ବିଧାନସଭାକୁ ମୋବାଇଲ ମନା, ବିଧାୟକଙ୍କୁ ରୋକଠୋକ ଶୁଣାଇଦେଲେ ବାଚସ୍ପତି ସୁରମା

ଭୁବନେଶ୍ୱର,୨୮।୮: ବିଧାନସଭାକୁ ମୋବାଇଲ ଓ ପାଣି ବୋତଲ ବ୍ୟବହାରକୁ ମନା। କୌଣସି ବିଧାୟକ ଏବଂ ମନ୍ତ୍ରୀ ବିଧାନସଭା ଭିତରକୁ ମୋବାଇଲ କିମ୍ବା ପାଣି ବୋତଲ ନେଇ ଯାଇପାରିବେ ନାହିଁ । ଏ ନେଇ ରୋକଠୋକ ଶୁଣାଇ ଦେଇଛନ୍ତି ବାଚସ୍ପତି ସୁରମା ପାଢୀ । ଗୃହରେ ଜଣେ ବିଧାୟକ ଫଟୋ ଉଠାଇଥିବା ଦେଖିବା ପରେ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି । ଏଣିକି କୌଣସି ବିଧାୟକ କିମ୍ବା ମନ୍ତ୍ରୀ ବିଧାନସଭା ଗୃହ ମଧ୍ୟକୁ ମୋବାଇଲ ନେଇ ଯାଇପାରିବେ ନାହିଁ ।

ଭୁବନେଶ୍ୱର,୨୮।୮: ବିଧାନସଭାକୁ ମୋବାଇଲ ଓ ପାଣି ବୋତଲ ବ୍ୟବହାରକୁ ମନା। କୌଣସି ବିଧାୟକ ଏବଂ ମନ୍ତ୍ରୀ ବିଧାନସଭା ଭିତରକୁ ମୋବାଇଲ କିମ୍ବା ପାଣି ବୋତଲ ନେଇ ଯାଇପାରିବେ ନାହିଁ । ଏ ନେଇ ରୋକଠୋକ ଶୁଣାଇ ଦେଇଛନ୍ତି ବାଚସ୍ପତି ସୁରମା ପାଢୀ । ଗୃହରେ ଜଣେ ବିଧାୟକ ଫଟୋ ଉଠାଇଥିବା ଦେଖିବା ପରେ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି । ଏଣିକି କୌଣସି ବିଧାୟକ କିମ୍ବା ମନ୍ତ୍ରୀ ବିଧାନସଭା ଗୃହ ମଧ୍ୟକୁ ମୋବାଇଲ ନେଇ ଯାଇପାରିବେ ନାହିଁ ।

ସୋର ବିଧାୟକ ଗୃହରେ ଫଟୋ ଉଠାଉଥିବାବେଳେ ଏହାକୁ ବାରଣ କରିବା ସହ ରୋକଠୋକ ଶୁଣାଇଛନ୍ତି ବାଚସ୍ପତି ସୁରମା ପାଢୀ। କେବଳ ସୋର ବିଧାୟକ ନୁହନ୍ତି ଅନେକ ବିଧାୟକ ମୋବାଇଲରେ କଥା ହେଉଥିବା ନଜିର ରହିଛି।କେବଳ ମୋବାଇଲ ଫୋନ ନୁହେଁ ବିଧାୟକ ମାନେ ପାଣି ବୋତଲ ନେଇ ମଧ୍ୟ ବିଧାନସଭା ଭିତରକୁ ଯାଇପାରିବେ ନାହିଁ । ବିଧାନସଭା ବାହାରେ ପିଇବା ପାଣିର ବ୍ୟବସ୍ଥା ରହିଛି। ତେଣୁ ବିଧାନସଭା ଭିତରେ ମୋବାଇଲର ବ୍ୟବହାର ଓ ପାଣି ବୋତଲ ବ୍ୟବହାର କରିବା ଅନୁଚିତ ବୋଲି କହିଛନ୍ତି ବାଚସ୍ପତି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ସେନା ଅଧିକାରୀ, ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ମାମଲା: ରିପୋର୍ଟ ମାଗିଲେ ଜାତୀୟ ମହିଳା କମିଶନ

ଭୁବନେଶ୍ୱର,୧୯।୯: ଶିଖ୍ ରେଜିମେଣ୍ଟର ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭାନ୍ସ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ...

ସ୍ତ୍ରୀଙ୍କୁ ହତ୍ୟା କରି ପ୍ରମାଣ ନଷ୍ଟ ପାଇଁ ମୃତଦେହ ଆଣି ରାସ୍ତାକଡ଼ରେ ଫିଙ୍ଗିଥିଲେ ସ୍ବାମୀ: ପୋଲିସ ହାତରେ ଲାଗିଲା ବଡ଼ ପ୍ରମାଣ

କୋଣାର୍କ,୧୯।୯: କୋଣାର୍କ ରାସ୍ତାକଡ଼ରୁ ମହିଳାଙ୍କ ମୃତଦେହ ଜବତ ଘଟଣାର ପୋଲିସ ଗୁରୁବାର ପର୍ଦ୍ଦାଫାଶ କରିଛି। ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ସ୍ବାମୀ ହତ୍ୟାକାଣ୍ଡ ଘଟାଇଥିବା ଜଣାପଡିଛି।...

ପୁରୀରୁ ନବୀନଙ୍କୁ ସିଧା ଟାର୍ଗେଟ କଲେ ମୋହନ ମାଝୀ, କହିଲେ ପୁରୀରେ କରୁଥିଲେ ଏଇ ରାଜନୀତି…

ଭୁବନେଶ୍ୱର,୧୯।୯: ଓଡ଼ିଶାରେ ଭାଜପାର ୧୦୦ଦିନ ପୂରଣ ହେବା ନେଇ ପୁରୀରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଯେଉଁଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଉପ ମୁଖ୍ୟମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri