାଏ। କିନ୍ତୁ ଏଠାରେ ଚାଷକୁ ନେଇ ଚାଷୀମାନେ ବହୁବିଧ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଧାନଚାଷ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image